Saturday, April 25, 2026 04:44 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ଚାକିରିରୁ ବିଦା ହେଲେ କୋଟିପତି ପ୍ରତାପ ସାମଲ

by Our Correspondent
18 Nov, 2021- 02:32 PM
in Latest News, News
1 min read
0
ଚାକିରିରୁ ବିଦା ହେଲେ କୋଟିପତି ପ୍ରତାପ ସାମଲ

ଭୁୁବନେଶ୍ୱର: ଦୁର୍ନୀତି ବିରୋଧରେ ଜାରି ରହିଛି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କଠୋର ଆଭିମୁଖ୍ୟ । ଓଡ଼ିଶା ରାଜ୍ୟ ପୁଲିସ ହାଉସିଂ ଏବଂ ୱେଲଫେୟାର୍ କର୍ପୋରେସନ୍ ର ଡେପୁଟି ମ୍ୟାନେଜର ପ୍ରତାପ କୁମାର ସାମଲଙ୍କୁ ରାଜ୍ୟ ସରକାର ଚାକିରିରୁ ତଡ଼ି ଦେଇଛନ୍ତି । ଅପାରଗତା ଓ ଦୁର୍ନୀତି ଯୋଗୁଁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ଗତ ସପ୍ତାହରେ ଏହି କରିତକର୍ମା ବାବୁଜଣଙ୍କ ଘରେ ଭିଜିଲାନସ୍ ଚଢ଼ଉ କରି ବିପୁଳ ସମ୍ପତ୍ତି ଠାବ କରିଥିଲା । ତାଙ୍କର ଅଛି ୭ ଟି କୋଠା ଏବଂ ୨୫ ପ୍ଲଟ୍ । ଘରେ ନଗଦ ୩୮ ଲକ୍ଷ ଟଙ୍କା ରଖିଥିଲେ । ଭିଜିଲାନସ୍ କୁ ଦେଖି ୨୦ ଲକ୍ଷ ଟଙ୍କା ଏକ ପେଟିରେ ପୂରାଇ ପଡ଼ୋଶୀ ଘର ଛାତକୁ ଫିଙ୍ଗି ଦେଇଥିଲେ । ତାଙ୍କ ପାଖରେ ୧୫ କୋଟିର ଆୟ ବର୍ହିଭୂତ ସମ୍ପତ୍ତି ଥିବା ଭିଜିଲାନସ ଆକଳନ କରିଛି । ଓଲିଉଡ୍ ଏବଂ ଷ୍ଟକ୍ ମାର୍କେଟ୍ ରେ ତାଙ୍କର କୋଟି କୋଟି ଟଙ୍କା ଲାଗିଥିବା ମଧ୍ୟ ଜଣାପଡ଼ିଲାଣି ।

ବାବୁ ସାମଲ ଏତେ ଟଙ୍କା କୋଉଠୁ ମାରିଲେ ତାହା ସମସ୍ତଙ୍କୁ ବିସ୍ମିତ କରିଛି । ୧୫ କୋଟିର ଆୟ ବର୍ହିଭୂତ ସମ୍ପତ୍ତି ଠାବ ହେବା ସହ ଭିଜିଲାନସ୍ ଦ୍ୱାରା ଗିରଫ ହେବା ପରେ ରାଜ୍ୟ ସରକାର ତାଙ୍କୁ ଚାକିରିରୁ ସସପେଣ୍ଡ କରିଥିଲେ । ଆଉ ଆଜି ଶେଷ କଠୋର କାର୍ଯ୍ୟାନୁଷ୍ଠାନ ନେଇଛନ୍ତି । ଏହି ବାବୁଙ୍କୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୩୧ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ବା ଚାକିରିରୁ ବହିଷ୍କାର କରାଗଲାଣି ।

ସୂଚନାଥାଉକି, ଗତ ସପ୍ତାହରେ ସରକାର ୮ ଜଣଙ୍କୁ ବାଧ୍ୟତାମୂଳକ ଅବସର ଦେଇଥିଲେ । ସେମାନଙ୍କ ମଧ୍ୟରେ ଥିଲେ ନିମାପଡ଼ାର ପୂର୍ବତନ ତହସିଲଦାର ରାମଚନ୍ଦ୍ର ଜେନା ।

Previous Post

ବିଜେଡ଼ିର ଆସେଟ୍ ବିଜେପି ତୁଣ୍ଡ !

Next Post

ସ୍ମାର୍ଟ କାର୍ଡ ଯୋଜନାରେ କେନ୍ଦୁଝର ଜିଲ୍ଲା ସାମିଲ

Next Post
ସ୍ମାର୍ଟ କାର୍ଡ ଯୋଜନାରେ କେନ୍ଦୁଝର ଜିଲ୍ଲା ସାମିଲ

ସ୍ମାର୍ଟ କାର୍ଡ ଯୋଜନାରେ କେନ୍ଦୁଝର ଜିଲ୍ଲା ସାମିଲ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19182 shares
    Share 7673 Tweet 4796
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA