Monday, October 26, 2026 02:01 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଓଡ଼ିଶାର ଯୁବ ପୀଢ଼ିଙ୍କ ପାଇଁ ନୂଆ ସମ୍ଭାବନା: ପ୍ରଧାନମନ୍ତ୍ରୀ

ଆରବିଆଇ ଡାଟା ସେଣ୍ଟର ଉଦଘାଟିତ

by Our Correspondent
25 Oct, 2026- 07:03 PM
in Latest News, News
1 min read
0
ଓଡ଼ିଶାର ଯୁବ ପୀଢ଼ିଙ୍କ ପାଇଁ ନୂଆ ସମ୍ଭାବନା: ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶାରେ ମାଇଣ୍ଡସରୁ ମାଇକ୍ରୋ ଚିପ୍ସ ପ୍ରତିଷ୍ଠା ସମ୍ଭବ ହୋଇପାରିଛି । ଓଡ଼ିଶାରେ ଡାଟା ସେଣ୍ଟର ପ୍ରତିଷ୍ଠା ପାଇଁ ନୂଆ ପୁଞ୍ଜି ଆସିବାକୁ ଯାଉଛି । ଖଣିରୁ ମାଇକ୍ରୋଚିପ୍ସ, ଆଗକୁ ବଢ଼ିବ ଓଡ଼ିଶା । ଓଡ଼ିଶାର ଯୁବ ପୀଢ଼ିଙ୍କ ପାଇଁ ଆଗକୁ ନୂଆ ସମ୍ଭାବନା ସୃଷ୍ଟି ହେବାକୁ ଯାଉଛି ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।

ଜଟଣୀ ଇନଫୋଭାଲି-୨ରେ ଆରବିଆଇ ଡାଟା ସେଣ୍ଟର ଏବଂ ସାଇବର ସୁରକ୍ଷା ପ୍ରଶିକ୍ଷଣ ପ୍ରତିଷ୍ଠାନର ଆଜି ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ । ଏହି ଅବସରରେ ମୋଦୀ ସମ୍ବୋଧନ କରି କହିଛନ୍ତି ଯେ ମହାପ୍ରଭୁଙ୍କ ଆଶୀର୍ବାଦରୁ ଭୁବନେଶ୍ୱରରେ ନୂଆ ସଂସ୍ଥା ଖୋଲିଲା । ଦେଶର ବିକାଶରେ ଛୋଟ ସହରର ବଡ଼ ଭୂମିକା ରହିବା ଦରକାର । ଆଜିର ଏହି ସଂସ୍ଥା ଓଡ଼ିଶାର ଓ ଦେଶର ବିକାଶ ପାଇଁ କାର୍ଯ୍ୟ କରିବ । ନୂଆ ଭାରତ ନିର୍ମାଣରେ ନୂଆ ଅବଦାନ ଭେଟିଦେଲା । ଦେଶର ବିକାଶରେ ଛୋଟ ସହରର ବଡ଼ ଭୂମିକା ରହିବା ଦରକାର । ଆଜିର ଏହି ସଂସ୍ଥା ଓଡ଼ିଶାର ଓ ଦେଶର ବିକାଶ ପାଇଁ କାର୍ଯ୍ୟ କରିବ ।

ପ୍ରଧାନମନ୍ତ୍ରୀ କହିଥିଲେ, ଗରୀବଙ୍କ ନାଁ ନେଇ ଦୀର୍ଘ ସମୟ ଧରି ପ୍ରଚାର ଚାଲିଲା । ଷାଠିଏ ସତୁରୀ ଦଶକରେ ଗରୀବଙ୍କ ନାଁ ନେଇ ବ୍ୟାଙ୍କ ଜାତୀୟକରଣ ହେଲା । ମାତ୍ର ୨୦୧୪ ପର୍ଯ୍ୟନ୍ତ ଗରୀବ ଲୋକେ ପ୍ରକୃତ ସେବାରୁ ବଞ୍ଚିତ ଥିଲେ । ଗରୀବଙ୍କୁ ବ୍ୟାଙ୍କ ଖାତା ଖୋଲିବା ପାଇଁ ଗ୍ୟାରେଣ୍ଟର ଦରକାର ପଡୁଥିଲା । ମାତ୍ର ଆଜି ଡିଜିଟାଲ ବ୍ୟାଙ୍କିଂ ଘରେ ଘରେ ପହଞ୍ଚିଛି । ଡିବିଟି ଜରିଆରେ ପୂରା ୧ ଟଙ୍କା ଲୋକଙ୍କ ପାଖକୁ ଯାଉଛି । ଆଜି ଅଟଳ ପେନସନ ଜରିଆରେ ଦେଶରେ ୯ କୋଟି ଉପକୃତ । ଓଡ଼ିଶାରେ ୩୮ ଲକ୍ଷ ଲୋକ ଅଟଳ ପେନସନ୍ ଯୋଜନାରେ ଉପକୃତ ହେଉଛନ୍ତି । ମାତ୍ର ୨୦ ଟଙ୍କା ପ୍ରିମିୟମରେ ୨ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଦୁର୍ଘଟଣା ବୀମା ମିଳୁଛି । ବ୍ୟାଙ୍କିଂ ସେଣ୍ଟର ସୁରକ୍ଷିତ ରଖିବା ପାଇଁ ମଜବୁତ ଡାଟା ସେଣ୍ଟର ଦରକାର । ଆଜିକାଲି ଆଉ ଯୁଦ୍ଧ କେବଳ ଅସ୍ତ୍ରଶସ୍ତ୍ରରେ କରାଯାଉ ନାହିଁ । କୌଣସି ଦେଶର ଆର୍ଥିକ ମେରୁଦଣ୍ଡ ଉପରେ ଆକ୍ରମଣ ହେଉଛି । ତେଣୁ ବ୍ୟାଙ୍କିଂ ବ୍ୟବସ୍ଥାକୁ ସୁରକ୍ଷିତ କରିବା ଜୁରୀକାଳୀନ ହୋଇପଡ଼ିଛି ।

ଏହି ଅବସରରେ ଅର୍ଥମନ୍ତ୍ରୀ ଶ୍ରୀମତୀ ନିର୍ମଳା ସୀତାରାମନ୍, ଆରବିଆଇ ଗଭର୍ଣ୍ଣର ସଞ୍ଜୟ ମାଲହୋତ୍ରା ଉଦବୋଧନ ଦେଇଥିଲେ । ରାଜ୍ୟପାଳ ବ୍ରଜମୋହନ ରାମ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ, ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ପ୍ରଭାତୀ ପରିଡ଼ା ଉପସ୍ଥିତ ଥିଲେ ।

Previous Post

ଗମନାଗମନ ବ୍ୟବସ୍ଥାର ସମନ୍ୱୟ ଜରୁରୀ: କେନ୍ଦ୍ରମନ୍ତ୍ରୀ ମନୋହର ଲାଲ

Next Post

‘ଆନ୍ଧ୍ର ହାତକୁ କୋଟିଆ ଟେକିଦେବାକୁ ଚକ୍ରାନ୍ତ’

Next Post
‘ଆନ୍ଧ୍ର ହାତକୁ କୋଟିଆ ଟେକିଦେବାକୁ ଚକ୍ରାନ୍ତ’

'ଆନ୍ଧ୍ର ହାତକୁ କୋଟିଆ ଟେକିଦେବାକୁ ଚକ୍ରାନ୍ତ'

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA