Monday, June 22, 2026 09:26 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଓରିହୋମ୍ ପକ୍ଷରୁ ଗୃହ ନିର୍ମାଣ ସଲ୍ୟୁଶନ

by Our Correspondent
23 May, 2022- 07:57 PM
in Business & Economy, Latest News, News
1 min read
0
ଓରିହୋମ୍ ପକ୍ଷରୁ ଗୃହ ନିର୍ମାଣ ସଲ୍ୟୁଶନ

ଭୁବନେଶ୍ୱର: ରାଜ୍ୟର ପ୍ରଥମ ଟେକ୍ନୋଲୋଜିଭିତ୍ତିକ କନଷ୍ଟ୍ରକ୍ସନ୍ କମ୍ପାନୀ ଓରିହୋମ କନଷ୍ଟ୍ରକସନ ପ୍ରାଇଭେଟ ଲିମିଟେଡ ପକ୍ଷରୁ ଗୃହ ନିର୍ମାଣ ସଲ୍ୟୁଶନ ପ୍ରଦାନ ସମ୍ପର୍କରେ ଘୋଷଣା କରାଯାଇଛି । କମ୍ପାନି ବିଶେଷ କରି ୪ ପ୍ରମୁଖ ସେବା ଯୋଗାଉଛି । ଏହା ମଧ୍ୟରେ ରହିଛି ନୂଆ ଘର ନିର୍ମାଣ, ଇଣ୍ଟେରିୟର ଏବଂ ଏକ୍ସଟେରିୟର, ଜମି ସହ କଷ୍ଟମାଇଜ ପ୍ରପର୍ଟି ଏବଂ ମେଣ୍ଟେନାନ୍ସ ଓ ରିନୋଭେସନ ।

ଗ୍ରାହକମାନେ ବାସଗୃହ ନିର୍ମାଣ ସହ ଅନ୍ୟ ଆନୁଷଙ୍ଗିକ ସୁବିଧା ଗୋଟିଏ ଛାତ ତଳେ ପାଇପାରିବେ । ଏକ ପ୍ରଫେସନାଲ ସଂସ୍ଥା ଭାବେ ଲୋକଙ୍କ ବାସଗୃହ ନିର୍ମାଣର ବିଭିନ୍ନ ଦିଗକୁ ଧ୍ୟାନରେ ରଖି ସେବା ଯେଗାଣ କରାଯାଉଥିବା କମ୍ପାନି ପକ୍ଷରୁ କୁହାଯାଇଛି ।

ଘର ନିର୍ମାଣ ପାଇଁ ମାଟି ପରୀକ୍ଷା ସହ ପ୍ରାୟ ୩୦୦ ଅତ୍ୟାଧୁନିକ ଲ୍ୟାବ୍ ଟେଷ୍ଟ ସାମିଲ କରାଯାଇଛି । ରାଜ୍ୟର ବିଭିନ୍ନ ପ୍ରାନ୍ତରେ କମ୍ପାନି ଏହାର ପ୍ରକଳ୍ପ କାର୍ଯ୍ୟ ଜାରି ରଖିଛି । ପ୍ରଫେସନାଲ ଇଞ୍ଜିନିୟରିଂ ଜ୍ଞାନକୌଶଳ ସହିତ ଜର୍ମାନ ଟେକ୍ନୋଲୋଜି ଗ୍ରାହକଙ୍କର ଗୃହନିର୍ମାଣରେ ବ୍ୟବହାର କରାଯାଉଛି । ଲୋକମାନେ ଯେଭଳି ବିଶ୍ୱସ୍ତରୀୟ ଅନୁଭୂତି ଲାଭ କରିପାରିବେ ତାକୁ ମଧ୍ୟ ଧ୍ୟାନରେ ରଖାଯାଇଛି ବୋଲି ଓରିହୋମ ପକ୍ଷରୁ କୁହାଯାଇଛି ।

ଚଳିତ ବର୍ଷ କମ୍ପାନି ୫୪ ପ୍ରକଳ୍ପ କାର୍ଯ୍ୟକାରୀ କରୁଛି । ୨୦୨୩ ପାଇଁ ୧୭ଟି ନୂଆ ପ୍ରକଳ୍ପ ଗ୍ରାହକମାନଙ୍କ ଦ୍ୱାରା ଅଗ୍ରୀମ ବୁକିଙ୍ଗ ହୋଇସାରିଲାଣି । ଅଦ୍ୟାବଧି କମ୍ପାନି ଓଡ଼ିଶାରେ ୧୩୦ ଗ୍ରାହକଙ୍କୁ ଇଣ୍ଟେରିୟର ଏବଂ ଏକ୍ସଟେରିୟର ବର୍ଗରେ ସେବା ଯୋଗାଇଛି । ଏହାବାଦ ୨୩ ଲ୍ୟାଣ୍ଡ ବୁକିଂ ଏବଂ ୫୪ ବାସଗୃହ ମେଣ୍ଟେନାନ୍ସ କାର୍ଯ୍ୟ ଏହା ଶେଷ କରିଛି ।

ଗ୍ରାହକ ଉତ୍ପାଦ ଏବଂ ସେବା ସମ୍ପର୍କିତ ସୂଚନା ପାଇଁ ଟୋଲ ଫ୍ରି ନଂ-୧୮୦୦୩୦୯୪୩୦୨ରେ ଯୋଗାଯୋଗ କରିପାରିବେ କିମ୍ବା ଝାରପଡ଼ା ସ୍ଥିତ ଭଗବାନ ଟାୱାର କାର୍ଯ୍ୟାଳୟ ସହ ସମ୍ପର୍କ କରିପାରିବେ ବୋଲି କମ୍ପାନିର କମରସିଆଲ ଡ଼ିଭିଜନ ମୁଖ୍ୟ ଇଂ ବର୍ଷା ଦାସ ସୂଚନା ଦେଇଛନ୍ତି ।

Previous Post

ଶିବାଜୀ ପଟ୍ଟନାୟକଙ୍କ ପରଲୋକ

Next Post

ନବୀନଙ୍କ ଘୋଷଣାକୁ ଅପେକ୍ଷା

Next Post
ନବୀନଙ୍କ ଘୋଷଣାକୁ ଅପେକ୍ଷା

ନବୀନଙ୍କ ଘୋଷଣାକୁ ଅପେକ୍ଷା

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA