Friday, December 19, 2025 08:05 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ନିଯୁକ୍ତି ପାଇଲେ ୬୮୯୧ ହାଇସ୍କୁଲ ଶିକ୍ଷକ

ଶିିକ୍ଷକତାକୁ ଏକ ସଂକଳ୍ପ ଭାବେ ଗ୍ରହଣ କରନ୍ତୁ: ମୁଖ୍ୟମନ୍ତ୍ରୀ

by Our Correspondent
01 Aug, 2022- 07:58 PM
in Latest News, News
1 min read
0
ନିଯୁକ୍ତି ପାଇଲେ ୬୮୯୧ ହାଇସ୍କୁଲ ଶିକ୍ଷକ

ଭୁୁବନେଶ୍ୱର: ରାଜ୍ୟ ସରକାରଙ୍କ ଗଣଶିକ୍ଷା ବିଭାଗରେ ଆଜି ୬୮୯୧ ହାଇସ୍କୁଲ ଶିକ୍ଷକ/ଶିକ୍ଷୟିତ୍ରୀ ଯୋଗଦେଇଛନ୍ତି । ଏହି ନବନିଯୁକ୍ତ ଶିକ୍ଷକମାନଙ୍କ ପାଇଁ ସ୍ଥାନୀୟ କଳିଙ୍ଗ ହକି ଷ୍ଟାଡିୟମଠାରେ ଏକ ପ୍ରଶିକ୍ଷଣ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ ।

ଶିକ୍ଷକତା ଭଳି ଏକ ମହାନ ବୃତ୍ତିରେ ଯୋଗ ଦେଇଥିବାରୁ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଶୁଭେଚ୍ଛା ଜଣାଇ କହିଥିଲେ, ଶିକ୍ଷକମାନେ ହେଉଛନ୍ତି ରାଷ୍ଟ୍ର ନିର୍ମାତା । ଜାତିର ଗୌରବ । ଦେଶର ଭବିଷ୍ୟତ ପୀଢ଼ିକୁ ଗଢ଼ିବାର ପବିତ୍ର ଦାୟିତ୍ୱ ଆପଣମାନେ ନେଉଛନ୍ତି । ଶିକ୍ଷା କେବଳ ଗୋଟିଏ ବ୍ୟକ୍ତି ବା ପରିବାର କି ସମାଜ ନୁହେଁ, ଶିକ୍ଷା ଗୋଟିଏ ଜାତିର ଭାଗ୍ୟ ପରିବର୍ତ୍ତନ କରିଦିଏ । ଆପଣମାନେ ସମସ୍ତେ ଯୁବକ ଓ ବହୁତ ଉତ୍ସାହୀ । ତେଣୁ ଶିକ୍ଷକତାକୁ ଏକ ଚାକିରି ଭାବରେ ଗ୍ରହଣ ନ କରି ଏକ ସଂକଳ୍ପ ଭାବରେ କାମ କରନ୍ତୁ । ମୋର ବିଶ୍ୱାସ, ମୋ ଓଡ଼ିଶାର ପିଲାମାନଙ୍କ ଭବିଷ୍ୟତକୁ ଉଜ୍ଜଳ କରିବାରେ ଆପଣମାନଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିବ ।

ଏହି ଅବସରରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ, ରାଜ୍ୟରେ ଶିକ୍ଷକ ନିଯୁକ୍ତି କାର୍ଯ୍ୟକ୍ରମ ଜାରି ରହିଛି । ଗତ ୩ ବର୍ଷ ମଧ୍ୟରେ ୧୪ ହଜାରରୁ ଅଧିକ ଶିକ୍ଷକ ନିଯୁକ୍ତି ପାଇଛନ୍ତି । ସେହିଭଳି ରାଜ୍ୟର ପ୍ରାୟ ୪ ହଜାର ସ୍କୁଲର ରୂପାନ୍ତର କାମ ସରିଲାଣି । ଡିସେମ୍ବର ୨୦୨୩ ସୁଦ୍ଧା ଆଉ ୪,୮୦୦ ସ୍କୁଲ ରୂପାନ୍ତର କରାଯିବ ।

ଆପଣଙ୍କ ଗାଁ, ଆପଣଙ୍କ ବ୍ଲକ୍ ରେ ମଧ୍ୟ ଆପଣମାନେ ସ୍କୁଲର ନୂଆ ରୂପ ନିଶ୍ଚୟ ଦେଖିଥିବେ । ସ୍କୁଲ ରୂପାନ୍ତର ପିଲାଙ୍କ ଭିତରେ ନୂଆ ଉତ୍ସାହ ଆଣିଛି । ସେ ଉତ୍ସାହକୁ ଜୀବନର ସଫଳତାରେ ରୂପାନ୍ତର କରିବା ଦାୟିତ୍ୱ ଆପଣମାନଙ୍କର । ଆମ ଶିକ୍ଷକମାନଙ୍କର ଜ୍ଞାନ, ତ୍ୟାଗ ଓ ନିଷ୍ଠା ହିଁ ଶିକ୍ଷା କ୍ଷେତ୍ରରେ ପ୍ରକୃତ ରୂପାନ୍ତର ଆଣିପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ, ଶିଳ୍ପ ଓ ଶକ୍ତିମନ୍ତ୍ରୀ ପ୍ରତାପ ଦେବ, ଜଳସମ୍ପଦ ଓ ବାଣିଜ୍ୟ ପରିବହନ ମନ୍ତ୍ରୀ ଟୁକୁନି ସାହୁ, ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀ ଏଥିରେ ଭାଷଣ ଦେଇଥିଲେ । ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ସଚିବ ବିଷ୍ଣୁପଦ ସେଠୀ, ମୁଖ୍ୟମନ୍ତ୍ରୀଙ୍କ ସଚିବ(୫-ଟି) ଭି.କେ.ପାଣ୍ଡିଆନ୍ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

କାର୍ଯ୍ୟକ୍ରମରେ ୩ ଜଣ ଶିକ୍ଷକ ପବିତ୍ର କର, ପ୍ରମିତା ପଟ୍ଟନାୟକ ଓ ଜୟଶ୍ରୀ ପାଢ଼ୀ ପ୍ରମୁଖ ସେମାନଙ୍କ ଅଭିଜ୍ଞତା ବର୍ଣ୍ଣନା କରିବା ସହ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ ।

Previous Post

୪ ବର୍ଷରେ ୪ ଲକ୍ଷ କୋଟିର ପ୍ରକଳ୍ପ

Next Post

ମିଡିଆର ବ୍ୟାଣ୍ଡ ବଜେଇଲେ ପପୁ

Next Post
ମିଡିଆର ବ୍ୟାଣ୍ଡ ବଜେଇଲେ ପପୁ

ମିଡିଆର ବ୍ୟାଣ୍ଡ ବଜେଇଲେ ପପୁ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19130 shares
    Share 7652 Tweet 4783
  • ନବୀନ..ନବୀନ, ମୋହନ..ମୋହନ

    16590 shares
    Share 6636 Tweet 4148
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7295 shares
    Share 2918 Tweet 1824
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5809 shares
    Share 2324 Tweet 1452
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5479 shares
    Share 2192 Tweet 1370

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA