Friday, April 17, 2026 03:16 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home News Health

କିମସରେ ଖୋଲିଲା ପୋଷ୍ଟ କୋଭିଡ୍ ମାତୃ ଓ ଶିଶୁ କ୍ଲିନିକ୍

by Our Correspondent
17 Nov, 2020- 12:16 AM
in Health, News
1 min read
0
କିମସରେ ଖୋଲିଲା ପୋଷ୍ଟ କୋଭିଡ୍ ମାତୃ ଓ ଶିଶୁ କ୍ଲିନିକ୍

ଭୁବନେଶ୍ଵର: କରୋନାରୁ ସୁସ୍ଥ ହୋଇଥିବା ପ୍ରସୂତି ମହିଳା ଓ ସେମାନଙ୍କ ନବଜାତ ଶିଶୁଙ୍କ ସ୍ୱାସ୍ଥ୍ୟ ଯାଞ୍ଚ ଓ ଚିକିତ୍ସା ନିମନ୍ତେ କିମସରେ ଏକ ପୋଷ୍ଟ କୋବିଡ ମାତୃ ଓ ଶିଶୁ କ୍ଲିନିକ ଖୋଲିଛି। ଏହି କ୍ଲିନିକରେ ବରିଷ୍ଠ ସ୍ତ୍ରୀ ରୋଗ ବିଶେଷଜ୍ଞ ଓ ବରିଷ୍ଠ ଶିଶୁରୋଗ ବିଶେଷଜ୍ଞଙ୍କ ଦ୍ଵାରା ମା ଓ ନବଜାତ ଶିଶୁର ସ୍ୱାସ୍ଥ୍ୟ ଯାଞ୍ଚ କରାଯିବା ସହ ଆବଶ୍ୟକ ପରାମର୍ଶ ଦିଆଯାଉଛି। ଏଠାରେ ମଧ୍ୟ ସମସ୍ତ ପ୍ରକାର ପରୀକ୍ଷା ଓ ଇମେଜିଙ୍ଗ ସୁବିଧା ଉପଲବ୍ଧ। ଆବଶ୍ୟକ ସ୍ଥଳେ କାର୍ଡିଓଲୋଜିଷ୍ଟ, ପାଥୋଲୋଜିଷ୍ଟ କିମ୍ବା ଫିଜିସିଆନଙ୍କ ପରାମର୍ଶ ନେଇପାରିବେ। ଏହି କ୍ଲିନିକ ସମସ୍ତ କାର୍ଯ୍ୟ ଦିବସରେ ପୂର୍ବାହ୍ନ ୧୦ଟାରୁ ମଧ୍ୟାହ୍ନ ୧ଟା ପର୍ଯ୍ୟନ୍ତ ଖୋଲା ରହୁଥିବା କିମସ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।

ଗତ ୮ ମାସ ମଧ୍ୟରେ ଓଡ଼ିଶାର ୩ ଲକ୍ଷ ଲୋକ କରୋନା ସଂକ୍ରମିତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୨ ଲକ୍ଷ ୯୦ ହଜାର ସୁସ୍ଥ ହୋଇ ସାରିଲେଣି। ଏହି ସମୟ ମଧ୍ୟରେ କିମସ ସ୍ଵତନ୍ତ୍ର କୋବିଡ ହସପିଟାଲରେ ୬ ହଜାର କରୋନା ଆକ୍ରାନ୍ତ ଚିକିତ୍ସିତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୫୦ ଜଣ କରୋନା ସଂକ୍ରମିତ ପ୍ରସୂତି କିମସ ସ୍ଵତନ୍ତ୍ର କୋବିଡ ହସପିଟାଲରେ ଭର୍ତ୍ତି ହୋଇଥିଲେ ଓ ସେମାନେ ସାଧାରଣ ଓ ସିଜରିଆନ ଡେଲିଭେରୀ ମାଧ୍ୟମରେ ୧୫୦ ଶିଶୁଙ୍କୁ ଜନ୍ମ ଦେଇଥିଲେ। ଏମାନଙ୍କ ମଧ୍ୟରୁ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଥିବା ୨୫ ପ୍ରତିଶତ ମହିଳାଙ୍କ କ୍ଷେତ୍ରରେ ଦୀର୍ଘଦିନ ଧରି ଦୁର୍ବଳତା, ହାଲିଆ ଅନୁଭବ କରିବା, ଶ୍ଵାସକ୍ରିୟାରେ ଅସୁବିଧା, କଫ, ଜ୍ଵର କିମ୍ବା ଅନ୍ୟାନ୍ୟ ଲକ୍ଷଣ ଦେଖିବାକୁ ମିଳୁଛି। ଏମାନଙ୍କ ସ୍ୱାସ୍ଥ୍ୟ ପରୀକ୍ଷା ଓ ପରବର୍ତ୍ତୀ ଚିକିତ୍ସା ନିମନ୍ତେ କିମସରେ ପୋଷ୍ଟ କୋବିଡ ମାତୃ ଓ ଶିଶୁ କ୍ଲିନିକ ଖୋଲାଯାଇଥିବା କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି ।

 

Previous Post

ଯାଦୁଆ ବିକୁଛି ଯାଦୁ ମଲମ

Next Post

୭୮୮ କର୍ମଚାରୀଙ୍କ ଅବୈଧ ନିଯୁକ୍ତିକୁ ୨୨ ବର୍ଷ

Next Post
୭୮୮ କର୍ମଚାରୀଙ୍କ ଅବୈଧ ନିଯୁକ୍ତିକୁ ୨୨ ବର୍ଷ

୭୮୮ କର୍ମଚାରୀଙ୍କ ଅବୈଧ ନିଯୁକ୍ତିକୁ ୨୨ ବର୍ଷ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19181 shares
    Share 7672 Tweet 4795
  • ନବୀନ..ନବୀନ, ମୋହନ..ମୋହନ

    16600 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA