Thursday, June 25, 2026 04:07 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ବିଜେଡିରେ ମିଶିଲେ ବିଜେପିର ରଞ୍ଜନ ପଲେଇ

by Our Correspondent
13 Sep, 2023- 11:09 PM
in Latest News, News, Politics
1 min read
0
ବିଜେଡିରେ ମିଶିଲେ ବିଜେପିର ରଞ୍ଜନ ପଲେଇ

ଭୁବନେଶ୍ୱର: କବିସୂର୍ଯ୍ୟନଗର ନିର୍ବାଚନମଣ୍ଡଳୀର ଗତ ନିର୍ବାଚନରେ ବିଜେପି ବିଧାୟକ ପ୍ରାର୍ଥି ତଥା ରାଜ୍ୟ କାଉନସିଲ ସଦସ୍ୟ ରଞ୍ଜନ ପଲେଇଙ୍କ ସମେତ ଶତାଧିକ ବିଜେପି କର୍ମକର୍ତ୍ତା ଓ କର୍ମୀ ଆଜି ଶଙ୍ଖଭବନଠାରେ ବିଜୁ ଜନତା ଦଳ ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ଉପସ୍ଥିତିରେ ବିଜେଡିରେ ସାମିଲ ହୋଇଛନ୍ତି । ଏହି ଅବସରରେ ବିଜେଡି ସାଧାରଣ ସମ୍ପାଦକ ତଥା ରାଜ୍ୟସଭା ସାଂସଦ ମାନସ ମଙ୍ଗରାଜ, କବିସୂର୍ଯ୍ୟନଗର ବିଧାୟିକା ଶ୍ରୀମତୀ ଲତିକା ପ୍ରଧାନ, ବ୍ରହ୍ମପୁର ବିଧାୟକ ବିକ୍ରମ କୁମାର ପଣ୍ଡା ଓ ସୋରଡା ବିଧାୟକ ପୂର୍ଣ୍ଣଚନ୍ଦ୍ର ସ୍ୱାଇଁ ଉପସ୍ଥିତ ରହି ଶ୍ରୀ ପଲାଇ ଓ ସମସ୍ତ ବିଜେପି କର୍ମକର୍ତ୍ତା ଓ କର୍ମୀଙ୍କୁ ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ ।

ଏହି ଅବସରେ ଶ୍ରୀ ପଲାଇ କହିଛନ୍ତି ଯେ, ବିଜୁ ଜନତା ଦଳରେ ଦୀର୍ଘ ଦିନ ଧରି କାର୍ଯ୍ୟ କରିଥିଲେ ମଧ୍ୟ ଗୋପାଳପୁର ବିଧାୟକ ପ୍ରଦୀପ ପାଣୀଗ୍ରାହୀଙ୍କ ବ୍ୟବହାର ଏବଂ କାର୍ଯ୍ୟକଳାପରେ ଅତିଷ୍ଠ ହୋଇ ୨୦୧୭ରେ ବିଜେପିରେ ଯୋଗ ଦେଇଥିଲି । କିନ୍ତୁ ରାଜ୍ୟର ସ୍ୱାର୍ଥ ପାଇଁ ଲଢେଇ କରିବା ପରିବର୍ତ୍ତେ ଓଡିଶା ବିଜେପି ନେତାମାନେ ନିଜ ନିଜ ସ୍ୱାର୍ଥ ପାଇଁ ପରସ୍ପର ଭିତରେ ଲଢେଇ ଜାରି ରଖିଥିବା ଅନୁଭବ କରି ଦଳରୁ ଇସ୍ତଫା ଦେଇଛି । ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ବିକାଶମୂଳକ କାର୍ଯ୍ୟକ୍ରମରେ ଅନୁପ୍ରାଣିତ ହୋଇ ବିଜେଡିରେ ଯୋଗ ଦେବା ପାଇଁ ନିଷ୍ପତ୍ତି ନେଲି । ମୋ ସହ କବିସୂର୍ଯ୍ୟନଗର ଏବଂ ଜିଲ୍ଲାର ଶତାଧିକ ବିଜେପି କର୍ମକର୍ତ୍ତା ଆଜି ବିଜେଡିରେ ଯୋଗ ଦେଇଛନ୍ତି । ଦଳରେ ଗ୍ରହଣ କରିଥିବାରୁ ଶ୍ରୀ ପଲାଇ ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ଶ୍ରୀ  ଦାସ, ରାଜ୍ୟସଭା ସାଂସଦ ଶ୍ରୀ ମଙ୍ଗରାଜ ଓ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରିଥିଲେ ।

ଏହି ମିଶ୍ରଣ ପର୍ବରେ ବିଜେପି ଛାଡି ବିଜେଡିରେ ମିଶିଥିବା କର୍ମକର୍ତ୍ତାମାନେ ହେଲେ ରାଜ୍ୟ ବିଜେପି କାର୍ଯ୍ୟକାରିଣୀ ସଭ୍ୟ ବାଂଛାନିଧି ରାଉତ, ମଣ୍ଡଳ ସଭାପତି ସର୍ବଶ୍ରୀ ଅଶୋକ ସାହୁ, ଅଶୋକ ପ୍ରଧାନ, ମୀନକେତନ ପାଣିଗ୍ରାହୀ, ସୁଦର୍ଶନ ସାହୁ, ବିଜେପି ଜିଲ୍ଲା ଓବିସି ମୋର୍ଚ୍ଚା ସଭାପତି ପ୍ରଶାନ୍ତ ସାହୁ, ବିଜେପି ଜିଲ୍ଲା କୃଷକ ମୋର୍ଚ୍ଚା ପ୍ରହ୍ଲାଦ ସାହୁ, ସନ୍ତୋଷ ମିଶ୍ର, ବିଭୁନନ୍ଦନ ମହାପାତ୍ର, ବଳରାମ ପ୍ରଧାନ, ପ୍ରହ୍ଲାଦ ଜେନା, ବନମାଳୀ ସ୍ୱାଇଁ, ନରୋତ୍ତମ ସାହୁ, ଅକ୍ଷୟ କୁମାର କର, ବିଜେପି ଯୁବମୋର୍ଚ୍ଚା ମଣ୍ଡଳ ସଭାପତି ମିଟୁ ସ୍ୱାଇଁ, ବିମଳ କୁମାର ସ୍ୱାଇଁ, ବନବୀର ସ୍ୱାଇଁ, ବିଜେପି ମହିଳା ମୋର୍ଚ୍ଚା ମଣ୍ଡଳ ସଭାପତି ଇ.ଲଳିତା ପାତ୍ର, ବୃନ୍ଦାବନ କହଣ, ସନ୍ତୋଷ କୁମାର ନାୟକ, ପ୍ରକାଶ ଦୋରା, ଲକ୍ଷ୍ମୀପ୍ରିୟା ସ୍ୱାଇଁ, ବସନ୍ତ ବେହେରା, ସୀମାଞ୍ଚଳ ବେହେରା, ସଂଗୀତା କର, ଇ.କ୍ରିଷ୍ଣାମୂର୍ତ୍ତୀ ପାତ୍ର ଓ ସାଜିଦ ପଲେଇ ସହ ଶତାଧିକ ବିଜେପି କର୍ମକର୍ତ୍ତା ପ୍ରମୁଖ ବିଜୁ ଜନତା ଦଳରେ ଯୋଗ ଦେଇଥିଲେ । ମୁଖପାତ୍ର ଡ.ପ୍ରିୟବ୍ରତ ମାଝୀ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ ବେଳେ ମୁଖପାତ୍ର ତୁମ୍ବନାଥ ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ ।

 

Previous Post

Jajpur medical college and hospital to be named after Jajati Keshari

Next Post

ଓଏଏସ୍ ରେ କୃତକାର୍ଯ୍ୟ ସୋଆ ଆଇନ୍ ଛାତ୍ରୀ ସମ୍ବର୍ଦ୍ଧିିତ

Next Post
ଓଏଏସ୍ ରେ କୃତକାର୍ଯ୍ୟ ସୋଆ ଆଇନ୍ ଛାତ୍ରୀ ସମ୍ବର୍ଦ୍ଧିିତ

ଓଏଏସ୍ ରେ କୃତକାର୍ଯ୍ୟ ସୋଆ ଆଇନ୍ ଛାତ୍ରୀ ସମ୍ବର୍ଦ୍ଧିିତ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA