Friday, May 8, 2026 07:04 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ସୁବାସିନୀଙ୍କ ଘର ଆଗରେ ପ୍ରତିବାଦ

by Our Correspondent
19 Mar, 2026- 11:34 PM
in Latest News, News, Politics
1 min read
0
ସୁବାସିନୀଙ୍କ ଘର ଆଗରେ ପ୍ରତିବାଦ

ଭୁବନେଶ୍ୱର: ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକୁ ଅବମାନନା କରି ରାଜ୍ୟସଭା ନିର୍ବାଚନରେ କ୍ରସ ଭୋଟିଂ କରିଥିବା ସୁବାସିନୀ ଜେନାଙ୍କ ବିଜେବି ନଗରସ୍ଥିତ ବାସଭବନ ସମ୍ମୁଖରେ ଆଜି ଏକ ପ୍ରତିବାଦ ସଭା ଆୟୋଜନ କରିବା ସହ ଶ୍ରୀମତୀ ଜେନା କରିଥିବା ଦଳ ବିରୋଧୀ କାର୍ଯ୍ୟକୁ କଡ଼ା ନିନ୍ଦା କରିଛି ବିଜୁ ମହିଳା ଜନତା ଦଳ ।

ଏହି ପ୍ରତିବାଦ ସଭାର ନେତୃତ୍ୱ ନେଇଥିବା ବିଜୁ ମହିଳା ଜନତା ଦଳର ସଭାନେତ୍ରୀ ଶ୍ରୀମତୀ ସ୍ନେହାଙ୍ଗିନୀ ଛୁରିଆ କହିଥିଲେ ଯେ, ନବୀନ ପଟ୍ଟନାୟକଙ୍କ ଆଶୀର୍ବାଦରେ ସୁବାସିନୀ ଜେନା ବିଜୁ ଜନତା ଦଳରୁ ଟିକେଟ ପାଇ ନିର୍ବାଚିତ ହୋଇଥିଲେ । ରାଜ୍ୟସଭା ନିର୍ବାଚନ ପୂର୍ବରୁ ଦଳର ସୁପ୍ରିମୋଙ୍କ ନିର୍ଦ୍ଦେଶ ଯାହା ରହିବ, ତାକୁ ମାନିବି ବୋଲି କହୁଥିବା ଶ୍ରୀମତୀ ଜେନା ନିର୍ବାଚନ ଦିନ ବିଜେପି ସମର୍ଥିତ ସ୍ୱାଧୀନ ପ୍ରାର୍ଥୀଙ୍କ ସପକ୍ଷରେ ଭୋଟ ଦେବା ଦୁର୍ଭାଗ୍ୟଜନକ ଓ ନିନ୍ଦନୀୟ । ଶେଷ ମୁହୂର୍ତ୍ତ ପର୍ଯ୍ୟନ୍ତ ବିଜୁ ଜନତା ଦଳ ସହିତ ରହି, ରାଜ୍ୟସଭା ନିର୍ବାଚନରେ କ୍ରସ ଭୋଟିଂ କରି ଦଳ ବିରୋଧୀ କାର୍ଯ୍ୟ କରିବା ସହ ନବୀନ ପଟ୍ଟନାୟକଙ୍କ ସହ ବିଶ୍ୱାସଘାତକତା କରିଥିବା ଶ୍ରୀମତୀ ଜେନାଙ୍କୁ ଆଗାମୀ ଦିନରେ ଓଡ଼ିଶାବାସୀ ଉଚିତ୍ ଜବାବ ଦେବେ । ରାଜ୍ୟସଭା ନିର୍ବାଚନରେ ଘୋଡ଼ା ବେପାରରେ ସାମିଲ ହୋଇ ଅର୍ଥ ଲୋଭରେ ଶ୍ରୀମତୀ ଜେନା ଯେଉଁ ଦଳବିରୋଧୀ କାର୍ଯ୍ୟ କରିଛନ୍ତି, ଯଦି ନୈତିକ ସାହସ ଅଛି, ତେବେ ସେ ତୁରନ୍ତ ବିଧାୟିକା ପଦରୁ ଇସ୍ତଫା ଦିଅନ୍ତୁ ।

ଏହି ପ୍ରତିବାଦ ସଭା କାର୍ଯ୍ୟକ୍ରମରେରେ ଭୁବନେଶ୍ୱର ମେୟର ସୁଲୋଚନା ଦାସ, ଡେପୁଟି ମେୟର ମଞ୍ଜୁଲତା କହଁର, କର୍ପୋରେଟର ସର୍ବଶ୍ରୀ ଭାରତୀ ସିଂହ, ନୃପେସ ନାୟକ, କେ. ଶାନ୍ତି, ମାନସୀ ସୁନ୍ଦରରାୟ, ରଞ୍ଜୁଲତା ରାୟ, ପ୍ରଭାସିନୀ ସେଠୀ, ଅଲିଅଳୀ ମଲ୍ଲିକ, ବରିଷ୍ଠ ନେତ୍ରୀ ସାରଳା ସ୍ୱାଇଁ, ସସ୍ମିତା ନନ୍ଦ, ବନଜା ମହାନ୍ତି, ଲୋରା ମହାପାତ୍ର, ଜ୍ୟୋତ୍ସ୍ନା ପରିଡ଼ା, ରୁନୁ ଜେନା, ମୋନାଲିସା ଗନ୍ତାୟତ, ଲକ୍ଷ୍ମୀ ସାହୁ, ଈଲା ସ୍ୱାଇଁ, ତିଳୋତ୍ତମା ଚୌଧୁରୀ, ସ୍ମିତା ସ୍ୱାଇଁ, ସୁସ୍ମିତା ଦାସ ଏବଂ ବିଜୁ ମହିଳା ଜନତା ଦଳର ହଜାର ହଜାର ମହିଳା ସମର୍ଥକ ସାମିଲ ହୋଇଥିଲେ ।

Previous Post

ଦେବେନ୍ଦ୍ର ପ୍ରଧାନ ଓଡ଼ିଶା ବିଜେପିର ଭୀଷ୍ମ ପିତାମହ: ରାଜନାଥ

Next Post

ଅନୁସୂଚିତ ଜାତି ଆୟୋଗଙ୍କ ହସ୍ତକ୍ଷେପ ଲୋଡ଼ିଲା ବିଜେଡି

Next Post
ଅନୁସୂଚିତ ଜାତି ଆୟୋଗଙ୍କ ହସ୍ତକ୍ଷେପ ଲୋଡ଼ିଲା ବିଜେଡି

ଅନୁସୂଚିତ ଜାତି ଆୟୋଗଙ୍କ ହସ୍ତକ୍ଷେପ ଲୋଡ଼ିଲା ବିଜେଡି

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA