Wednesday, April 15, 2026 09:27 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ନିର୍ଦ୍ଧାରିତ ସମୟରେ ହେବ ପଞ୍ଚାୟତ ନିର୍ବାଚନ

ରାଜ୍ୟ ନିର୍ବାଚନ କମିଶନଙ୍କ ସୂଚନା

by Our Correspondent
25 Jan, 2026- 11:08 PM
in Latest News, News
1 min read
0
ନିର୍ଦ୍ଧାରିତ ସମୟରେ ହେବ ପଞ୍ଚାୟତ ନିର୍ବାଚନ

ଭୁବନେଶ୍ୱର: ରାଜ୍ୟରେ ଆଗୁଆ ପଞ୍ଚାୟତ ନିର୍ବାଚନ ହୋଇପାରେ ବୋଲି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଗତକାଲି ସୂଚନା ଦେଇଥିଲେ । ଜନଗଣନା ପାଇଁ ନିର୍ଦ୍ଧାରିତ ସମୟର ଦୁଇରୁ ତିନି ମାସ ପୂର୍ବରୁ ନିର୍ବାଚନ ଅନୁଷ୍ଠିତ ହେବ ବୋଲି ଆକଳନ କରିଥିଲେ । ଏହି ଦୃଷ୍ଟିରୁ ୬ ମାସ ଭିତରେ ବାକିଆ କାମ ସାରି ନିର୍ବାଚନ ପାଇଁ ପ୍ରସ୍ତୁତ ରହିବାକୁ ସେ ସମର୍ଥକ ସରପଞ୍ଚ ଓ ସମିତି ସଭ୍ୟମାନଙ୍କୁ ଆହ୍ୱାନ ଦେଇଥିଲେ । ଗଣମାଧ୍ୟମରେ ଏହା ମୁଖ୍ୟ ଶିରୋନାମା ପାଲଟିଥିଲା ।

ମାତ୍ର ଶାସକ ଦଳର ରାଜ୍ୟ ସଭାପତିଙ୍କ ଏହି ଆକଳନ ଯେ ଭୁଲ୍ ତାହା ଆଜି ସ୍ପଷ୍ଟ କରିଛନ୍ତି ରାଜ୍ୟ ନିର୍ବାଚନ କମିସନର ମଧୁସୂଦନ ପାଢ଼ୀ । ପଞ୍ଚାୟତ ନିର୍ବାଚନ ନିର୍ଦ୍ଧାରିତ ସମୟରେ ହେବ ବୋଲି କହିଛନ୍ତି । ପଞ୍ଚାୟତର କାର୍ଯ୍ୟକାଳ ୫ ବର୍ଷ । ଏହି କାର୍ଯ୍ୟକାଳ ସରିଲେ ଯେମିତି ନିର୍ବାଚନ ହେବା କଥା ହେବ । ସମୟ ଆସିଲେ ଏହାର ନିଷ୍ପତ୍ତି ନିଆଯିବ । ତେବେ ଏଥିପାଇଁ ସବ୍ ଡିଭିଜନସ୍ତରରେ ପ୍ରସ୍ତୁତି ଆରମ୍ଭ ହୋଇଛି । ୧୦ ଦିନ ଭିତରେ ଜିଲ୍ଲାପାଳଙ୍କ ସହ ବୈଠକ ହୋଇଛି । ବୁଥ୍, ବ୍ୟାଲେଟ୍ ବକ୍ସ, ଇଭିଏମ୍ ସମେତ ଆବଶ୍ୟକୀୟ କାମ ଆରମ୍ଭ କରିବାକୁ ନିର୍ଦ୍ଦେଶ ଦିଆଯାଇଥିବା ସେ ସୂଚନା ଦେଇଛନ୍ତି ।

ସୂଚନାଥାଉକି, ବର୍ତ୍ତମାନର ପଞ୍ଚାୟତ କାର୍ଯ୍ୟକାଳ ୨୦୨୭ ଫେବ୍ରୁଆରିରେ ସରୁଛି । ନିର୍ଦ୍ଧାରିତ ସମୟରେ ହେଲେ, ଆଗାମୀ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଜାନୁଆରୀ-ଫେବ୍ରୁଆରି ମାସରେ ଅନୁଷ୍ଠିତ ହେବ । ସାରା ଦେଶରେ ଦ୍ୱିତୀୟ ପର୍ଯ୍ୟାୟ ଜନଗଣନା ଆସନ୍ତାବର୍ଷ ଫେବ୍ରୁଆରି ୯ରୁ ୨୮ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବାରୁ ତା ପୂର୍ବରୁ ପଞ୍ଚାୟତ ନିର୍ବାଚନ ଶେଷ ହେବ ।

Previous Post

ଆଗୁଆ ହେବ ପଞ୍ଚାୟତ ନିର୍ବାଚନ

Next Post

୧୦ ଜିଲ୍ଲାରେ ବିଜୁ ଯୁବ ଓ ଛାତ୍ର ଜନତା ନୂଆ ସଭାପତି

Next Post
୧୦ ଜିଲ୍ଲାରେ ବିଜୁ ଯୁବ ଓ ଛାତ୍ର ଜନତା ନୂଆ ସଭାପତି

୧୦ ଜିଲ୍ଲାରେ ବିଜୁ ଯୁବ ଓ ଛାତ୍ର ଜନତା ନୂଆ ସଭାପତି

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19181 shares
    Share 7672 Tweet 4795
  • ନବୀନ..ନବୀନ, ମୋହନ..ମୋହନ

    16600 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5814 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5483 shares
    Share 2193 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA