Wednesday, April 22, 2026 04:52 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home News

ଡିଏଭି ପୋଖରୀପୁଟରେ ୭୬ତମ ସାଧାରଣତନ୍ତ୍ର ଦିବସ ପାଳିତ

by Our Correspondent
27 Jan, 2025- 11:15 PM
in News
1 min read
0
ଡିଏଭି ପୋଖରୀପୁଟରେ ୭୬ତମ ସାଧାରଣତନ୍ତ୍ର ଦିବସ ପାଳିତ

ଭୁବନେଶ୍ୱର: ଡିଏଭି ପୋଖରୀପୁଟରେ ୭୬ ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ବିଦ୍ୟାଳୟ ପରିଚାଳନା ସମିତିର ଚେୟାରମ୍ୟାନ୍ ଡ. ଅରୁଣ କୁମାର ରଥ ମୁଖ୍ୟଅତିଥି ରୂପେ ଯୋଗଦାନ କରି ଜାତୀୟ ପତାକା ଉତ୍ତୋଳନ କରିଥିଲେ । ବିଶ୍ୱ ଦରବାରରେ ଭାରତ ଏକ ଶକ୍ତିଶାଳୀ ରାଷ୍ଟ୍ର ରୂପେ ପରିଚିତ ହେବା ପାଇଁ ସମସ୍ତଙ୍କର ଉଦ୍‌ଯୋଗ ଏକାନ୍ତ ଆବଶ୍ୟକ ବୋଲି ସେ ନିଜର ଅଭିଭାଷଣରେ କହିଥିଲେ । ଜାତୀୟ ସ୍ତରରେ ଡିଏଭି ପୋଖରୀପୁଟର ମର୍ଯ୍ୟାଦା ବୃଦ୍ଧି ନିମନ୍ତେ ସମସ୍ତଙ୍କର ଏକନିଷ୍ଠ ସାଧନାର ଆବଶ୍ୟକତା ବୋଲି ସେ ବିଦ୍ୟାର୍ଥୀମାନଙ୍କୁ ଆହ୍ୱାନ ଦେଇଥିଲେ ।

ସ୍ୱାଧୀନତା ସଂଗ୍ରାମୀମାନଙ୍କ ଜୀବନାଦର୍ଶରେ ଅନୁପ୍ରାଣିତ ହୋଇ ଦେଶପ୍ରେମରେ ବ୍ରତୀ ହେଲେ ଏହି ଦିବସ ପାଳନର ଉଦ୍ଦେଶ୍ୟ ସଫଳ ହେବ ବୋଲି ବିଦ୍ୟାଳୟର ଅଧ୍ୟକ୍ଷ ବିପିନ କୁମାର ସାହୁ ନିଜର ଅଭିଭାଷଣରେ କହିଥିଲେ ।

ଏହି ଅବସରରେ ବିଦ୍ୟାଳୟର ଚାରୋଟି ସଦନ ଭକ୍ତି, ସ୍ତୁତି, ଶ୍ଲୋକ ଓ ମନ୍ତ୍ର ବିଦ୍ୟାର୍ଥୀମାନଙ୍କ ଦ୍ୱାରା ଚିତ୍ତାକର୍ଷକ ପ୍ୟାରେଡ଼ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା , ଯେଉଁଥିରେ ମନ୍ତ୍ର ସଦନର ବିଦ୍ୟାର୍ଥୀ ଚମ୍ପିୟାନ୍ ହୋଇଥିବା ବେଳେ ଶ୍ଲୋକ ସଦନର ବିଦ୍ୟାର୍ଥୀ ରନର୍ସ ଅପ୍‌ ହୋଇଥିଲେ ।

ମନ୍ତ୍ର ସଦନର ଶିକ୍ଷକ ଶିକ୍ଷୟିତ୍ରୀ ନରୋତ୍ତମ ଷଡ଼ଙ୍ଗୀ, ସୁକୁମାର ପାଣି ଓ ବିନ୍ଦୁରାଣୀ ଦତ୍ତ ବିଦ୍ୟାର୍ଥୀଙ୍କର ଏହି ସଫଳତା ପାଇଁ ସେମାନଙ୍କୁ ଶୁଭେଛା ଜଣାଇଥିଲେ। ଛାତ୍ରଛାତ୍ରୀଙ୍କ ଦ୍ୱାରା ସାମୂହିକ ସଂଗୀତ ଏବଂ ଚିତ୍ତାକର୍ଷକ ନୃତ୍ୟ ପରିବେଷିତ ହୋଇଥିଲା । ଜାତୀୟତାବୋଧ ଭାବଗମ୍ଭୀର ପରିବେଶ ସମସ୍ତଙ୍କୁ ମନ୍ତ୍ରମୁଗ୍‌ଧ କରିଥିଲା ।

Previous Post

କିଟ୍ ଓ କିସ୍‌ରେ ୭୬ତମ ସାଧାରଣତନ୍ତ୍ର ଦିବସ ପାଳିତ

Next Post

Speech of CM at the CII Session on the Eve of Make in Odisha Conclave 2025

Next Post
Speech of  CM at the CII  Session on the Eve of Make in Odisha Conclave 2025

Speech of CM at the CII Session on the Eve of Make in Odisha Conclave 2025

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19181 shares
    Share 7672 Tweet 4795
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA