Monday, April 20, 2026 05:07 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ବିଜେପିକୁ ଯିବେ ପ୍ରଶାନ୍ତ ଜଗଦ୍ଦେବ!

by Our Correspondent
28 Aug, 2023- 06:45 PM
in Latest News, News, Politics
1 min read
0
ବିଜେପିକୁ ଯିବେ ପ୍ରଶାନ୍ତ ଜଗଦ୍ଦେବ!

ଭୁବନେଶ୍ୱର: ଗୁଣ୍ଡାଗର୍ଦ୍ଦି କରି ବିଜେଡିରୁ ବହିଷ୍କୃତ ହୋଇଥିବା ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ବିଜେପିରେ ଯୋଗଦେବେ ବୋଲି ବହୁ ଦିନରୁ ଚର୍ଚ୍ଚା ହେଉଛି । ଏହି ଚର୍ଚ୍ଚାରେ ଦାନା ଧରେଇଛି ବିଜେଡି । ଦଳର ମୁଖପାତ୍ର ତଥା ରାଜ୍ୟସଭା ସାଂସଦ ସସ୍ମିତ ପାତ୍ର ଆଜି ଗଣମାଧ୍ୟମରେ ଏହାର ଖୁଲାସା କରିଛନ୍ତି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମାଲୋଚନାର ଜବାବ ଦେବାକୁ ଯାଇ ସେ ବାହୁବଳି ଜଗଦ୍ଦେବଙ୍କ ସହ ବିଜେପି ସମ୍ପର୍କର ଗୁମର ଖୋଲିଛନ୍ତି ।

ସସ୍ମିତ୍ କହିଛନ୍ତି, ବିଜେଡି ସାଧାରଣ ଜୀବନରେ କୌଣସି ପ୍ରକାର ହିଂସା କିମ୍ବା ବାଧା ସୃଷ୍ଟି ଉପରେ ବିଶ୍ୱାସ କରେ ନାହିଁ । ଭୁବନେଶ୍ୱର ସାଂସଦଙ୍କ କ୍ଷେତ୍ରରେ ଯାହା କୁହାଯାଉଛି ସେଭଳି କୌଣସି ଅଘଟଣ ଘଟି ନ ଥିଲା । ଯଦି ଏହା ଘଟିଥାନ୍ତା ବିଜେଡି ପ୍ରଥମେ ଏହାକୁ ନିନ୍ଦା କରିଥାନ୍ତା ।

କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନଙ୍କୁ ଏହାର ଉଦାହରଣ ଦେଇ ସସ୍ମିତ୍ କହିଛନ୍ତି, ଚିଲିକାର ତତ୍କାଳୀନ ବିଜେଡି ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ବିଜେପିର ବାଲୁଗାଁ ନଗର ମଣ୍ଡଳ ସଭାପତି ନିରଞ୍ଜନ ସେଠୀଙ୍କୁ ୮ ସେପ୍ଟେମ୍ବର ୨୦୨୧ ରେ ବାଲୁଗାଁଠାରେ ଆକ୍ରମଣ କରିଥିଲେ । ଏହି ଘଟଣାରେ ଶ୍ରୀ ଜଗଦ୍ଦେବଙ୍କୁ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତୁରନ୍ତ ଦଳରୁ ନିଲମ୍ବିତ କରିଥିଲେ । ପରେ ମାନ୍ୟବର ମୁଖ୍ୟମନ୍ତ୍ରୀ ତାଙ୍କୁ ଦଳରୁ ବହିଷ୍କାର କରିଥିଲେ । ଏହାର କାରଣ ହେଉଛି ନବୀନ ପଟ୍ଟନାୟକ ଗୁଣ୍ଡାଗର୍ଦ୍ଦି ଉପରେ ବିଶ୍ୱାସ କରନ୍ତି ନାହିଁ ।

ବିଜେପି ଏବେ ସେହି ପ୍ରଶାନ୍ତ ଜଗଦ୍ଦେବଙ୍କୁ ଫୁଲମାଳ ପିନ୍ଧାଇଲାଣି । ଧର୍ମେନ୍ଦ୍ର ପ୍ରଧାନଙ୍କ ଆଶୀର୍ବାଦରେ ବିଜେପି ତାଙ୍କ ସହ ନିୟମିତ ବୈଠକ କରି ଦଳରେ ଆପଣେଇବାକୁ ବସିଛି ।

ଏହି ପରିପ୍ରେକ୍ଷୀରେ ସସ୍ମିତ୍ ଧର୍ମେନ୍ଦ୍ରଙ୍କୁ ପ୍ରଶ୍ନ କରିଛନ୍ତି ଯେ ଆପଣ ଓଡ଼ିଶାର ଲୋକମାନଙ୍କ ପାଇଁ କେଉଁ ଉଦାହରଣ ସୃଷ୍ଟି କରୁଛନ୍ତି? ଆପଣ ଓଡ଼ିଶାର ଲୋକଙ୍କୁ କି ବାର୍ତ୍ତା ଦେବାକୁ ଚାହାନ୍ତି? ଜଣେ ବ୍ୟକ୍ତି ଯିଏ ଗୁଣ୍ଡାଗର୍ଦ୍ଦି ପାଇଁ ବିଜେଡିରୁ ବହିଷ୍କୃତ ହୋଇଥିଲେ ତାଙ୍କୁ କେବଳ ରାଜନୈତିକ ଫାଇଦା ପାଇଁ ଗ୍ରହଣ କରୁଛି କି? ଗଣତନ୍ତ୍ର ବିଷୟରେ ଆପଣଙ୍କର ସମସ୍ତ କଥା କେବଳ ଲୋକଦେଖାଣିଆ ବୋଲି ଓଡ଼ିଶାବାସୀ ଜାଣିଥିବା କହିଛନ୍ତି ସସ୍ମିତ୍ ପାତ୍ର ।

ସୂଚନାଥାଉକି, ସାଂସଦ ଅପରାଜିତା ଷଡ଼ଙ୍ଗୀ ଗତକାଲି ତାଙ୍କ ନିର୍ବାଚନମଣ୍ଡଳୀ ଅଠାନ୍ତର ପଞ୍ଚାୟତରେ ପ୍ରବଳ ବିରୋଧର ସମ୍ମୁଖୀନ ହୋଇଥିଲେ । ବିଜେଡି ସମର୍ଥକମାନେ ତାଙ୍କୁ କଳାପତାକା ଦେଖାଇ ଅଣ୍ଡା ଓ ପଥର ମାଡ଼ କରିଥିବା ସେ ଅଭିଯୋଗ କରିଥିଲେ । ଆଜି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଅପରାଜିତାଙ୍କ ସମର୍ଥନରେ ବାହାରି ରାଜ୍ୟ ସରକାରଙ୍କୁ କଡ଼ା ସମାଲୋଚନା କରିଥିଲେ । ବିଜେଡିର ହିଂସା ଆଚରଣ ସୀମା ଟପିଲାଣି ବୋଲି କହିଥିଲେ ।

Previous Post

୫ଟି ମହାନଗରର ୬୫ ହଜାର ଗରିବ ପରିବାର ପାଇଲେ ଭୂମି ଅଧିକାର

Next Post

୨୦୦ ଟଙ୍କା କମିଲା ଗ୍ୟାସ ସିଲିଣ୍ଡର

Next Post
୨୦୦ ଟଙ୍କା କମିଲା ଗ୍ୟାସ ସିଲିଣ୍ଡର

୨୦୦ ଟଙ୍କା କମିଲା ଗ୍ୟାସ ସିଲିଣ୍ଡର

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19181 shares
    Share 7672 Tweet 4795
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA