Thursday, April 30, 2026 08:54 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ମହାପ୍ରଭୁଙ୍କ ନୀତିକାନ୍ତି ତଥା କୋଭିଡ ନିୟମ ପାଳନ ଉପରେ ଗୁରୁତ୍ଵ

ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା

by Our Correspondent
08 Jul, 2021- 08:09 PM
in Latest News, News
1 min read
0
ମହାପ୍ରଭୁଙ୍କ ନୀତିକାନ୍ତି ତଥା କୋଭିଡ ନିୟମ ପାଳନ ଉପରେ ଗୁରୁତ୍ଵ

ଭୁବନେଶ୍ୱର: ଚଳିତବର୍ଷ ମହାପ୍ରଭୁଙ୍କ ରଥଯାତ୍ରାର ସୁପରିଚାଳନା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏହାର ସମୀକ୍ଷା କରି ମହାପ୍ରଭୁଙ୍କ ନୀତିକାନ୍ତି ଓ କୋଭିଡ୍ ନିୟମ ପାଳନ ଉପରେ ଗୁରୁତ୍ୱ ଦେଇଥିଲେ । ଗତବର୍ଷ ପରି ଏବର୍ଷ ରଥଯାତ୍ରାକୁ ସୁରୁଖୁରୁରେ ଶେଷ କରିବା ପାଇଁ ମୁଖ୍ୟମନ୍ତ୍ରୀ ପୁରୀ ସହରବାସୀ, ସେବାୟତମାନଙ୍କ ସହଯୋଗ ମାଗିବା ସହ ମହାପ୍ରଭୁଙ୍କ ଆଶିର୍ବାଦ କାମନା କରିଛନ୍ତି ।

ବୈଠକରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗତବର୍ଷ ପରି ଏ ବର୍ଷ ମଧ୍ୟ ମହାପ୍ରଭୁଙ୍କ ବିଶ୍ଵ ପ୍ରସିଦ୍ଧ ରଥଯାତ୍ରା ଏକ ଅସାଧାରଣ ପରିସ୍ଥିତିରେ ହେବାକୁ ଯାଉଛି । ସାରା ବିଶ୍ଵ ଟେଲିଭିଜନ ଓ ସୋସିଆଲ ମିଡିଆ ମାଧ୍ୟମରେ ହିଁ କାଳିଆ ଠାକୁରଙ୍କୁ ଦର୍ଶନ କରିବେ । ତେଣୁ ମହାପ୍ରଭୁଙ୍କ ନୀତି ଠିକ ସମୟରେ ଶେଷ ହେବା ଦରକାର । ତା ସହିତ କୋଭିଡ ନିୟମକୁ ମଧ୍ୟ ଯାତ୍ରା ସମୟରେ ଠିକ ଭାବରେ ପାଳନ କରାଯିବା ଜରୁରୀ । କୋଭିଡ଼ ମହାମାରୀ ସମ୍ପର୍କରେ ସଚେତନ କରାଇ ମୁଖ୍ୟମନ୍ତ୍ରୀ କହିଲେ ଯେ କୋଭିଡର ଦ୍ଵିତୀୟ ଲହର କମି ଆସୁଥିଲେ ମଧ୍ୟ ବିପଦ ଏ ପର୍ଯ୍ୟନ୍ତ ଦୂର ହୋଇନାହିଁ । ଚଳିତ ବର୍ଷ ରଥଯାତ୍ରା ଯେପରି ସୁରୁଖୁରୁ ରେ ଶେଷ ହେବ ସେଥିପାଇଁ ମୁଖ୍ୟମନ୍ତ୍ରୀ ମହାପ୍ରଭୁଙ୍କ ଆଶୀର୍ବାଦ କାମନା କରିଥିଲେ ।

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. କ୍ରିଷନ୍ କୁମାର ରଥଯାତ୍ରା ପାଇଁ କରାଯାଇଥିବା ସମସ୍ତ ବ୍ୟବସ୍ଥା ସମ୍ପର୍କରେ ସୂଚନା ଦେଇଥିଲେ । ସେହିଭଳି ଡିଜିପି ଶ୍ରୀ ଅଭୟ ପୁଲିସ ପ୍ରଶାସନ ପକ୍ଷରୁ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ଜଣାଇଥିଲେ ।

ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ, ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କ ସମେତ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ପ୍ରଦୀପ କୁମାର ଜେନା ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ସଚିବ(୫-ଟି) ଭି.କେ.ପାଣ୍ଡିଆନ୍ ଆଲୋଚନା ପରିଚାଳନା କରିଥିଲେ ।

Previous Post

ଆଇବିଡିପି ପରୀକ୍ଷାରେ କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲ୍‍ ଛାତ୍ରଛାତ୍ରୀଙ୍କ ସଫଳତା

Next Post

ଅଲମ୍ପିକସ ସ୍ୱର୍ଣ୍ଣପଦକ ବିଜେତାଙ୍କୁ ୬ କୋଟି, ରୌପ୍ୟ ବିଜେତାଙ୍କୁ ୪ କୋଟି

Next Post
ଅଲମ୍ପିକସ ସ୍ୱର୍ଣ୍ଣପଦକ ବିଜେତାଙ୍କୁ ୬ କୋଟି, ରୌପ୍ୟ ବିଜେତାଙ୍କୁ ୪ କୋଟି

ଅଲମ୍ପିକସ ସ୍ୱର୍ଣ୍ଣପଦକ ବିଜେତାଙ୍କୁ ୬ କୋଟି, ରୌପ୍ୟ ବିଜେତାଙ୍କୁ ୪ କୋଟି

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19182 shares
    Share 7673 Tweet 4796
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA