Friday, December 19, 2025 08:39 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home News Health

ସମ୍ ହସ୍ପିଟାଲରେ ଚତୁର୍ଥ ଥର ପାଇଁ ଅଙ୍ଗଦାନ ପ୍ରକ୍ରିୟା ସମ୍ପନ୍ନ

by Our Correspondent
08 Sep, 2025- 09:15 PM
in Health, News
1 min read
0
ସମ୍ ହସ୍ପିଟାଲରେ ଚତୁର୍ଥ ଥର ପାଇଁ ଅଙ୍ଗଦାନ ପ୍ରକ୍ରିୟା ସମ୍ପନ୍ନ

ଭୁବନେଶ୍ୱର: ସମ୍ ହସ୍ପିଟାଲରେ ସୋମବାର ଜଣେ ୫୨ ବର୍ଷୀୟ ବ୍ରେନ୍ ଡେଡ୍ ବ୍ୟକ୍ତିଙ୍କ ଠାରୁ ଯକୃତ ବାହାର କରାଯାଇ ଭୁବନେଶ୍ୱରର ଅନ୍ୟ ଏକ ହସ୍ପିଟାଲରେ ଚିକିତ୍ସାଧୀନ ଥିବା ରୋଗୀଙ୍କ ଶରୀରରେ ପ୍ରତ୍ୟାରୋପଣ ନିମନ୍ତେ ପ୍ରେରଣ କରାଯାଇଛି । ଗତ ଅଗଷ୍ଟ ୩୧ରେ ଏକ ସଡ଼କ ଦୁର୍ଘଟଣାରେ ଗଭୀର ଆଘାତ ପାଇଥିବା ଜଣେ ସୁରକ୍ଷାକର୍ମୀଙ୍କୁ ଚିକିତ୍ସା ନିମନ୍ତେ ସମ ହସ୍ପିଟାଲକୁ ଅଣାଯାଇଥିଲା । ଚିକିତ୍ସାଧୀନ ଅବସ୍ଥାରେ ତାଙ୍କୁ ରବିବାର ବ୍ରେନ୍ ଡେଡ୍ ଘୋଷଣା କରାଯାଇଥିଲା ।

ଭୁବନେଶ୍ୱର ଉପକଣ୍ଠ ଛତାବରରେ ଏକ ଅନୁଷ୍ଠାନରେ ସିକ୍ୟୁରିଟି ଗାର୍ଡ ଥିବା ହୁଲାସ ଦିହୁଡି ରାସ୍ତାରେ ଚାଲି ଚାଲି ଯାଉଥିବା ବେଳେ ତାଙ୍କୁ ଏକ ବାଇକ ଚାଳକ ଧକ୍କା ଦେବା ଫଳରେ ତାଙ୍କ ମସ୍ତିଷ୍କରେ ଗଭୀର ଆଘାତ ଲାଗିଥିଲା । ତାଙ୍କୁ ତୁରନ୍ତ ସମ ହସ୍ପିଟାଲରେ ଭର୍ତି କରାଯିବା ପରେ ସେ ଭେଂଟିଲେଟର ସାହାଯ୍ୟରେ ଚିକିତ୍ସାଧୀନ ଥିଲେ । ସେ ଟ୍ରମାଟିକ୍ ବ୍ରେନ୍ ଇଞ୍ଜୁରିର ଶିକାର ହୋଇଥିଲେ ଏବଂ ତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ ଉନ୍ନତି ଆସି ନଥିଲା । ଅନେକ ଚିକିତ୍ସା ସତ୍ୱେ ତାଙ୍କୁ ବ୍ରେନ୍ ଡେଡ ବୋଲି ପରିବାର ସଦସ୍ୟଙ୍କୁ ଜଣାଇ ଦିଆଯାଇଥିଲା ବୋଲି ସମ୍ ହସ୍ପିଟାଲରେ ମେଡିକାଲ୍ ସୁପରିଟେଣ୍ଡେଂଟ ପ୍ରଫେସର (ଡାକ୍ତର) ପୁଷ୍ପରାଜ ସାମନ୍ତସିଂହାର ସୂଚନା ଦେଇଛନ୍ତି । ଏହାପରେ ପରିବାର ସଦସ୍ୟମାନେ ଅନ୍ୟର ଜୀବନ ବଂଚାଇବା ପାଇଁ ତାଙ୍କର ଅଙ୍ଗଦାନ କରିବା ନିମନ୍ତେ ନିଷ୍ପତି ନେଇଥିଲେ ।

ହସ୍ପିଟାଲ୍ କର୍ତୃପକ୍ଷ ଷ୍ଟେଟ୍ ଅର୍ଗାନ୍ ଆଣ୍ଡ ଟିସ୍ୟୁ ଟ୍ରାନ୍ସପ୍ଲାଂଟ ଅର୍ଗାନାଇଜେସନ୍ (ସୋଟୋ) ଏବଂ ନ୍ୟାସନ୍ାଲ ଅର୍ଗାନ୍ ଆଣ୍ଡ ଟିସ୍ୟୁ ଟ୍ରାନ୍ସପ୍ଲାଂଟ ଅର୍ଗାନାଇଜେସନ୍ (ନୋଟୋ) ସହ ଯୋଗାଯୋଗ କରି ଅଙ୍ଗ ବାହାର କରି ପ୍ରତ୍ୟାରୋପଣ ପ୍ରକ୍ରିୟାର ପ୍ରସ୍ତୁତି କରିଥିଲେ ।

ଏହାକୁ ମିଶାଇ ସମ୍ ହସ୍ପିଟାଲରେ ୪ର୍ଥ ଥର ପାଇଁ ବ୍ରେନ୍ ଡେଡ୍ ବ୍ୟକ୍ତିଙ୍କ ଶରୀରରୁ ଅଙ୍ଗ ବାହାର କରାଯାଇ ଅନ୍ୟ ରୋଗୀଙ୍କ ଶରୀରରେ ପ୍ରତ୍ୟାରୋପଣ କରିବା ପ୍ରକ୍ରିୟା ସମ୍ପନ୍ନ କରାଯାଇଥିବା ପ୍ରଫେସର ସାମନ୍ତସିଂହାର କହିଥିଲେ ।

Previous Post

ସୋଆ ଏବଂ ଆଇଟିିଇଆରକୁ ଟାଇମ୍ସ ବିଜିନେସ୍ ଆୱାର୍ଡ

Next Post

ବିଜେଡି ଛାଡ଼ିଲେ ଭାସ୍କର ରାଓ

Next Post
ବିଜେଡି ଛାଡ଼ିଲେ ଭାସ୍କର ରାଓ

ବିଜେଡି ଛାଡ଼ିଲେ ଭାସ୍କର ରାଓ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19130 shares
    Share 7652 Tweet 4783
  • ନବୀନ..ନବୀନ, ମୋହନ..ମୋହନ

    16590 shares
    Share 6636 Tweet 4148
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7295 shares
    Share 2918 Tweet 1824
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5809 shares
    Share 2324 Tweet 1452
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5479 shares
    Share 2192 Tweet 1370

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA