Friday, March 13, 2026 02:03 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ଅନଲାଇନ ମାଧ୍ୟମରେ ୧୨,୦୦୦ ରୁ ଅଧିକ ମତାମତ

ମୁଖ୍ୟମନ୍ତ୍ରୀଙ୍କ ପ୍ରାକ୍ ବଜେଟ୍ ଆଲୋଚନା

by Our Correspondent
12 Jul, 2024- 06:38 PM
in Latest News, News
1 min read
0
ଅନଲାଇନ ମାଧ୍ୟମରେ ୧୨,୦୦୦ ରୁ ଅଧିକ ମତାମତ

ଭୁବନେଶ୍ୱର: ଆମର ବଜେଟ୍ ଟି ଯେପରି ବାସ୍ତବରେ ‘ଲୋକଙ୍କ ବଜେଟ୍’ ଭାବରେ ସମସ୍ତଙ୍କ ଆଶା ଆକାଂକ୍ଷାକୁ ପ୍ରତିଫଳିତ କରିବ, ସେଥିପାଇଁ ଆମର ଉଦ୍ୟମ ଜାରି ରହିଛି। ସେଥିପାଇଁ ସମାଜର ସବୁ ବର୍ଗଙ୍କ ମତାମତ ଆମେ ଗ୍ରହଣ କରୁଛୁ। ଲୋକଙ୍କ ସରକାର ଭାବରେ ସାଧାରଣ ଜନତାଙ୍କ ମତାମତକୁ ଗୁରୁତ୍ୱ ଦେବାର ଆମର ପରମ୍ପରା ଜାରି ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଆଜି ଲୋକସେବା ଭବନର କନ୍‌ଭେନ୍‌ସନ୍ ହଲ୍ ଠାରେ ଆୟୋଜିତ ପ୍ରାକ୍ ବଜେଟ୍ ଆଲୋଚନାରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ଏହି ବୈଠକରେ ବିଭିନ୍ନ ନାଗରିକ ସମାଜ (Civil Society), ବିଶେଷଜ୍ଞ ଓ ବିଭିନ୍ନ କ୍ଷେତ୍ରର ପ୍ରତିନିଧିଙ୍କ ସହିତ ମୁଖ୍ୟମନ୍ତ୍ରୀ ଆଲୋଚନା କରିଥିଲେ। ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ସହିତ ଦୁଇ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ଶ୍ରୀମତୀ ପ୍ରଭାତୀ ପରିଡା, ଅର୍ଥ ବିଭାଗର ପ୍ରମୁଖ ସଚିବ ଶାଶ୍ୱତ ମିଶ୍ର ଏବଂ ଅର୍ଥ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

ଏଥିରେ ପୂର୍ବତନ ଅର୍ଥମନ୍ତ୍ରୀ ପ୍ରଫୁଲ ଚନ୍ଦ୍ର ଘଡାଇ, ପଞ୍ଚାନନ କାନୁନଗୋ, ଶଶୀଭୂଷଣ ବେହେରା, ପୂର୍ବତନ ଅର୍ଥ ସଚିବ ଗଣ, RBI ର ଆଞ୍ଚଳିକ ନିର୍ଦ୍ଦେଶକ, ନାବାର୍ଡ ଜେନେରାଲ ମ୍ୟାନେଜର ପ୍ରମୁଖ ବିଭିନ୍ନ କ୍ଷେତ୍ରର ପ୍ରାୟ ୨୬ ଜଣ ବିଶିଷ୍ଠ ବ୍ୟକ୍ତି ସେମାନଙ୍କ ମତାମତ ଦେଇଥିଲେ।

ବୈଠକ ପରେ ଗଣମାଧ୍ୟମକୁ ନିଜର ବିବୃତି ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଆପଣମାନେ ଜାଣନ୍ତି ଆମ ସରକାର ପ୍ରଥମରୁ ହିଁ ଲୋକଙ୍କ ସରକାର ଭାବରେ ସାଧାରଣ ଜନତାଙ୍କ ମତାମତକୁ ଗୁରୁତ୍ୱ ଦେଇ ଆସୁଛି।

୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ସାଧାରଣ ବଜେଟ ଆଗାମୀ ୨୫ ତାରିଖରେ ବିଧାନ ସଭାରେ ଉପସ୍ଥାପିତ ହେବାର କାର୍ଯ୍ୟକ୍ରମ ରହିଛି। ଏଥିପାଇଁ ଅନଲାଇନ ଜରିଆରେ ଲୋକଙ୍କ ମତାମତ ସଂଗ୍ରହ କରିଥିଲୁ। ଖୁସିର କଥା ଏଥିରେ ଆମେ ପ୍ରାୟ ୧୨ ହଜାରରୁ ଅଧିକ ମତାମତ ପାଇଛୁ। ପୂର୍ବ ବର୍ଷ ଅପେକ୍ଷା ଏହା ପ୍ରାୟ ଛଅ ଗୁଣ ଅଧିକ। ବଜେଟ୍ ପ୍ରସ୍ତୁତି ପ୍ରକ୍ରିୟାରେ ଲୋକଙ୍କ ଏପରି ବ୍ୟାପକ ଅଂଶ ଗ୍ରହଣ ଆମ ପାଇଁ ଖୁବ୍ ଉତ୍ସାହ ଜନକ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ସମସ୍ତଙ୍କ ମୂଲ୍ୟବାନ ମତାମତ ପାଇଁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଦେଇଥିଲେ। ଆଗାମୀ ବଜେଟ୍ ରେ ଏହି ସବୁ ମତାମତକୁ ପ୍ରତିଫଳିତ କରିବାକୁ ସରକାର ଯଥା ସମ୍ଭବ ଉଦ୍ୟମ କରି ଲୋକଙ୍କ ଆଶା ଆକାଂକ୍ଷାକୁ ପୂରଣ କରିବାକୁ ପ୍ରଚେଷ୍ଟା କରିବେ ବୋଲି ସେ କହିଥିଲେ।

Previous Post

ରଥ ଉପରେ ମୋବାଇଲ୍ ମନା

Next Post

କିସ୍‍ ଓ ଏଭିଏନ୍‍ଏଲ୍‍ ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ

Next Post
କିସ୍‍ ଓ ଏଭିଏନ୍‍ଏଲ୍‍ ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ

କିସ୍‍ ଓ ଏଭିଏନ୍‍ଏଲ୍‍ ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19163 shares
    Share 7665 Tweet 4791
  • ନବୀନ..ନବୀନ, ମୋହନ..ମୋହନ

    16599 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5814 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5483 shares
    Share 2193 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA