Monday, April 27, 2026 10:12 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ ମୋଦୀ

କାଲି ବ୍ରହ୍ମପୁର ଓ ନବରଙ୍ଗପୁରରେ ପ୍ରଚାର କରିବେ

by Our Correspondent
05 May, 2024- 11:34 PM
in Latest News, News, Politics
1 min read
0
ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ ମୋଦୀ

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ରାତିରେ କଡ଼ା ସୁରକ୍ଷା ବଳୟ ମଧ୍ୟରେ ଭୁବନେଶ୍ୱରରେ ପହଞ୍ଚିଛନ୍ତି । ନିର୍ଦ୍ଧାରିତ ସମୟର ୧ ଘଣ୍ଟା ବିଳମ୍ବରେ ପ୍ରଧାନମନ୍ତ୍ରୀଙ୍କୁ ନେଇ ଆସିଥିବା ସ୍ୱତନ୍ତ୍ର ବିମାନ ଭୁବନେଶ୍ୱରରେ ବିମାନବନ୍ଦରରେ ପ୍ରାୟ ୧୦.୩୦ ମିନିଟ୍ ରେ ପହଞ୍ଚିଥିଲା । ପ୍ରଧାନମନ୍ତ୍ରୀଙ୍କୁ ସ୍ୱାଗତ କରିବା ପାଇଁ ଓଡ଼ିଶା ଗସ୍ତରେ ଥିବା ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର, ରାଜ୍ୟ ସଭାପତି ମନମୋହନ ସାମଲଙ୍କ ସହ ରାଜ୍ୟର ବରିଷ୍ଠ ନେତୃମଣ୍ଡଳୀ ଉପସ୍ଥିତ ଥିଲେ ।

ବିମାନବନ୍ଦର ଭିତରେ ଓ ବାହାରେ ଶହ ଶହ ବିଜେପି ସମର୍ଥକ ଅପେକ୍ଷା କରି ରହିଥିଲେ । ପ୍ରଧାନମନ୍ତ୍ରୀ ପହଞ୍ଚିବା ମାତ୍ରେ ସେମାନେ ତାଙ୍କୁ ନାଚ, ଗୀତ ଓ ବାଦ୍ୟର ତାଳେ ତାଳେ ଭବ୍ୟ ସ୍ୱାଗତ କରିଥିଲେ । ପ୍ରଧାନମନ୍ତ୍ରୀଙ୍କ କାରକେଡ୍ ବିମାନବନ୍ଦର ବାହାରେ ଜନଗହଳି ଭିତରେ କିଛି ସମୟ ଅଟକି ଥିଲା । ପ୍ରଧାନମନ୍ତ୍ରୀ ହାତରେ ଏକ ପଦ୍ମଫୁଲ ଧରି ସମସ୍ତଙ୍କୁ ଅଭିନନ୍ଦନ ଜଣାଇଥିଲେ । ପ୍ରାୟ ୧୧.୧୫ ମିନିଟ୍ ରେ ପ୍ରଧାନମନ୍ତ୍ରୀ ରାଜଭବନରେ ପହଞ୍ଚିଥିଲେ । ଆଜି ପ୍ରଧାନମନ୍ତ୍ରୀ ରାଜଭବନରେ ରାତ୍ରୀ ଯାପନ କରିବେ ।

ଆସନ୍ତକାଲି ସକାଳେ ପ୍ରଧାନମନ୍ତ୍ରୀ ଲିଙ୍ଗରାଜ ମନ୍ଦିର ଯାଇ ପ୍ରଭୁଙ୍କୁ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି । ପରେ ସ୍ୱତନ୍ତ୍ର ହେଲିକପ୍ଟରରେ ବ୍ରହ୍ମପୁର ଯିବେ । ସହର ଉପକଣ୍ଠ କନିଷିଠାରେ ଆୟୋଜିତ ସଭାରେ ସାଧାରଣ ସଭାରେ ଯୋଗଦେବେ । ସେଠାରୁ ନବରଙ୍ଗପୁର ଯାଇ ଅନ୍ୟ ଏକ ଜନସଭାକୁ ସମ୍ବୋଧିତ କରିବେ ।

ଆସନ୍ତା ୧୦ ତାରିଖରେ ମୋଦୀ ପୁଣି ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ଅଛି । ୧୦ ତାରିଖ ସଂଧ୍ୟାରେ ଭୁବନେଶ୍ୱରରେ ପହଞ୍ଚିବା ପରେ ସହର ଭିତରେ ଏକ ରୋଡ୍ ସୋ’ କରିବେ । ସେଦିନ ରାଜଭବନରେ ରାତ୍ରିଯାପନ କରି ୧୧ ତାରିଖରେ ବଲାଙ୍ଗୀରରେ ଏକ ଜନସଭାକୁ ସମ୍ବୋଧିତ କରିବାକୁ ଯିବେ ।

Previous Post

ରାଜ୍ୟ ବିଜେପିର ୨୧ ଟି ସଂକଳ୍ପ

Next Post

ଓଡ଼ିଶାରେ ନୂଆ ସରକାରର ଶପଥ ଗ୍ରହଣ: ବିଜେପି-ଜୁନ୍ ୧୦, ବିଜେଡି-ଜୁନ୍ ୯

Next Post
ଓଡ଼ିଶାରେ ନୂଆ ସରକାରର ଶପଥ ଗ୍ରହଣ: ବିଜେପି-ଜୁନ୍ ୧୦, ବିଜେଡି-ଜୁନ୍ ୯

ଓଡ଼ିଶାରେ ନୂଆ ସରକାରର ଶପଥ ଗ୍ରହଣ: ବିଜେପି-ଜୁନ୍ ୧୦, ବିଜେଡି-ଜୁନ୍ ୯

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19182 shares
    Share 7673 Tweet 4796
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA