Thursday, April 30, 2026 07:17 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ପେଟ୍ରୋଲ୍ ୯.୫୦ ଓ ଡିଜେଲ ୭ ଟଙ୍କା କମିଲା

ଏକସାଇଜ୍ ଡ୍ୟୁଟି କମାଇଲେ କେନ୍ଦ୍ର ସରକାର

by Our Correspondent
21 May, 2022- 08:09 PM
in Latest News, National, News
1 min read
0
ପେଟ୍ରୋଲ୍ ୯.୫୦ ଓ ଡିଜେଲ ୭ ଟଙ୍କା କମିଲା

ଭୁୁବନେଶ୍ୱର: ପେଟ୍ରୋଲ୍ ଓ ଡିଜେଲ୍ ଦରବୃଦ୍ଧିରେ ଅଣନିଶ୍ୱାସୀ ହୋଇପଡ଼ିଥିବା ସାଧାରଣ ଜନତାଙ୍କ ପାଇଁ ଆସିଛି ଆଶ୍ୱସ୍ତିକର ଖବର । ପେଟ୍ରୋଲ ଓ ଡିଜେଲ ଉପରୁ ଏକସାଇଜ୍ ଡ୍ୟୁଟି କମାଇବାକୁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି । ଅର୍ଥମନ୍ତ୍ରୀ ଶ୍ରୀମତୀ ନିର୍ମଳା ସୀତାରମଣ ଆଜି ସଂଧ୍ୟାରେ ଏହି ସୂଚନା ଦେଇଛନ୍ତି ।

ପେଟ୍ରୋଲ ଉପରୁ ଏକସାଇଜ୍ ଡ୍ୟୁଟି ଲିଟର ପିଛା ୮ ଟଙ୍କା କମାଇବାକୁ ନିଷ୍ପତ୍ତି ହୋଇଥିବା ବେଳେ ଡିଜେଲ ଉପରୁ ଲିଟର ପିଛା ୬ ଟଙ୍କା କମାଇବାକୁ ନିଷ୍ପତ୍ତି ନିଆଯାଇଛି । ଏହାଦ୍ୱାରା ପେଟ୍ରୋଲ ଲିଟର ପିଛା ୯ ଟଙ୍କା ୫୦ ପଇସା ଏବଂ ଡିଜେଲ ଲିଟର ପିଛା ୭ ଟଙ୍କା ଶସ୍ତା ହେବ । ଆସନ୍ତକାଲି ସକାଳ ୬ଟାରୁ ନୂଆ ଦରରେ ଲୋକଙ୍କୁ ମିଳିବ ପେଟ୍ରୋଲ ଓ ଡିଜେଲ ।

ସେହିଭଳି ଉଜ୍ଜଳା ହିତାଧିକାରୀମାନଙ୍କ ପାଇଁ ଏଲପିଜି ଗ୍ୟାସ୍ ଦରରେ ମଧ୍ୟ ହ୍ରାସ୍ କରିଛନ୍ତି କେନ୍ଦ୍ର ସରକାର । ବର୍ଷକୁ ୧୨ ଟି ପର୍ଯ୍ୟନ୍ତ ପ୍ରତି ଏଲପିଜି ସିଲିଣ୍ଡରରେ ୨୦୦ ଟଙ୍କା ସବସିଡି ମିଳିବ ।

ଏଥିସହ ଷ୍ଟିଲ୍ ପାଇଁ ବ୍ୟବହୃତ କଞ୍ଚାମାଲ ଉପରେ ମଧ୍ୟ ଆମଦାନୀ ଶୁଳ୍ପ ହ୍ରାସ୍ କରାଯାଇଛି । ସିମେଣ୍ଟ ଦର ହ୍ରାସ୍ ପାଇଁ ପଦକ୍ଷେପ ନିଆଯାଉଥିବା ଶ୍ରୀମତୀ ସୀତାରମଣ କହିଛନ୍ତି ।

ପେଟ୍ରୋଲ ଓ ଡିଜେଲ ଉପରେ ଏକସାଇଜ୍ ଡ୍ୟୁଟି ହ୍ରାସ ଫଳରେ କେନ୍ଦ୍ର ସରକାର ୧ ଲକ୍ଷ କୋଟି ଟଙ୍କାର ରାଜସ୍ୱ ହରାଇବେ । ତେବେ ଜନସାଧାରଣଙ୍କ ହିତକୁ ଦୃଷ୍ଟିରେ ରଖି ପେଟ୍ରୋଲ ଓ ଡିଜେଲ ଉପରୁ ଭାଟ୍ ହ୍ରାସ୍ କରିବାକୁ କେନ୍ଦ୍ର ଅର୍ଥମନ୍ତ୍ରୀ ରାଜ୍ୟସରକାରମାନଙ୍କୁ ଅନୁରୋଧ କରିଛନ୍ତି ।

Previous Post

୭ଟି ବିଦ୍ୟୁତ ପ୍ରକଳ୍ପ ଲୋକାର୍ପିତ

Next Post

‘ଓଡ଼ିଶା-ମୋ ପରିବାର’ ଆନୁକୂଲ୍ୟରେ ଚିତ୍ରାଙ୍କନ ପ୍ରତିଯୋଗିତା

Next Post
‘ଓଡ଼ିଶା-ମୋ ପରିବାର’ ଆନୁକୂଲ୍ୟରେ ଚିତ୍ରାଙ୍କନ ପ୍ରତିଯୋଗିତା

'ଓଡ଼ିଶା-ମୋ ପରିବାର' ଆନୁକୂଲ୍ୟରେ ଚିତ୍ରାଙ୍କନ ପ୍ରତିଯୋଗିତା

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19182 shares
    Share 7673 Tweet 4796
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA