Thursday, April 30, 2026 03:01 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home News

ଦଶମ ଓ ଦ୍ୱାଦଶରେ କିସ୍‍ରୁ ରେକର୍ଡ଼ ସଂଖ୍ୟକ ପରୀକ୍ଷାର୍ଥୀ

ସମଗ୍ର ଦେଶରେ ପ୍ରଥମ

by Our Correspondent
12 Feb, 2025- 09:50 PM
in News
1 min read
0
ଦଶମ ଓ ଦ୍ୱାଦଶରେ କିସ୍‍ରୁ ରେକର୍ଡ଼ ସଂଖ୍ୟକ ପରୀକ୍ଷାର୍ଥୀ

ଭୁବନେଶ୍ୱର: ଚଳିତ ବର୍ଷ ମାଧ୍ୟମିକ ଶିକ୍ଷା ବୋର୍ଡ଼ ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ ଓ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ +୨ ପରୀକ୍ଷାରେ କିସ୍‍ରୁ ରେକର୍ଡ଼ ସଂଖ୍ୟକ ଛାତ୍ରଛାତ୍ରୀ ପରୀକ୍ଷା ଦେବେ । କିସ୍‍ର ୨୦୦୦ ଛାତ୍ରଛାତ୍ରୀ ଦଶମ ଶ୍ରେଣୀ ପରୀକ୍ଷା ଦେଉଥିବା ବେଳେ ୧୯୦୦ ଛାତ୍ରଛାତ୍ରୀ +୨ ପରୀକ୍ଷା ଦେବେ । ଉଭୟ ଦଶମ ଓ +୨ ପରୀକ୍ଷା ଦେବାକୁ ଯାଉଥିବା ଛାତ୍ରଛାତ୍ରୀମାନଙ୍କ ମଧ୍ୟରୁ ୬୦% ହେଉଛନ୍ତି ଛାତ୍ରୀ ।

ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ପରୀକ୍ଷାର ଅବ୍ୟବହିତ ପୂର୍ବରୁ କିଟ୍‍ ଓ କିସ୍‍ର ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଆଜି ଛାତ୍ରଛାତ୍ରୀମାନଙ୍କୁ ପରୀକ୍ଷା ସମ୍ପର୍କିତ ଆବଶ୍ୟକ ପରାମର୍ଶ ଦେବା ସହ ସେମାନଙ୍କୁ କଲମ ବଣ୍ଟନ କରିଥିଲେ । ଏହି ଅବସରରେ ସେ ପରୀକ୍ଷାରେ ଛାତ୍ରଛାତ୍ରୀଙ୍କ ସଫଳତା କାମନା କରିଥିଲେ।

ଦଶମ ଶ୍ରେଣୀ ପିଲାଙ୍କ ପାଇଁ ୟୁନିଟ୍‍-୮ ଓ ନିଳାଦ୍ରୀ ବିହାର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର, ଆଇଆରସି ଭିଲେଜସ୍ଥିତ ସରକାରୀ ହାଇସ୍କୁଲ ଓ ଚନ୍ଦ୍ରଶେଖରପୁରସ୍ଥିତ ବିବେକାନନ୍ଦ ଶିକ୍ଷାକେନ୍ଦ୍ର ପରୀକ୍ଷା କେନ୍ଦ୍ର ହୋଇଛି ।

ସେହିପରି +୨ ପରୀକ୍ଷାର୍ଥିଙ୍କ ନିମନ୍ତେ ରାଜଧାନୀ କଲେଜ ଓ ମହର୍ଷି କଲେଜ ଅଫ୍‍ ନାଚୁରାଲ୍‍ ଲ ପରୀକ୍ଷା କେନ୍ଦ୍ର ହୋଇଛି ।

ଆସନ୍ତା ୨୧ ତାରିଖରୁ ଦଶମ ବୋର୍ଡ ପରୀକ୍ଷା ଆରମ୍ଭ ହେଉଥିବା ବେଳେ ୧୮ ତାରିଖରୁ +୨ ପରୀକ୍ଷା ଆରମ୍ଭ ହେଉଛି ।

ଛାତ୍ରଛାତ୍ରୀଙ୍କୁ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ପହଞ୍ଚାଇବା ପାଇଁ କିସ୍‍ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି । ପିଲାମାନଙ୍କୁ ପରୀକ୍ଷା କେନ୍ଦ୍ରକୁ ନେବା ଆଣିବା ପାଇଁ ୫୦ଟି ଲେଖାଏଁ ବସର ବ୍ୟବସ୍ଥା କରାଯାଇଛି ।

Previous Post

ପ୍ରାଥମିକ ବିଦ୍ୟାଳୟର କନିଷ୍ଠ ଶିକ୍ଷକଙ୍କ ଦରମା ବଢ଼ିଲା

Next Post

ଜୀବନୀ ପୁସ୍ତକ ଡିଅର୍‌ ଡିଆର୍‌ ଉନ୍ମୋଚିତ

Next Post
ଜୀବନୀ ପୁସ୍ତକ ଡିଅର୍‌ ଡିଆର୍‌ ଉନ୍ମୋଚିତ

ଜୀବନୀ ପୁସ୍ତକ ଡିଅର୍‌ ଡିଆର୍‌ ଉନ୍ମୋଚିତ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19182 shares
    Share 7673 Tweet 4796
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA