Friday, June 26, 2026 07:47 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

‘ପିଏମ୍ ବିଶ୍ୱକର୍ମା’ ଯୋଜନାକୁ କ୍ୟାବିନେଟ୍ ମୋହର

କୌଳିକ ବୃତ୍ତିଧାରୀଙ୍କୁ ୫% ସୁଧରେ ୨ ଲକ୍ଷ ପର୍ଯ୍ୟନ୍ତ ଋଣ

by Our Correspondent
16 Aug, 2023- 09:20 PM
in Latest News, National, News
1 min read
0
‘ପିଏମ୍ ବିଶ୍ୱକର୍ମା’ ଯୋଜନାକୁ କ୍ୟାବିନେଟ୍ ମୋହର

ନୂଆଦିଲ୍ଲୀ: ଗତକାଲି ଲାଲକିଲ୍ଲାରୁ ଦେଶବାସୀଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପିଏମ୍ ବିଶ୍ୱକର୍ମା ଯୋଜନା ଘୋଷଣା କରିଥିଲେ । ଆଜି ଏହା ଉପରେ କ୍ୟାବିନେଟ୍ ମୋହର ଲାଗିଛି । ଏହି ଯୋଜନାରେ କୌଳିକ ବୃତ୍ତଗତ ବ୍ୟବସାୟୀଙ୍କୁ ସର୍ବାଧିକ ୫% ସୁଧରେ ୨ ଲକ୍ଷ ଟଙ୍କାର ଋଣ ପ୍ରଦାନ କରାଯିବ ।

ଆଜି ସଂଧ୍ୟାରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଅଧ୍ୟକ୍ଷତାରେ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କେନ୍ଦ୍ର କ୍ୟାବିନେଟ୍ କମିଟି ବୈଠକ ବସିଥିଲା । ଏଥିରେ ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା ଯୋଜନାକୁ ମଂଜୁରୀ ମିଳିଥିଲା । ଆସନ୍ତା ବିଶ୍ୱକର୍ମା ଜୟନ୍ତୀରେ ଯୋଜନାର ଶୁଭାରମ୍ଭ ହେବ । ଏହି ଯୋଜନା ଦ୍ୱାରା ୩୦ ଲକ୍ଷ କୌଳିକ ବୃତ୍ତିଧାରୀ ଓ ସେମାନଙ୍କ ପରିବାର ଲାଭ ପାଇବେ ବୋଲି କୁହାଯାଇଛି । ୫ ବର୍ଷ ପାଇଁ ୧୩ ହଜାର କୋଟି ଟଙ୍କା ବ୍ୟୟବରାଦ କରାଯାଇଛି ।

ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା ଯୋଜନା ଅଧୀନରେ କୌଳିକ ବୃତ୍ତିଧାରୀ(କାରିଗର ଓ ଶିଳ୍ପୀ)ଙ୍କୁ ପିଏମ ସାର୍ଟିଫିକେଟ ଏବଂ ମାନ୍ୟତା ପରିଚୟପତ୍ର ପ୍ରଦାନ କରାଯିବ । ପ୍ରଥମ ପର୍ଯ୍ୟାୟରେ ୫% ରିହାତି ସୁଧ ହାରରେ ୧ ଲକ୍ଷ ଟଙ୍କା ଏବଂ ଦ୍ୱିତୀୟ ପର୍ଯ୍ୟାୟରେ ୨ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ସହାୟତା ପ୍ରଦାନ କରାଯିବ । ଦକ୍ଷତା ଉନ୍ନତି, ଉପକରଣ କ୍ରୟ, ଡିଜିଟାଲ୍ କାରବାର ଓ ମାର୍କେଟିଂ ପାଇଁ ଏହି ସହାୟତା ପ୍ରଦାନ କରାଯିବ ।

ଏହି ଯୋଜନାରେ ଲାଭବାନ ହେବାକୁ ଥିବା ବର୍ଗ ହେଉଛନ୍ତି- ବଢ଼େଇ, ଭଣ୍ଡାରୀ, ମାଳୀ, ଧୋବା, ଦରଜି, ମାଛ ଜାଲ ନିର୍ମାତା, ଡଙ୍ଗା ନିର୍ମାତା, ଅସ୍ତ୍ରନିର୍ମାତା, କମାର, ହାତୁଡି ଓ ଉପକରଣ ନିର୍ମାତା, ତାଲା କାରିଗର, ବଣିଆ, କୁମ୍ଭାର, ମୂର୍ତ୍ତି କାରିଗର, ପଥର କଟାଳି, ମୋଚି, ଜୋତା କାରିଗର, ରାଜମିସ୍ତ୍ରୀ, ଝୁଡ଼ି/ମସିଣା/ଝାଡୁ/କପା ବୁଣାକାର, ପାରମ୍ପରିକ ଖେଳନା ଓ କଣ୍ଢେଇ କାରଗାର ।

Previous Post

ବରଗଡ ଜିଲ୍ଲାରେ ହେବ ୩ଟି ନୂଆ ବୃହତ୍ ସେତୁ

Next Post

ପୁଣି ବିବାଦରେ ପ୍ରତାପ ଜେନା !

Next Post
ପୁଣି ବିବାଦରେ ପ୍ରତାପ ଜେନା !

ପୁଣି ବିବାଦରେ ପ୍ରତାପ ଜେନା !

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA