Thursday, June 25, 2026 09:36 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ପ୍ରକାଶ ମିଶ୍ର ହେଲେ ମୁଖ୍ୟମନ୍ତ୍ରୀଙ୍କ ଉପଦେଷ୍ଟା

ମିଳିଲା କ୍ୟାବିନେଟ୍ ମନ୍ତ୍ରୀ ପାହ୍ୟା

by Our Correspondent
27 Jan, 2025- 06:21 PM
in Latest News, News
1 min read
0
ପ୍ରକାଶ ମିଶ୍ର ହେଲେ ମୁଖ୍ୟମନ୍ତ୍ରୀଙ୍କ ଉପଦେଷ୍ଟା

ଭୁବନେଶ୍ୱର: ପୂର୍ବତନ ପୁଲିସ ଡିଜି ତଥା ବରିଷ୍ଠ ବିଜେପି ନେତା ପ୍ରକାଶ ମିଶ୍ରଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଉପଦେଷ୍ଟା ଭାବେ ନିଯୁକ୍ତି ମିଳିଛି । ଉପଦେଷ୍ଟା ଭାବେ ତାଙ୍କୁ କ୍ୟାବିନେଟ୍ ମନ୍ତ୍ରୀ ପାହ୍ୟା ଦିଆଯାଇଛି ।

୧୯୭୭ ବ୍ୟାଚ୍ ଓଡିଶା କ୍ୟାଡର ଆଇପିଏସ୍ ଅଫିସର ହେଉଛନ୍ତି ପ୍ରକାଶ ମିଶ୍ର । ମାତ୍ର ୨୧ ବର୍ଷ ବୟସରେ ଚାକିରି ଜୀବନ ଆରମ୍ଭ କରି ଦୀର୍ଘ ୩୯ ବର୍ଷ କାମ କରିଥିଲେ । ଉଭୟ ରାଜ୍ୟ ଓ କେନ୍ଦ୍ରରେ ସେ ବହୁ ଗୁରୁତ୍ୱପୂର୍ଣ୍ଣ ପଦପଦବୀରେ କାର୍ଯ୍ୟ କରିଛନ୍ତି । ୨୦୧୨ ରୁ ୨୦୧୪ ଓଡିଶା ପୁଲିସ ଡିଜି ଥିଲେ । ୨୦୧୪ ରୁ ୨୦୧୬ ମସିହା ପର୍ଯ୍ୟନ୍ତ ପର୍ଯ୍ୟନ୍ତ ସିଆରପିଏଫ୍ ଡିଜି ଭାବେ କାର୍ଯ୍ୟ କରିଥିଲେ । ପ୍ରଥମ ଓଡ଼ିଆ ଭାବେ ସେ ଏହି ଗୁରୁତ୍ୱପୂର୍ଣ୍ଣ ପଦବୀରେ ନିଯୁକ୍ତି ପାଇଥିଲେ । କେନ୍ଦ୍ରୀୟ ଡେପୁଟେସନ୍ କାଳରେ ସେ ଏନଡିଆରଏଫ ଏବଂ ନ୍ୟାସନାଲ୍ ଇନଭେଷ୍ଟିଗେସନ୍ ଏଜେନ୍ସି(ଏନଆଇଏ)ର ମୁଖ୍ୟ ଭାବେ ମଧ୍ୟ କାର୍ଯ୍ୟ କରିଥିଲେ ।

୨୦୧୯ ସାଧାରଣ ନିର୍ବାଚନ ପୂର୍ବରୁ ଶ୍ରୀ ମିଶ୍ର ବିଜେପିରେ ଯୋଗ ଦେଇଥିଲେ । କଟକ ଲୋକସଭା ଆସନରୁ ଦଳ ତାଙ୍କୁ ପ୍ରାର୍ଥୀ କରିଥିଲା । ମାତ୍ର ବିଜେଡି ପ୍ରାର୍ଥୀ ଭର୍ତ୍ତୃହରି ମହତାବଙ୍କଠାରୁ ସେ ପରାଜୟ ବରଣ କରିଥିଲେ ।

କିଛି ଦିନ ତଳେ ତାଙ୍କର ଏକ ପୁସ୍ତକ ପ୍ରକାଶ ପାଇଛି । ଏହି ପୁସ୍ତକୁ ନେଇ ଶ୍ରୀ ମିଶ୍ର ଏବେ ବେଶ୍ ଚର୍ଚ୍ଚାରେ ଅଛନ୍ତି । ତାଙ୍କ ଦ୍ୱାରା ରଚିତ ଏହି ଇଂରାଜୀ ପୁସ୍ତକର ନାଁ ହେଉଛି କମେଡି ଇନ୍ ଖାକି । ଏଥିରେ ଦ ଅନକାନି ବସ୍ ନାମରେ ଏକ ଅଧ୍ୟାୟ ରହିଛି । ଅନକାନି ବସ୍ ଙ୍କ ନାଁ ନେଇ ନ ଥିଲେ ମଧ୍ୟ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କାର୍ଯ୍ୟକଳାପ, ଆଚରଣ ଇତ୍ୟାଦିକୁ ସେ ଇଙ୍ଗିତ କରିଛନ୍ତି ।

ମଧୁସୂଦନ ପାଢ଼ୀ ରାଜ୍ୟ ନିର୍ବାଚନ କମିସନର

ଅବସରପ୍ରାପ୍ତ ଆଇଏଏସ୍ ମଧୁସୂଦନ ପାଢ଼ୀଙ୍କୁ ରାଜ୍ୟ ନିର୍ବାଚନ କମିସନର ଭାବେ ସରକାର ନିଯୁକ୍ତି ଦେଇଛନ୍ତି । ଆଦିତ୍ୟ ପ୍ରସାଦ ପାଢ଼ୀଙ୍କ କାର୍ଯ୍ୟକାଳ ସରିବା ପରଠୁ ଏହି ପଦବୀ ଖାଲି ପଡ଼ିଥିଲା ।

Previous Post

ଏମିତି ଆଇନଶୃଙ୍ଖଳା: ନିରଞ୍ଜନ ପଟ୍ଟନାୟକଙ୍କ ଘରେ ପଶିଲା ଚୋର

Next Post

ଡା. ଅଶୋକ ମହାପାତ୍ରଙ୍କୁ ସୋଆ ପ୍ରତିଷ୍ଠାତା ସଭାପତିଙ୍କ ସମ୍ବର୍ଦ୍ଧନା

Next Post
ଡା. ଅଶୋକ ମହାପାତ୍ରଙ୍କୁ ସୋଆ ପ୍ରତିଷ୍ଠାତା ସଭାପତିଙ୍କ ସମ୍ବର୍ଦ୍ଧନା

ଡା. ଅଶୋକ ମହାପାତ୍ରଙ୍କୁ ସୋଆ ପ୍ରତିଷ୍ଠାତା ସଭାପତିଙ୍କ ସମ୍ବର୍ଦ୍ଧନା

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA