Saturday, November 15, 2025 07:25 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ଓଡ଼ିଶାରେ ହେବ ୯୨ଟି ରେଳ ଓଭର୍‌ବ୍ରିଜ୍

ପ୍ରଧାନମନ୍ତ୍ରୀ ଓ କେନ୍ଦ୍ର ରେଳମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ

by Our Correspondent
30 Oct, 2025- 07:43 PM
in Latest News, News
1 min read
0
ଓଡ଼ିଶାରେ ହେବ ୯୨ଟି ରେଳ ଓଭର୍‌ବ୍ରିଜ୍

ଭୁବନେଶ୍ୱର: ଓଡ଼ିଶାରେ ୯୨ଟି ରେଳ ଓଭରବ୍ରିଜ୍‌ର ନିର୍ମାଣ ପାଇଁ ସମ୍ପୂର୍ଣ୍ଣ ଖର୍ଚ୍ଚ କେନ୍ଦ୍ର ସରକାର ବହନ କରିବେ । ଏଥିପାଇଁ କେନ୍ଦ୍ର ରେଳ ମନ୍ତ୍ରାଳୟ ଆବଶ୍ୟକ ଅନୁମୋଦନ କରିଛନ୍ତି ।

ସୂଚନାଯୋଗ୍ୟ ଯେ, ପୂର୍ବରୁ ଉଭୟ ରେଳ ମନ୍ତ୍ରାଳୟ ଓ ରାଜ୍ୟ ସରକାର ଏହି ରେଳ ଓଭରବ୍ରିଜ୍‌ ଗୁଡ଼ିକୁ ୫୦-୫୦ ଅନୁପାତରେ ଏଥିପାଇଁ ଖର୍ଚ୍ଚ କରିବେ ବୋଲି ସ୍ଥିର ହୋଇଥିଲା । ତେବେ ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ଖର୍ଚ୍ଚ ସମ୍ପୂର୍ଣ୍ଣ ଭାବେ ରେଳ ମନ୍ତ୍ରାଳୟ ବହନ କରିବାକୁ ଅନୁରୋଧ କରାଯାଇଥିଲା । ରାଜ୍ୟ ସରକାରଙ୍କ ଅନୁରୋଧ ରକ୍ଷା କରି କେନ୍ଦ୍ର ରେଳ ମନ୍ତ୍ରାଳୟ ରାଜ୍ୟର ବିଭିନ୍ନ ସ୍ଥାନରେ ନିର୍ମାଣ ହେବାକୁ ଥିବା ୯୨ଟି ରେଳ ଓଭର ବ୍ରିଜ୍‌ର ସମ୍ପୂର୍ଣ୍ଣ ନିର୍ମାଣ ଖର୍ଚ୍ଚ ବହନ କରିବେ ବୋଲି ପତ୍ର ମାଧ୍ୟମରେ ଜଣାଇଛନ୍ତି ।

ଓଡ଼ିଶାର ଭିତ୍ତିଭୂମି ବିକାଶ ପ୍ରତି କେନ୍ଦ୍ର ସରକାରଙ୍କ ଏହି ସହୃଦୟତାପୂର୍ଣ୍ଣ ପଦକ୍ଷେପ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ କେନ୍ଦ୍ର ରେଳମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଓଡ଼ିଶାବାସୀଙ୍କ ପକ୍ଷରୁ ଧନ୍ୟବାଦ ଓ କୃତଜ୍ଞତା ଜଣାଇଛନ୍ତି ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ସବୁ ସମୟରେ ଓଡ଼ିଶାର ବିକାଶ ପ୍ରତି ସ୍ୱତନ୍ତ୍ର ଧ୍ୟାନ ଦେଇ ଆସିଛନ୍ତି। ରେଳପଥ, ସଡକ ପଥ, ବନ୍ଦର ଓ ବିମାନ ଭିତ୍ତିଭୂମି ସହିତ ଓଡ଼ିଶାରେ ଶିଳ୍ପର ବିକାଶ ପାଇଁ ପ୍ରଧାନମନ୍ତ୍ରୀ ଓଡ଼ିଶାକୁ ସର୍ବାଧିକ ଗୁରୁତ୍ୱ ଦେଇ ଆସିଛନ୍ତି । ଓଡ଼ିଶାବାସୀଙ୍କ ପ୍ରତି ପ୍ରଧାନମନ୍ତ୍ରୀଙ୍କ ଏହି ଶ୍ରଦ୍ଧା ଓଡ଼ିଶାର ବିକାଶକୁ ତ୍ୱରାନ୍ୱିତ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Previous Post

କଂଗ୍ରେସର ପ୍ରଶ୍ନ: ବିଜେପି-ବିଜେଡି କାର୍ଯ୍ୟାଳୟକୁ ପଶିବାକୁ ପୋଲିସର ସାହସ ଅଛି ତ ?

Next Post

ନୂଆପଡ଼ା ଫଳାଫଳ ଓଡ଼ିଶା ରାଜନୀତିକୁ ନୂଆ ଦିଶା ଦେଖାଇବ: ପ୍ରସାଦ

Next Post
ନୂଆପଡ଼ା ଫଳାଫଳ ଓଡ଼ିଶା ରାଜନୀତିକୁ ନୂଆ ଦିଶା ଦେଖାଇବ: ପ୍ରସାଦ

ନୂଆପଡ଼ା ଫଳାଫଳ ଓଡ଼ିଶା ରାଜନୀତିକୁ ନୂଆ ଦିଶା ଦେଖାଇବ: ପ୍ରସାଦ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19120 shares
    Share 7648 Tweet 4780
  • ନବୀନ..ନବୀନ, ମୋହନ..ମୋହନ

    16589 shares
    Share 6636 Tweet 4147
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7293 shares
    Share 2917 Tweet 1823
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5804 shares
    Share 2322 Tweet 1451
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5478 shares
    Share 2191 Tweet 1370

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA