Friday, June 26, 2026 05:21 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ମମତାଙ୍କ ଜାଗାରେ କିଏ ?

ରାଜ୍ୟସଭା ଉପନିର୍ବାଚନ ତାରିଖ ଘୋଷଣା

by Our Correspondent
07 Aug, 2024- 03:00 PM
in Latest News, News
1 min read
0
ମମତାଙ୍କ ଜାଗାରେ କିଏ ?

ଭୁବନେଶ୍ୱର: ଓଡ଼ିଶା ସମେତ ୯ଟି ରାଜ୍ୟରେ ଖାଲିପଡ଼ିଥିବା ୧୨ ରାଜ୍ୟସଭା ଆସନ ପାଇଁ ଉପନିର୍ବାଚନ ତାରିଖ ଘୋଷଣା ହୋଇଛି । ନିର୍ବାଚନ କମିସନଙ୍କ ପକ୍ଷରୁ ଆଜି ଏହାର କାର୍ଯ୍ୟସୂଚୀ ପ୍ରକାଶ ପାଇଛି ।

ଆସନ୍ତା ୧୪ ତାରିଖରେ ଉପନିର୍ବାଚନ ବିଜ୍ଞପ୍ତି ପ୍ରକାଶ ପାଇବ । ଅଗଷ୍ଟ ୨୧ ହେଉଛି ନାମାଙ୍କନପତ୍ର ଦାଖଲର ଶେଷ ଦିନ । ୨୨ ତାରିଖରେ ନାମାଙ୍କନପତ୍ର ଯାଞ୍ଚ କରାଯିବ । ଓଡ଼ିଶା ପାଇଁ ନାମାଙ୍କନପତ୍ର ପ୍ରତ୍ୟାହାରର ଶେଷ ତାରିଖ ରହିଛି ଅଗଷ୍ଟ ୨୭ । ଆବଶ୍ୟକ ପଡ଼ିଲେ ସେପ୍ଟେମ୍ବର ୩ ତାରିଖ ସକାଳ ୯ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଭୋଟ ହେବ । ସେହିଦିନ ଅପରାହ୍ନ ୫ଟାରେ ଭୋଟଗଣତି ହୋଇ ଫଳ ପ୍ରକାଶ ପାଇବ ।

ଓଡ଼ିଶାରୁ ମମତା ମହାନ୍ତ ଇସ୍ତଫା ଦେବା ପରେ ଗୋଟିଏ ରାଜ୍ୟସଭା ଆସନ ଖାଲି ହୋଇଛି । ୨୧ ମାସ କାର୍ଯ୍ୟକାଳ ବାକି ଥିଲେ ମଧ୍ୟ ମମତା ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ । ରାଜ୍ୟସଭା ସହିତ ସେ ବିଜେଡିରୁ ମଧ୍ୟ ଇସ୍ତଫା ଦେଇ ବିଜେପିରେ ମିଶି ସାରିଛନ୍ତି । ବିଧାନସଭାରେ ବିଜେପିର ସଂଖ୍ୟା ଗରିଷ୍ଠତା(୭୮ ଆସନ) ଥିବାରୁ ଖାଲି ହୋଇଥିବା ରାଜ୍ୟସଭା ଆସନଟି ବିଜେପି ହାତକୁ ଯିବା ନିଶ୍ଚିତ । ମମତାଙ୍କୁ ବିଜେପି ଏହି ଆସନଟିକୁ ଫେରାଇ ଦେଇପାରେ ବୋଲି ଜୋରରେ ଚର୍ଚ୍ଚା ହେଉଛି ।

ଅନ୍ୟପକ୍ଷରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ନାଁ ମଧ୍ୟ ଚର୍ଚ୍ଚାର ଆଗରେ ରହିଛି । ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି, ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲ୍ଲୀପ ରାୟଙ୍କ ନାଁ ମଧ୍ୟ ରାଜ୍ୟସଭା ଆଶାୟୀ ତାଲିକାରେ ରହିଛି । ତେବେ ହାଇକମାଣ୍ଡ କାହାକୁ ପ୍ରାର୍ଥୀ କରୁଛନ୍ତି ତାହାକୁ ସମସ୍ତଙ୍କର ଅପେକ୍ଷା ରହିବ ।

 

Previous Post

୨୦୪୭ ସୁଦ୍ଧା ଓଡ଼ିଶା ଅର୍ଥନୀତି ୧.୫୦ ଟ୍ରିଲିଅନ୍ ଡଲାର ପହଞ୍ଚିବା ଲକ୍ଷ୍ୟ

Next Post

ଆଉ ୨୦ ପ୍ଲଟ୍ ଠାବ, ସମୁଦାୟ ୧୦୫ ପ୍ଲଟ୍

Next Post
ଆଉ ୨୦ ପ୍ଲଟ୍ ଠାବ, ସମୁଦାୟ ୧୦୫ ପ୍ଲଟ୍

ଆଉ ୨୦ ପ୍ଲଟ୍ ଠାବ, ସମୁଦାୟ ୧୦୫ ପ୍ଲଟ୍

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA