Wednesday, April 22, 2026 01:06 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ସଂଧ୍ୟା ୬ଟା ସୁଦ୍ଧା ୫୯.୭୨% ମତଦାନ

ସରିଲା ତୃତୀୟ ପର୍ଯ୍ୟାୟ ଭୋଟ

by Our Correspondent
25 May, 2024- 08:29 PM
in Latest News, News
1 min read
0
ସଂଧ୍ୟା ୬ଟା ସୁଦ୍ଧା ୫୯.୭୨% ମତଦାନ

ଭୁବନେଶ୍ୱର: କାଁ ଭାଁ ଗଣ୍ଡଗୋଳ ମଧ୍ୟରେ ଆଜି ଶେଷ ହୋଇଛି ତୃତୀୟ ପର୍ଯ୍ୟାୟ ମତଦାନ । ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳଙ୍କ ସୂଚନା ଅନୁଯାୟୀ ସଂଧ୍ୟା ୬ଟା ସୁଦ୍ଧା ୫୯.୭୨% ମତଦାନ ହୋଇଛି । ସମ୍ବଲପୁର ସଂସଦୀୟ କ୍ଷେତ୍ରରେ ସର୍ବାଧିକ ୬୬.୬୭% ମତଦାନ ହୋଇଥିଲା ବେଳେ କେନ୍ଦୁଝରରେ ୬୨.୪୩%, ପୁରୀରେ ୬୧.୧୭%, ଢ଼େଙ୍କାନାଳରେ ୬୦.୮୮%, କଟକରେ ୫୪.୩୬% ଏବଂ ଭୁବନେଶ୍ୱରରେ ସର୍ବନିମ୍ନ ୫୩.୫୪% ମତଦାନ ହୋଇଛି । ଅଧିକାଂଶ ଜାଗାରେ ପ୍ରବଳ ଭିଡ଼ ଥିବାରୁ ଏହି ହାର ଆହୁରି ବୃଦ୍ଧି ପାଇବ ବୋଲି କୁହାଯାଇଛି ।

ଆଜି ସମ୍ବଲପୁର, ଢ଼େଙ୍କାନାଳ, କେନ୍ଦୁଝର, କଟକ, ପୁରୀ, ଭୁବନେଶ୍ୱର ଲୋକସଭା ଆସନ ଓ ଏହା ଅନ୍ତର୍ଗତ ୪୨ଟି ବିଧାନସଭା ଆସନରେ ମତଦାନ ଅନୁଷ୍ଠିତ ହୋଇଥିଲା । ୬ଟି ଲୋକସଭା ଆସନରେ ୬୪ ଜଣ ପ୍ରାର୍ଥୀ ଏବଂ ୪୨ଟି ବିଧାନସଭା ଆସନରେ ୩୮୩ ପ୍ରାର୍ଥୀ ଏହିଭଳି ୪୮ ଆସନରେ ମୋଟ୍ ୪୪୭ ପ୍ରାର୍ଥୀଙ୍କର ଭାଗ୍ୟ ଇଭିଏମ୍ ରେ ସିଲ୍ ହୋଇଛି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ନବୀନ ନିବାସରୁ ନିକଟସ୍ଥ ଭୋଟ ଗ୍ରହଣ କେନ୍ଦ୍ରକୁ ଚାଲି ଚାଲି ଯାଇ ଭୋଟ ଦେଇଥିଲେ । ସକାଳ ପ୍ରାୟ ୧୦ଟା ବେଳେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ଏରୋଡ୍ରମ୍ ପ୍ରାଇମେରୀ ସ୍କୁଲର ୧୧୪ ନମ୍ବର ବୁଥ୍ ରେ ପହଞ୍ଚି ଭୋଟ ଦେଇଥିଲେ । ବିଜେଡି ବହୁ ଆସନ ସହ ଷଷ୍ଠଥର ପାଇଁ ସରକାର ଗଢ଼ିବ ବୋଲି ମୁଖ୍ୟମନ୍ତ୍ରୀ ଦମ୍ଭୋକ୍ତି ପ୍ରକାଶ କରିଥିଲେ । ୟୁନିଟ୍-୬ ଅଞ୍ଚଳର ଏକ ମତଦାନ କେନ୍ଦ୍ରକୁ ଅଟୋରେ ଆସି ଭୋଟ ଦେଇଥିଲେ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ୍ । ଅପରାହ୍ନରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜଧାନୀର ଏକ କେନ୍ଦ୍ରରେ ଭୋଟ ଦେଇଥିଲେ ।

Previous Post

ମୟୁରଭଞ୍ଜ, ବାଲେଶ୍ୱର, ଯାଜପୁର ଲୋକସଭା କ୍ଷେତ୍ରରେ ନବୀନଙ୍କ ପ୍ରଚାର

Next Post

ବଡ ପରାଜୟ ଆଡକୁ ଗତି କରୁଛି ଓଡିଶା ବିଜେପି: ବିଜେଡି

Next Post
ବଡ ପରାଜୟ ଆଡକୁ ଗତି କରୁଛି ଓଡିଶା ବିଜେପି: ବିଜେଡି

ବଡ ପରାଜୟ ଆଡକୁ ଗତି କରୁଛି ଓଡିଶା ବିଜେପି: ବିଜେଡି

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19181 shares
    Share 7672 Tweet 4795
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA