Monday, April 27, 2026 02:10 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

‘ଜ୍ୱିଗାଟୋ’ ଚଳଚ୍ଚିତ୍ର ଉପରୁ ପ୍ରମୋଦ କର ଛାଡ

by Our Correspondent
22 Mar, 2023- 08:04 PM
in Latest News, News
1 min read
0
‘ଜ୍ୱିଗାଟୋ’ ଚଳଚ୍ଚିତ୍ର ଉପରୁ ପ୍ରମୋଦ କର ଛାଡ

ଭୁବନେଶ୍ୱର: ପ୍ରଖ୍ୟାତ ଅଭିନେତ୍ରୀ ନନ୍ଦିତା ଦାସଙ୍କ ନିର୍ଦ୍ଦେଶିତ ତଥା ବିଶିଷ୍ଟ ଅଭିନେତା କପିଲ ଶର୍ମାଙ୍କ ଅଭିନୀତ ‘ଜ୍ୱିଗାଟୋ’ ଫିଲ୍ମ ଉପରୁ ରାଜ୍ୟ ସରକାର ପ୍ରମୋଦ କର ଛାଡ କରିଛନ୍ତି । ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅନୁମୋଦନ କରିଛନ୍ତି ।

ସୂଚନାଯୋଗ୍ୟ ଯେ ଜଣେ Food delivery rider ଓ ତାଙ୍କ ପରିବାରର ସଂଘର୍ଷପୂର୍ଣ୍ଣ ଜୀବନକୁ ନେଇ ‘ଜ୍ୱିଗାଟୋ’ ଫିଲ୍ମ ନିର୍ମିତ ହୋଇଛି । ହିନ୍ଦୀଭାଷାରେ ନିର୍ମିତ ଏହି ଫିଲ୍ମଟି ସଂପୂର୍ଣ୍ଣ ଭାବରେ ଭୁବନେଶ୍ୱରରେ ହିଁ ସୁଟିଂ କରାଯାଇଛି ।

ଓଡିଶାରେ ଯେପରି ଅଧିକରୁ ଅଧିକ ବ୍ୟବସାୟୀକ ଚଳଚ୍ଚିତ୍ର ସୁଟିଂ କରାଯାଇ ପାରିବ ସେଥିପାଇଁ ରାଜ୍ୟ ସରକାର ଅନୁକୂଳ ନୀତି କାର୍ଯ୍ୟକାରୀ କରୁଛନ୍ତି ଏବଂ ଏ ଦିଗରେ ଚଳଚ୍ଚିତ୍ର ଶିଳ୍ପକୁ ମଧ୍ୟ ଉତ୍ସାହିତ କରୁଛନ୍ତି । ଏହା ଦ୍ୱାରା ରାଜ୍ୟର ପର୍ଯ୍ୟଟନ ବିକାଶ ହେବା ସହିତ ପ୍ରତିଭାବାନ ଯୁବକ ଯୁବତୀମାନଙ୍କ ପାଇଁ ନିଯୁକ୍ତିର ସୃଷ୍ଟି କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଛନ୍ତି ।

ଏତଦବ୍ୟତୀତ ଭୁବନେଶ୍ୱରରେ ‘ଜ୍ୱିଗାଟୋ’ ଚଳଚ୍ଚିତ୍ର ସଂପୂର୍ଣ୍ଣ ସୁଟିଂ କରାଯାଇଥିବାରୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶିକା ନନ୍ଦିତା ଦାସଙ୍କ ପଦକ୍ଷେପକୁ ଉଚ୍ଚ ପ୍ରଶଂସା କରିଥିଲେ ।

ଜ୍ୱିଗାଟୋ ଚଳଚ୍ଚିତ୍ର ଦେଖିଲେ ମୁଖ୍ୟମନ୍ତ୍ରୀ: ମୁଖ୍ୟମନ୍ତ୍ରୀ ଆଜି ସଂଧ୍ୟାରେ ନବୀନ ନିବାସ ଠାରେ ଜ୍ୱିଗାଟୋ ଚଳଚ୍ଚିତ୍ରର ସ୍ୱତନ୍ତ୍ର ଉପସ୍ଥାପନା (screening) କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ।

ନନ୍ଦିତା ଦାସ ନିର୍ଦ୍ଦେଶିତ ଚଳଚ୍ଚିତ୍ର ଜ୍ବିଗାଟୋର ସୁଟିଂ ସଂପୂର୍ଣ୍ଣ ଭାବରେ ଭୁବନେଶ୍ୱରରେ କରାଯାଇଛି । ବିଶିଷ୍ଟ ଅଭିନେତା କପିଲ ଶର୍ମା ଓ ଅଭିନେତ୍ରୀ ସାହାନା ଗୋସ୍ବାମୀ ଏଥିରେ ପ୍ରମୁଖ ଭୂମିକାରେ ଅଭିନୟ କରିଛନ୍ତି ।

ସମାଜର ଅତ୍ୟନ୍ତ ସାଧାରଣ ଲୋକଙ୍କ ସଂଘର୍ଷପୂର୍ଣ୍ଣ ଜୀବନକୁ ଏହି ଚଳଚ୍ଚିତ୍ରରେ ସଫଳ ଭାବରେ ଉପସ୍ଥାପିତ କରାଯିବା ସହ କଳାତ୍ମକ ଦିଗ ପ୍ରତି ଉଚିତ୍ ଧ୍ୟାନ ଦିଆ ଯାଇଥିବାରୁ ମୁଖ୍ୟମନ୍ତ୍ରୀ ଏହି ଚଳଚ୍ଚିତ୍ରର ଉଚ୍ଚପ୍ରଶଂସା କରିଥିଲେ । ସାମାଜିକ ପରିବର୍ତ୍ତନ ଦିଗରେ ଜ୍ବିଗାଟୋ ଏକ ସକରାତ୍ମକ ବାର୍ତ୍ତା ଦେବାରେ ସଫଳ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି ।

Previous Post

ମାଗଣାଖିଆଙ୍କ ମନଖୁସି କଲା ଓଟିଡିସି

Next Post

ଲୋଡ଼ା ହେଲେ ମନମୋହନ ସାମଲ

Next Post
ଲୋଡ଼ା ହେଲେ ମନମୋହନ ସାମଲ

ଲୋଡ଼ା ହେଲେ ମନମୋହନ ସାମଲ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19182 shares
    Share 7673 Tweet 4796
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA