Friday, April 17, 2026 05:06 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ରାତି ପାହିଲେ ଅଯୋଧ୍ୟାରେ ରାମ ମନ୍ଦିର ପ୍ରତିଷ୍ଠା, ବିରାଜମାନ କରିବେ ପ୍ରଭୁ ଶ୍ରୀରାମ

by Our Correspondent
21 Jan, 2024- 09:56 PM
in Latest News, News
1 min read
0
ରାତି ପାହିଲେ ଅଯୋଧ୍ୟାରେ ରାମ ମନ୍ଦିର ପ୍ରତିଷ୍ଠା, ବିରାଜମାନ କରିବେ ପ୍ରଭୁ ଶ୍ରୀରାମ

Ramlala - 1

ଭୁବନେଶ୍ୱର: ଶହ ଶହ ବର୍ଷର ପ୍ରତୀକ୍ଷାର ଅନ୍ତ ଘଟିବାକୁ ଯାଉଛି । ଅଯୋଧ୍ୟା ଫେରିବେ ପ୍ରଭୁ ଶ୍ରୀରାମ । ଭବ୍ୟ ମନ୍ଦିରରେ ବିରାଜମାନ କରିବେ ପ୍ରଭୁ । ରାତି ପାହିଲେ ଅଯୋଧ୍ୟାରେ ଭବ୍ୟ ରାମମନ୍ଦିରର ଉଦଘାଟନ ଏବଂ ଗର୍ଭଗୃହରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ସମାରୋହ ଅନୁଷ୍ଠିତ ହେବ । ଏଥିପାଇଁ ସାରା ଦେଶ ଉତ୍ସବମୁଖର ହୋଇଛି ।

ଆସନ୍ତାକାଲି ପୌଷ ଶୁକ୍ଳ ଦ୍ୱାଦଶୀ (୨୨ ତାରିଖ) ଦିନ ୧୨ଟା ୧୫ ରୁ ଆରମ୍ଭ ହେବ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ସମାରୋହ । ୧୨ଟା ୧୫ ରୁ ୧୨ଟା ୪୫ ଯାଏଁ ଏହି ୩୦ ମିନିଟ୍ ମାହେନ୍ଦ୍ର ବେଳା । ସେଥିମଧ୍ୟରେ ୧୨ଟା ୨୯ ମିନିଟ୍ ୮ ସେକେଣ୍ଡରୁ ୧୨ଟା ୩୦ ମିନିଟ୍ ୩୨ ସେକେଣ୍ଡ୍, ମାତ୍ର ୮୪ ସେକେଣ୍ଡ ରହିବ ଦୁର୍ଲ୍ଲଭ ମୁହୂର୍ତ୍ତ । ସେହି ଦୁର୍ଲ୍ଲଭ ମୁହୂର୍ତ୍ତରେ ପ୍ରଭୁ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ସମ୍ପନ୍ନ ହେବ । ଏହି ପୂଜାର୍ଚ୍ଚନା କାର୍ଯ୍ୟକ୍ରମରେ ଯଜମାନ ହେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ପରେ ଅନ୍ୟ ପାରମ୍ପରିକ କାର୍ଯ୍ୟ ହୋଇ ପ୍ରଭୁଙ୍କ ପାଖରେ ୫୬ ଭୋଗ ଲାଗିବ ଏବଂ ଏହାପରେ ମହାଦର୍ଶନ ଦେବେ ପ୍ରଭୁ ଶ୍ରୀରାମ ।

ରାମମନ୍ଦିର ଉଦଘାଟନ ଏବଂ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ସମାରୋହରେ ଯୋଗଦେବା ପାଇଁ ୫୪ଟି ଦେଶରୁ ୧୦୦ରୁ ଅଧିକ ପ୍ରତିନିଧି ଏବଂ ୫୦୦ ରୁ ଅଧିକ ରାଜ୍ୟ ଅତିଥି ଅଯୋଧ୍ୟାରେ ପହଞ୍ଚି ସାରିଛନ୍ତି । ସେଥିପାଇଁ ସାରା ସହରକୁ ଅଦ୍ଭୂତପୂର୍ବ ସୁରକ୍ଷା ବ୍ୟବସ୍ଥା ଭିତରେ ରଖାଯାଇଛି ।

ଏହି କାର୍ଯ୍ୟକ୍ରମକୁ କଂଗ୍ରେସ ସମେତ ଅନ୍ୟ ବିରୋଧୀ ଦଳ ନେତାମାନେ କିନ୍ତୁ ବର୍ଜନ କରିବାକୁ ନିଷ୍ପତ୍ତି ନେଇଛନ୍ତି । ତାମିଲନାଡୁରେ ଡିଏମକେ ସରକାର ଏହି କାର୍ଯ୍ୟକ୍ରମର ସିଧା ପ୍ରସାରଣ ଉପରେ ରୋକ୍ ଲଗାଇଛନ୍ତି । ଓଡ଼ିଶା ସମେତ ଅଧିକାଂଶ ରାଜ୍ୟ ସରକାର ଆସନ୍ତାକାଲି ହାଫ୍ ଡେ ଛୁଟି ଘୋଷଣା କରିଛନ୍ତି ।

 

 

Previous Post

ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ ଫୁଲନଖରା କ୍ୟାମ୍ପସ୍ ଲୋକାର୍ପିତ

Next Post

LIVE CONSECRATION CEREMONY OF RAM MANDIR AYODHYA DHAM 22ND JANUARY 2024

Next Post
ରାତି ପାହିଲେ ଅଯୋଧ୍ୟାରେ ରାମ ମନ୍ଦିର ପ୍ରତିଷ୍ଠା, ବିରାଜମାନ କରିବେ ପ୍ରଭୁ ଶ୍ରୀରାମ

LIVE CONSECRATION CEREMONY OF RAM MANDIR AYODHYA DHAM 22ND JANUARY 2024

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19181 shares
    Share 7672 Tweet 4795
  • ନବୀନ..ନବୀନ, ମୋହନ..ମୋହନ

    16600 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA