Saturday, August 8, 2026 10:32 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଶ୍ରୀମନ୍ଦିରରେ ନୂଆ ମୁଖ୍ୟ ପ୍ରଶାସକ ନିଯୁକ୍ତ

by Our Correspondent
29 Apr, 2023- 11:49 PM
in Latest News, News
1 min read
0
ଶ୍ରୀମନ୍ଦିରରେ ନୂଆ ମୁଖ୍ୟ ପ୍ରଶାସକ ନିଯୁକ୍ତ

ଭୁବନେଶ୍ୱର: ପୁରୀ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ଭାବେ ଜଣେ ଅଧିକାରୀଙ୍କୁ ମୁଖ୍ୟ ପ୍ରଶାସକ ଭାବେ ନିଯୁକ୍ତି ଦେବାକୁ ସୁପ୍ରିମକୋର୍ଟଙ୍କ ନିଦେ୍ର୍ଦଶକୁ ରାଜ୍ୟ ସରକାର ଶେଷରେ ପାଳନ କରିଛନ୍ତି । ଆଇଏଏସ୍ ଅଫିସର ରଞ୍ଜନ କୁମାର ଦାସଙ୍କୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ଆଜି ନିଯୁକ୍ତି ଦିଆଯାଇଛି ।

ଏକ ଜନସ୍ୱାର୍ଥ ମାମଲାର ବିିଚାର କରି ସର୍ବୋଚ୍ଚ ଅଦାଲତ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ଭାବେ ଜଣେ ଅଧିକାରୀଙ୍କୁ ନିଯୁକ୍ତି ଦେବାକୁ ନିର୍ଦ୍ଦେଶ ଦେଇଥିଲେ । ତେବେ କରୋନା ମହାମାରୀକୁ ଆଳ କରି ରାଜ୍ୟ ସରକାର ଏହି ନିର୍ଦ୍ଦେଶକୁ ଟାଳି ଦେଇଥିଲେ । ଅତିରିକ୍ତ ଭାବେ ଜଣେ ଆଇଏଏସ୍ ଅଧିକାରୀ ଏହି ଦାୟିତ୍ୱ ତୁଲାଉଥିଲେ ।

ନବନିଯୁକ୍ତ ମୁଖ୍ୟ ପ୍ରଶାସକ ଶ୍ରୀ ଦାସ ରାଜ୍ୟ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗର ନିର୍ଦ୍ଦେଶ ଭାବେ କାର୍ଯ୍ୟ କରୁଥିଲେ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଦାୟିତ୍ୱରେ ଥିବା ଆଇଏଏସ୍ ବୀର ବିକ୍ରମ ଯାଦବଙ୍କଠାରୁ ସେ ଦାୟିତ୍ୱ ଗ୍ରହଣ କରିବେ । ଶ୍ରୀ ଯାଦବ ପୂର୍ତ୍ତ ଓ ଖାଦ୍ୟ ଯୋଗାଣ ବିଭାଗ ସହିତ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଉଥିଲେ ।

ଶ୍ରୀ ଦାସଙ୍କ ଜାଗାରେ ମୁଖ୍ୟ ଶାସନ ସଚିବଙ୍କ ଓଏସଡି ଭାବେ କାର୍ଯ୍ୟ କରୁଥିବା ଆଇଏଏସ୍ ଅଫିସର ଦିଲ୍ଲୀପ ରାଉତରାୟଙ୍କୁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ନିର୍ଦ୍ଦେଶ ଭାବେ ନିଯୁକ୍ତି ଦିଆଯାଇଛି ।

ସେହିଭଳି ଆଇଏଏସ ଅଫିସର ଶ୍ରୀକାନ୍ତ ପୃଷ୍ଟିଙ୍କୁ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ବଦଳି କରାଯାଇଛି । ଶ୍ରୀ ପୃଷ୍ଟି ହସ୍ତଶିଳ୍ପ, ହସ୍ତତନ୍ତ ଓ ବୟନଶିଳ୍ପ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ କାର୍ଯ୍ୟ କରୁଥିଲେ ।

ରାଜ୍ୟ ସରକାରଙ୍କ ପକ୍ଷରୁ ଆଜି ଏହି ବିଜ୍ଞପ୍ତି ପ୍ରକାଶ ପାଇଛି ।

Previous Post

ପାଣ୍ଡିଆନ୍ ଙ୍କ କେନ୍ଦ୍ରାପଡ଼ା ଗସ୍ତର ଦ୍ୱିତୀୟ ଦିନ

Next Post

ଆଣବିକ ଶକ୍ତି କମିସନ ଅଧ୍ୟକ୍ଷ ପଦରେ ଓଡ଼ିଆ ବୈଜ୍ଞାନିକ

Next Post
ଆଣବିକ ଶକ୍ତି କମିସନ ଅଧ୍ୟକ୍ଷ ପଦରେ ଓଡ଼ିଆ ବୈଜ୍ଞାନିକ

ଆଣବିକ ଶକ୍ତି କମିସନ ଅଧ୍ୟକ୍ଷ ପଦରେ ଓଡ଼ିଆ ବୈଜ୍ଞାନିକ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA