Sunday, June 15, 2025 03:01 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ହଟ୍ଟଗୋଳ: ଚାଲିପାରିଲାନି ବିଧାନସଭା

ଆଦିବାସୀଙ୍କ ଜମି କିଣାବିକା ପ୍ରସଙ୍ଗ

by Our Correspondent
22 Nov, 2023- 07:35 PM
in Latest News, News
1 min read
0
ହଟ୍ଟଗୋଳ: ଚାଲିପାରିଲାନି ବିଧାନସଭା

ଭୁବନେଶ୍ୱର: ଆଦିବାସୀଙ୍କ ଜମି କିଣାବିକା ନେଇ ରାଜ୍ୟ କ୍ୟାବିନେଟ୍ ର ନିଷ୍ପତ୍ତି ସମ୍ପୂର୍ଣ୍ଣ ପ୍ରତ୍ୟାହାର ପାଇଁ ବିରୋଧୀ ଦଳ ଦାବି କରିଛନ୍ତି । ଆଜି ବିଧାନସଭାରେ କଂଗ୍ରେସ ଓ ବିଜେପି ଏହି ପ୍ରସଙ୍ଗ ଉଠାଇ ପ୍ରବଳ ହଟ୍ଟଗୋଳ କରିବାରୁ ଗୃହ ଚାଲିପାରିନାହିଁ । କ୍ୟାବିନେଟ୍ ରେ ହୋଇଥିବା ନିଷ୍ପତ୍ତି କୁ ସରକାର ସ୍ଥଗିତ ନ ରଖି ସମ୍ପୂର୍ଣ୍ଣ ପ୍ରତ୍ୟାହାର କରନ୍ତୁ ବୋଲି ସେମାନେ ଜିଦ୍ ଧରିଛନ୍ତି । ଗୃହରେ ଅଚଳାବସ୍ଥା ଦୂର ପାଇଁ ବାଚସ୍ପତି ଶ୍ରୀମତୀ ପ୍ରମିଳା ମଲ୍ଲିକ ଡାକିଥିବା ସର୍ବଦଳୀୟ ବୈଠକ ସଫଳ ହୋଇନାହିଁ ।

ଆଜି ବିଧାନସଭା ବୈଠକ ଆରମ୍ଭ ହେବା ମାତ୍ରେ କଂଗ୍ରେସ ଓ ବିଜେପି ବିଧାୟକମାନେ ହାତରେ ପ୍ଲାକାର୍ଡ ଧରି ଗୃହର ମଧ୍ୟଭାଗକୁ ଆସି ପ୍ରବଳ ହଟ୍ଟଗୋଳ କରିଥିଲେ । ଆଦିବାସୀଙ୍କ ଜମି ଅଣ ଆଦିବାସୀଙ୍କୁ କିଣାବିକା ନେଇ କ୍ୟାବିନେଟ୍ ନିଷ୍ପତ୍ତି ପ୍ରତ୍ୟାହାର ପାଇଁ ସେମାନେ ନାରାବାଜି କରିଥିଲେ । ଆଦିବାସୀଙ୍କ ଅଧିକାର ନେଇ ମୋସନ୍ ଆକାରରେ ବିଜେପି ଆଲୋଚନା ମଧ୍ୟ ଚାହୁଁଥିଲା । ବିଧାୟକମାନେ ନିଜ ନିଜ ଆସନକୁ ଫେରି ପ୍ରଶ୍ନୋତ୍ତର କାର୍ଯ୍ୟରେ ସହଯୋଗ କରିବାକୁ ବାଚସ୍ପତି ଅନୁରୋଧ କରିଥିଲେ ମଧ୍ୟ କେହି ଶୁଣି ନ ଥିଲେ । ତେଣୁ ବାଚସ୍ପତି ଗୃହକୁ ଦିନ ୧୨ଟା ପର୍ଯ୍ୟନ୍ତ ମୁଲତବୀ ରଖିଥିଲେ ।

୧୨ଟାରେ ଅନୁରୂପ ଅବସ୍ଥା ଦେଖାଦେବାରୁ ବାଚସ୍ପତି ପ୍ରଥମେ ୪୫ ମିନିଟ୍ ପାଇଁ ଗୃହକୁ ମୁଲତବୀ ଘୋଷଣା କରି ସର୍ବଦଳୀୟ ବୈଠକ ଡାକିଥିଲେ । ପରେ ଗୃହକୁ ୪ଟା ପର୍ଯ୍ୟନ୍ତ ମୁଲତବୀ ରଖାଯାଇଥିଲା । ଇତିମଧ୍ୟରେ ସର୍ବଦଳୀୟ ବୈଠକରେ କୌଣସି ନିର୍ଯ୍ୟାସ ବାହାରି ନ ଥିଲା । ଅପରାହ୍ନ ଅଧିବେଶନ ଆରମ୍ଭରୁ ବିରୋଧୀ ପୁଣି ହଟ୍ଟଗୋଳ କରିଥିଲେ । ଏହି ହଟ୍ଟଗୋଳ ମଧ୍ୟରେ ସରକାରଙ୍କ ପକ୍ଷରୁ ଭୂ-ସଂସ୍କାର ଦ୍ୱିତୀୟ ସଂଶୋଧନ ବିଧେୟକ ଉପସ୍ଥାପନ କରାଯାଇଥିଲା । ଏହାପରେ ଆସନ୍ତାକାଲି ପର୍ଯ୍ୟନ୍ତ ବିଧାନସଭାକୁ ମୁଲତବୀ ଘୋଷଣା କରିଥିଲେ ବାଚସ୍ପତି ।

 

Previous Post

କଂଗ୍ରେସ ଭବନରେ ଆଉ ମିଳିବେନି ରାଧା ବାବୁ

Next Post

ସୁଜାତା ରାଉତ କାର୍ତ୍ତିକେୟନଙ୍କୁ ଅତିରିକ୍ତ ଦାୟିତ୍ୱ

Next Post
ସୁଜାତା ରାଉତ କାର୍ତ୍ତିକେୟନଙ୍କୁ ଅତିରିକ୍ତ ଦାୟିତ୍ୱ

ସୁଜାତା ରାଉତ କାର୍ତ୍ତିକେୟନଙ୍କୁ ଅତିରିକ୍ତ ଦାୟିତ୍ୱ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19058 shares
    Share 7623 Tweet 4765
  • ନବୀନ..ନବୀନ, ମୋହନ..ମୋହନ

    16582 shares
    Share 6633 Tweet 4146
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7287 shares
    Share 2915 Tweet 1822
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5779 shares
    Share 2312 Tweet 1445
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5464 shares
    Share 2186 Tweet 1366

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA