Monday, January 19, 2026 06:45 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Crime

ଆଖି ବୁଜିଲେ ରାଜଗାଙ୍ଗପୁର ପୀଡ଼ିତା

ମୁଖ୍ୟମନ୍ତ୍ରୀଙ୍କ ୪ ଲକ୍ଷ ଅନୁକମ୍ପା ସହାୟତା

by Our Correspondent
08 Dec, 2025- 11:12 PM
in Crime, Latest News, News
1 min read
0
ଆଖି ବୁଜିଲେ ରାଜଗାଙ୍ଗପୁର ପୀଡ଼ିତା

ଭୁବନେଶ୍ୱର: ଶେଷରେ ଆଖି ବୁଜିଦେଇଛନ୍ତି ସୁନ୍ଦରଗଡ଼ ଜିଲ୍ଲା କୁତ୍ରା ବ୍ଲକ୍ ଲାଞ୍ଜିବେର୍ଣ୍ଣାର ନାବାଳିକା କଲେଜ ଛାତ୍ରୀ । ରାଉରକେଲା ଆଇଜିଏଚ୍ ରେ ୩ ଦିନ ଧରି ଜୀବନ ମରଣ ସହ ସଂଘର୍ଷ କରୁଥିଲେ । ଏହି ୧୭ ବର୍ଷୀୟା ନାବାଳିକା ରାଜଗାଙ୍ଗପୁରର ସରବତୀଦେବୀ କଲେଜରେ ଯୁକ୍ତ ୩ ପାଠ ପଢ଼ୁଥିଲେ । ୫ ତାରିଖ ବିଳମ୍ବିତ ରାତିରେ ଘରେ ଶୋଇଥିବା ବେଳେ ନିଜ ଦେହରେ ନିଆଁ ଲଗାଇ ଦେଇଥିଲେ । ଚିକ୍ରାର ଶୁଣି ତାଙ୍କ ମା’ ପହଞ୍ଚିଲା ବେଳକୁ ତାଙ୍କ ଶରୀରର ୯୦ ପ୍ରତିଶତ ପୋଡ଼ିଯାଇଥିଲା । ମୁମୂର୍ଷ ଅବସ୍ଥାରେ ପରିବାର ଲୋକ ତାଙ୍କୁ ରାଉରକେଲା ଆଇଜିଏଚକୁ ଆଣିଥିଲେ । ନିଲେଶ ସାହୁ ନାମକ ଜଣେ ଅସାମାଜିକ ବିବାହିତ ଯୁବକଙ୍କ ଅତ୍ୟାଚାର ସହି ନ ପାରି ସେ ଏହି ଚରମ ପଦକ୍ଷେପ ନେଇଥିଲେ । ଅଭିଯୁକ୍ତକୁ ପୁଲିସ ଗିରଫ କରିସାରିଛି ।

ନାବାଳିକା କଲେଜ ଛାତ୍ରୀଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହ ସେମାନଙ୍କ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି । ଏଥିସହ ମୃତକଙ୍କ ପରିବାର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୪ ଲକ୍ଷ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ।

ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଏହାକୁ ହୃଦୟ ବିଦାରକ ଘଟଣା ବୋଲି ବର୍ଣ୍ଣନା କରିଛନ୍ତି । ଏପରି ଦୁଃଖଦ ସମୟରେ ପରିବାରବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଇବା ସହ ଛାତ୍ରୀଙ୍କ ଅମର ଆତ୍ମାର ସଦଗତି କାମନା କରିଛନ୍ତି । ସୋସିଆଲ୍ ମିଡିଆ ପୋଷ୍ଟରେ ସେ ଲେଖିଛନ୍ତି, ଜୀବନରୁ ମାରିଦେବା ପାଇଁ ପୂର୍ବରୁ ଧମକ ମିଳିଥିବା ନେଇ ପରିବାର ଲୋକେ କହିବା ପରେ ବି ସରକାରଙ୍କ ନିଷ୍କ୍ରିୟତା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରୁଛି । ସରକାର କେତେ ଆଉ ନିରୀହ ଜୀବନ ଏପରି ଜଳିବାକୁ ଛାଡ଼ିଦେବେ? ଓଡ଼ିଶାରେ ବଢ଼ୁଥିବା ଏହିପରି ଘଟଣାକୁ ରୋକିବା ଦିଗରେ ସରକାରଙ୍କ ଉଦାସୀନତା ଅପରାଧୀଙ୍କ ସାହାସ ବଢ଼ାଉଛି । ଲୋକେ ଅସୁରକ୍ଷିତ ହେଉଛନ୍ତି, ଅପରାଧୀମାନେ ଖୁଲମଖୋଲା ବୁଲୁଛନ୍ତି । ସରକାର କାହାକୁ ସୁରକ୍ଷା ଦେଉଛନ୍ତି? ରାଜ୍ୟରେ ଆଇନଶୃଙ୍ଖଳା ବ୍ୟବସ୍ଥା ସଜାଡ଼ିବା ଦିଗରେ ସରକାର କଠୋର ହୁଅନ୍ତୁ । ଲୋକଙ୍କୁ ନ୍ୟାୟ ମିଳୁ, ଅପରାଧୀଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ।

Previous Post

ମନ୍ତ୍ରୀଙ୍କ ଘର ମରାମତିରେ ୩ କୋଟି

Next Post

କିଟ ଇଂଟରନ୍ୟାସ୍‌ନାଲ୍ ସ୍କୁଲ୍ ସେନ୍ ଗ୍ଲୋବ୍‌ର ୧୧ତମ ପ୍ରତିଷ୍ଠା ଦିବସ

Next Post
କିଟ ଇଂଟରନ୍ୟାସ୍‌ନାଲ୍ ସ୍କୁଲ୍ ସେନ୍ ଗ୍ଲୋବ୍‌ର ୧୧ତମ ପ୍ରତିଷ୍ଠା ଦିବସ

କିଟ ଇଂଟରନ୍ୟାସ୍‌ନାଲ୍ ସ୍କୁଲ୍ ସେନ୍ ଗ୍ଲୋବ୍‌ର ୧୧ତମ ପ୍ରତିଷ୍ଠା ଦିବସ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19150 shares
    Share 7660 Tweet 4788
  • ନବୀନ..ନବୀନ, ମୋହନ..ମୋହନ

    16593 shares
    Share 6637 Tweet 4148
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7295 shares
    Share 2918 Tweet 1824
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5811 shares
    Share 2324 Tweet 1453
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5481 shares
    Share 2192 Tweet 1370

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA