Saturday, April 18, 2026 03:31 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ମାଆ, ମାତୃଭାଷା ଓ ମାତୃଭୂମିକୁ ଭୁଲିଯିବା ଉଚିତ ନୁହେଁ: ଉପରାଷ୍ଟ୍ରପତି

‘ମାଇଁ ମଦର- ମାଇଁ ହିରୋ’ ପୁସ୍ତକ ଉନ୍ମୋଚିତ

by Our Correspondent
03 Apr, 2021- 12:12 AM
in Latest News, News
1 min read
0
ମାଆ, ମାତୃଭାଷା ଓ ମାତୃଭୂମିକୁ ଭୁଲିଯିବା ଉଚିତ ନୁହେଁ: ଉପରାଷ୍ଟ୍ରପତି

ଭୁବନେଶ୍ୱର: ମାଆ, ମାତୃଭାଷା ଓ ମାତୃଭୂମିକୁ ଆମେମାନେ ଭୁଲିଯିବା ଉଚିତ ନୁହେଁ । ଅଚ୍ୟୁତ ସାମନ୍ତଙ୍କ ଲିଖିତ ‘ମାଇଁ ମଦର – ମାଇଁ ହିରୋ’ ଇଂରାଜୀ ପୁସ୍ତକ ଶୁକ୍ରବାର ରାଜଭବନଠାରେ ଉନ୍ମୋଚନ କରି ଏହା କହିଛନ୍ତି ଭାରତର ଉପରାଷ୍ଟ୍ରପତି ଏମ୍‍ ଭେଙ୍କେୟା ନାଇଡୁ । ଆମେ ବହୁ ବିଶିଷ୍ଟ ବ୍ୟକ୍ତିଙ୍କ ଜୀବନୀ ପଢ଼ିଛୁ ମାତ୍ର ଜଣେ ମାଆଙ୍କ ଜୀବନୀ ଲେଖାଯିବା ନିଶ୍ଚିତ ଭାବେ ସ୍ୱତନ୍ତ୍ର ଓ ପ୍ରେରଣାଦାୟୀ ବୋଲି ଉପରାଷ୍ଟ୍ରପତି କହିଥିଲେ ।

କାର୍ଯ୍ୟକ୍ରମରେ ଓଡ଼ିଶା ରାଜ୍ୟପାଳ ଗଣେଶୀଲାଲ୍‍ ଯୋଗଦେଇ କହିଲେ, ଆମେ କେବଳ ମାନବସେବା କରିବା ନାହିଁ, ଆମେ ମାନବିକତାକୁ ମଧ୍ୟ ପୂଜା କରିବା ଉଚିତ । ଯଥେଷ୍ଟ କମ୍‍ ବୟସରେ ଶ୍ରୀ ସାମନ୍ତ ଏଭଳି ଏକ ଗୁରୁତ୍ୱପୂର୍ଣ୍ଣ ପୁସ୍ତକ ଲେଖିଛନ୍ତି ।

ସୂଚନାଯୋଗ୍ୟ, ଅଚ୍ୟୁତ ସାମନ୍ତଙ୍କ ମାଆ ନୀଳିମାରାଣୀ ନିଜ ସଂଘର୍ଷମୟ ଜୀବନ ମଧ୍ୟରେ ନିଜ ପିଲାଙ୍କୁ ସଫଳ ମଣିଷ କରି ଗଢ଼ି ତୋଳିବାରେ ସକ୍ଷମ ହୋଇପାରିଛନ୍ତି ଏବଂ ମାଆଙ୍କ ଜୀବନାଦର୍ଶ ଓ ମୂଲ୍ୟବୋଧକୁ ଆଧାର କରି ଲେଖକ ଅଚ୍ୟୁତ ସାମନ୍ତ କିଭଳି ସମଗ୍ର ବିଶ୍ୱରେ ଏକ ସ୍ୱତନ୍ତ୍ର ପରିଚିତି ସୃଷ୍ଟି କରିପାରିଛନ୍ତି ତାହା ହିଁ ଏହି ପୁସ୍ତକର ନିଷ୍କର୍ସ ।

ନିଜ ବକ୍ତବ୍ୟରେ ଶ୍ରୀ ସାମନ୍ତ କହିଛନ୍ତି ସେ ସର୍ବଦା ନାରୀଶକ୍ତିକୁ ସମ୍ମାନ ଦେଇଛନ୍ତି । ନାରୀଶକ୍ତିର ପ୍ରଭାବ ସେ ପିଲାଟି ବେଳୁ ଅନୁଭବ କରିଆସିଛନ୍ତି । ନାରୀଶକ୍ତି ସର୍ବଦା ସମାଜର ଉନ୍ନତି କରିଆସିଛି । ନାରୀଶକ୍ତିକୁ ଯେତେ ସଶକ୍ତ କରାଯିବ ଦେଶ ଓ ସମାଜର ସେତିକି ଉନ୍ନତି ହେବ ବୋଲି ବିଶ୍ୱାସ କରନ୍ତି । ପୁସ୍ତକଟି ନାରୀଶକ୍ତିକୁ କେନ୍ଦ୍ରକରି ଲେଖାଯାଇଛି । ନାରୀଶକ୍ତିକୁ ବ୍ୟାଖ୍ୟା କରିବାକୁ ଯାଇ ଶ୍ରୀ ସାମନ୍ତ ନିଜ ମାଆଙ୍କ ଉଦାହରଣ ନେଇଛନ୍ତି । ନୀଳିମାରାଣୀ ଦେବୀଙ୍କ ଉଦ୍ୟମ, ଆଦର୍ଶ ଓ ପ୍ରେରଣା ଯୋଗୁଁ କଟକ ଜିଲ୍ଲାର ନିପଟ ମଫସଲ ଗାଁଆ କଲରାବାଙ୍କ ଦେଶର ପ୍ରଥମ ଆଦର୍ଶ ଗ୍ରାମ ଓ ପରେ ସ୍ମାର୍ଟ ଗ୍ରାମ କଲରାବାଙ୍କ ଏବଂ ମାଣପୁର କିଭଳି ଏକ ସ୍ମାର୍ଟ ପଞ୍ଚାୟତରେ ପରିଣତ ହୋଇପାରିଛି ସେ ସଂପର୍କରେ ଏହି ପୁସ୍ତକରେ ବିଶେଷ ଆଲୋଚନା କରାଯାଇଛି ।

ମାତ୍ର ୪୦ ବର୍ଷ ବୟସରେ ସ୍ୱାମୀଙ୍କୁ ହରାଇ ଅଚ୍ୟୁତଙ୍କ ମାଆ ନୀଳିମାରାଣୀ ଦେବୀ ସଂପୂର୍ଣ୍ଣ ଅସହାୟ, ନିରାଶ୍ରୟ ଓ ବେସାହାରା ହୋଇପଡ଼ିଥିଲେ । ଏକ ଟ୍ରେନ୍‍ ଦୁର୍ଘଟଣାରେ ଅଚ୍ୟୁତଙ୍କ ପିତା ଅନାଦି ଚରଣଙ୍କ ଅକାଳ ମୃତ୍ୟୁ ପରେ ନୀଳିମାରାଣୀଙ୍କ ଚାରିପଟ ଅନ୍ଧକାର ହୋଇଯାଇଥିଲା । ନିଜର ଦୃଢ଼ ମନୋବଳ, ନିଷ୍ଠା, ସଂଘର୍ଷ ମଧ୍ୟରେ ଜୀବନ ଅତିବାହିତ କରି ଶେଷ ଜୀବନ ପର୍ଯ୍ୟନ୍ତ ନିଜ କନିଷ୍ଠ ପୁତ୍ର ଅଚ୍ୟୁତଙ୍କ ମାଧ୍ୟମରେ ସ୍ମାର୍ଟ ଗ୍ରାମ କଲରାବାଙ୍କ ଓ ସ୍ମାର୍ଟ ପଞ୍ଚାୟତ ମାଣପୁରର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟରେ ନିଜକୁ ନିୟୋଜିତ କରି ରଖିଥିଲେ ।

ମୋଟାମୋଟି ଭାବେ ନୀଳିମାରାଣୀ ଦେବୀଙ୍କ ସଂଘର୍ଷମୟ ଜୀବନ ସହ ଅଚ୍ୟୁତ ପ୍ରତି ନୀଳିମାରାଣୀଙ୍କ ଅବଦାନ ହିଁ ପୁସ୍ତକର ମୁଖ୍ୟ ବିଷୟବସ୍ତୁ ।

Previous Post

ଅଢ଼େଇ ବର୍ଷରେ ସମ୍ପୂର୍ଣ୍ଣ ହେବ ଫୁଲବାଣୀ ମେଡ଼ିକାଲ୍ କଲେଜ

Next Post

ସୋମବାରଠାରୁ ୧୦ ଜିଲ୍ଲାରେ ନାଇଟ୍ କର୍ଫ୍ୟୁ

Next Post
ସୋମବାରଠାରୁ ୧୦ ଜିଲ୍ଲାରେ ନାଇଟ୍ କର୍ଫ୍ୟୁ

ସୋମବାରଠାରୁ ୧୦ ଜିଲ୍ଲାରେ ନାଇଟ୍ କର୍ଫ୍ୟୁ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19181 shares
    Share 7672 Tweet 4795
  • ନବୀନ..ନବୀନ, ମୋହନ..ମୋହନ

    16600 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA