Wednesday, June 24, 2026 02:56 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ପରୀକ୍ଷା ବାତିଲ କରିବାରେ ସରକାର ନୂଆ କୀର୍ତ୍ତିମାନ ସ୍ଥାପନ କରିଛନ୍ତି: ବିଜେଡି

ପୋଲିସ ଏସଆଇ ଲିଖିତ ପରକ୍ଷା ବାତିଲ ପ୍ରସଙ୍ଗ

by Our Correspondent
30 Sep, 2025- 07:50 PM
in Latest News, News
1 min read
0
ପରୀକ୍ଷା ବାତିଲ କରିବାରେ ସରକାର ନୂଆ କୀର୍ତ୍ତିମାନ ସ୍ଥାପନ କରିଛନ୍ତି: ବିଜେଡି

ଭୁବନେଶ୍ୱର : ଓଡିଶା ପୋଲିସ ଏସଆଇ ନିଯୁକ୍ତି ପାଇଁ ଅକ୍ଟୋବର ୫ ଓ ୬ରେ ହେବାକୁ ଥିବା ଲିଖିତ ପରୀକ୍ଷାକୁ ଆଜି ଓପିଆରବି ଦ୍ୱାରା ସ୍ଥଗିତ ରଖାଯିବାକୁ ନେଇ ଆଜି ବିଜୁ ଜନତା ଦଳ ତରଫରୁ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛି। ଶଙ୍ଖ ଭଵନରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ, ଦଳର ଛାତ୍ର ବିଜୁ ଜନତା ଦଳର ସଭାନେତ୍ରୀ ଇପ୍ସିତା ସାହୁ କହିଥିଲେ, ଗତ ପନ୍ଦର ମାସର ବିଜେପି ଶାସନରେ ପନ୍ଦର ଥର ନିଯୁକ୍ତି ପାଇଁ ହେଉଥିବା ବିଭିନ୍ନ ପରୀକ୍ଷାକୁ ବାତିଲ କରା ଯାଇଛି, ଯାହା ରାଜ୍ୟ ସରକାରଙ୍କ ପାରିବାପଣିଆ ଉପରେ ପ୍ରଶ୍ନବାଚୀ ସୃଷ୍ଟି କରୁଛି। ରାଜ୍ୟର ହଜାର ହଜାର ଯୁବକ ମାନେ, ଯେଉଁମାନେ ଚାକିରିଟିଏ ପାଇବା ପାଇଁ ମାସ ମାସ ଧରି ଅକ୍ଲାନ୍ତ ପରିଶ୍ରମ କରୁଛନ୍ତି, ପରୀକ୍ଷା ବାତିଲ ହେବା ପରେ ସେମାନେ ହତୋତ୍ସାହିତ ହୋଇ ପଡ଼ୁଛନ୍ତି।

ଶ୍ରୀମତୀ ସାହୁ କହିଥିଲେ, ଗତ ମାର୍ଚ୍ଚ ମାସର ପ୍ରଥମ ସପ୍ତାହରେ ହେବାକୁ ଥିବା ପୋଲିସ ଏସଆଇ ନିଯୁକ୍ତି ପାଇଁ ଲିଖିତ ପରୀକ୍ଷାକୁ ପ୍ରଶ୍ନପତ୍ର ପ୍ରଘଟ କାରଣରୁ ବାତିଲ କରା ଯାଇଥିଲା। ଏହାକୁ ଅକ୍ଟୋବର ୫ ଓ ୬ରେ କରାଯିବ ବୋଲି ଘୋଷଣା କରା ଯାଇଥିଲା। ଏହି ପରୀକ୍ଷା ହେବାକୁ ଏକ ସପ୍ତାହରୁ କମ ସମୟ ଥିବା ବେଳେ, ଆଜି ପରୀକ୍ଷା ପୂର୍ବରୁ ପୂର୍ବ ପ୍ରସ୍ତୁତି ପାଇଁ ଅନେକ ପରୀକ୍ଷାର୍ଥୀଙ୍କୁ ଜାଲିଆତି ପାଇଁ ହାଇଦ୍ରାବାଦ ନିଆ ଯାଉଥିବା ବେଳେ ଧରା ପଡିଥିଲା। ଖୋଦ ପରୀକ୍ଷା ପରିଚାଳନା ଦାୟିତ୍ୱ ନେଇଥିବା ସଂସ୍ଥା ଦ୍ୱାରା ୧୦୦ରୁ ଅଧିକ ଆଶାୟୀଙ୍କୁ ନେଇ ହାଇଦ୍ରାବାଦ ଠାରେ କୋଚିଂ ଦେବା ନାମରେ ନିଆ ଯାଉଥିବା ବେଳେ, ଆଜି ତାଙ୍କୁ ବ୍ରହ୍ମପୁର ପୋଲିସ ଧରିଥିଲା।

ପ୍ରାଥମିକ ସୂଚନାରୁ ଆସିଥିବା ଅଭିଯୋଗ ସାଙ୍ଘାତିକ ନୁହେଁ। ପରୀକ୍ଷା ପରିଚାଳନା ଦାୟିତ୍ୱରେ ଥିବା ସଂସ୍ଥା ବିଶେଷ କୋଚିଂ ପ୍ରଦାନ ଜାଲିଆତି କାର୍ଯ୍ୟକ୍ରମ କରିବାକୁ ସାହସ ଜୁଟାଇ ପାରିଲା କିପରି? ଏଥିରେ, ସରକାରଙ୍କ କୌଣସି ମନ୍ତ୍ରୀଙ୍କ ସମ୍ପୃକ୍ତି ନାହିଁ ତ? ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ନିଜେ ଗୃହ ମନ୍ତ୍ରାଳୟର ଦାୟିତ୍ୱରେ ଅଛନ୍ତି। ତେଣୁ, ସେ ଏ ପ୍ରସଙ୍ଗରେ ରାଜ୍ୟବାସୀଙ୍କ ସମ୍ମୁଖରେ ଉତ୍ତର ରଖିବା ଦରକାର। ଏହି ଘଟଣାରୁ, ରାଜ୍ୟର ହଜାର ହଜାର ଚାକିରୀ ଆଶାୟୀ ଯୁବକ ଯୁବତୀ ମାନେ ନିଯୁକ୍ତି ପାଇଁ ଥିବା ବ୍ୟବସ୍ଥା ଉପରେ ସନ୍ଦେହ ଉପୁଜିଛି। ସମ୍ପୂର୍ଣ ନିଯୁକ୍ତି ପ୍ରକ୍ରିୟାକୁ ସ୍ୱଚ୍ଛ ଓ ଦୁର୍ନୀତି ମୁକ୍ତ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଆମେ ଦାବୀ କରୁଛୁ। ନିଯୁକ୍ତି ବ୍ୟବସ୍ଥା ସ୍ୱଚ୍ଛ ଓ ଦୁର୍ନୀତି ମୁକ୍ତ ହେଲେ, ବିଜୁ ଛାତ୍ର ଜନତା ଦଳ ରାଜରାସ୍ତାକୁ ଓହ୍ଲାଇବ।

Previous Post

ଛାତ୍ରଛାତ୍ରୀମାନେ ଦୟା, କରୁଣା ଓ ମାନବିକତାକୁ ଜୀବନର ମୂଳମନ୍ତ୍ର କରନ୍ତୁ

Next Post

‘ଏସଆଇ ପରୀକ୍ଷା ଜାଲିଆତିରେ ସରକାର ସଂପୃକ୍ତ’

Next Post
‘ଏସଆଇ ପରୀକ୍ଷା ଜାଲିଆତିରେ ସରକାର ସଂପୃକ୍ତ’

'ଏସଆଇ ପରୀକ୍ଷା ଜାଲିଆତିରେ ସରକାର ସଂପୃକ୍ତ'

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA