Tuesday, February 17, 2026 06:07 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ଓବିସି କମିସନ କାର୍ଯ୍ୟକ୍ଷମ

by Our Correspondent
02 Jan, 2021- 09:32 PM
in Latest News, News
1 min read
0
ଓବିସି କମିସନ କାର୍ଯ୍ୟକ୍ଷମ

ଭୁୁବନେଶ୍ୱର: ପଛୁଆ ବର୍ଗଙ୍କ କଲ୍ୟାଣ ନିମନ୍ତେ ଦୀର୍ଘ ଦିନର ଦାବି ସାକାର ହୋଇଛି । ଓଡ଼ିଶା ରାଜ୍ୟ ପଛୁଆବର୍ଗ କମିଶନ(ଓବିସି) ଆଜିଠାରୁ କାର୍ଯ୍ୟକ୍ଷମ ହୋଇଛି । କମିଶନ ଅଧ୍ୟକ୍ଷ ଭାବେ ଓଡ଼ିଶା ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତି ରଘୁନାଥ ବିଶ୍ୱାଳ, ସଦସ୍ୟ ପ୍ରଫେସର ଡ. ନବନୀତା ରଥ, ପ୍ରଫେସର ଡ. ମିତାଲି ଚିନ୍ନରା ଏବଂ ଡ. ପ୍ରସନ୍ନ କୁମାର ପାତ୍ର ଆଜି ସେମାନଙ୍କ ଦାୟିତ୍ୱ ଗ୍ରହଣ କରିଛନ୍ତି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତବର୍ଷ ଫେବୃଆରୀ ୧୨ ତାରିଖରେ ଓବିସି କମିସନ ଗଠନ ସଂକ୍ରାନ୍ତରେ ଘୋଷଣା କରିଥିଲେ । ଓଡ଼ିଶା ରାଜ୍ୟ ଓବିସି ଆକ୍ଟ ୧୯୯୩ ର ପ୍ରାବଧାନ ଅନୁଯାୟୀ ଏହି କମିଶନ ଗଠନ ହୋଇଥିଲା । ରାଜ୍ୟରେ ପଛୁଆବର୍ଗଙ୍କ ସାମାଜିକ ଓ ଆର୍ଥିକ ସ୍ଥିତିର ସର୍ଭେ କରି ସେମାନଙ୍କୁ ସମୁଚିତ ନ୍ୟାୟ ପ୍ରଦାନ କରିବା ହେଉଛି କମିସନଙ୍କ ମୁଖ୍ୟ କାର୍ଯ୍ୟ । ପଛୁଆବର୍ଗଙ୍କ ସମସ୍ୟା ଶୁଣିବା ସହ ସେମାନଙ୍କ କଲ୍ୟାଣ ପାଇଁ କମିସନ ବିହିତ ପଦକ୍ଷେପ ନେବେ ।

କମିଶନ ଅଧ୍ୟକ୍ଷ ଦାୟିତ୍ୱ ନେବା ପରେ ଶ୍ରୀ ପଟ୍ଟନାୟକ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି, ରାଜ୍ୟରେ ପଛୁଆବର୍ଗ ସର୍ବେକ୍ଷଣ କାର୍ଯ୍ୟ ଖୁବ୍ ଶୀଘ୍ର ଆରମ୍ଭ ହେବ । ଓବିସି ଡାଟା ପ୍ରସ୍ତୁତ ହେବ । ଯେ କୌଣସି ଜାତିର ଲୋକ ଚାହିଁଲେ ଓବିସି ବର୍ଗକୁ ଆସିପାରିବେ । ସାମାଜିକ ଓ ଆର୍ଥିକ ସ୍ୱଚ୍ଛଳ ବର୍ଗର ଲୋକ ଓବିସି ତାଲିକାରୁ ନା ହଟେଇପାରିବେ । ମଣ୍ଡଳ କମିସନଙ୍କ ସୁପାରିଶ ଆଧାରରେ ସଂରକ୍ଷଣ ଉଦ୍ୟମ କରାଯିବ ବୋଲି ଅଧ୍ୟକ୍ଷ କହିଛନ୍ତି ।

କମିସନ ଅଧ୍ୟକ୍ଷ ଏବଂ ସଦସ୍ୟମାନଙ୍କ ଦାୟିତ୍ୱ ଗ୍ରହଣ ବେଳେ ଅନୁସୂଚିତ ଜାତି, ଜନଜାତି କଲ୍ୟାଣ ମନ୍ତ୍ରୀ ଜଗନ୍ନାଥ ସାରକା, ପ୍ରମୁଖ ସଚିବ ରଞ୍ଜନା ଚୋପ୍ରା ଏବଂ ଅନ୍ୟାନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ ।

Previous Post

ରାଜ୍ୟ ପ୍ରଶାସନର ମଙ୍ଗ ଧରିଲେ ସୁରେଶ ମହାପାତ୍ର

Next Post

ମନ୍ତ୍ରୀଙ୍କ ଛତ୍ରଛାୟାରେ ଡବଲ୍ ମର୍ଡର୍!!

Next Post
ମନ୍ତ୍ରୀଙ୍କ ଛତ୍ରଛାୟାରେ ଡବଲ୍ ମର୍ଡର୍!!

ମନ୍ତ୍ରୀଙ୍କ ଛତ୍ରଛାୟାରେ ଡବଲ୍ ମର୍ଡର୍!!

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19161 shares
    Share 7664 Tweet 4790
  • ନବୀନ..ନବୀନ, ମୋହନ..ମୋହନ

    16597 shares
    Share 6639 Tweet 4149
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7296 shares
    Share 2918 Tweet 1824
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5813 shares
    Share 2325 Tweet 1453
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5483 shares
    Share 2193 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA