Thursday, August 13, 2026 12:51 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ସାଇ-ଟେଡ୍‌ ରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

ଆଜିର ପିଲାମାନେ ହିଁ ହେବେ, ସମୃଦ୍ଧ ଓଡ଼ିଶା ଓ ବିକଶିତ ଭାରତର ନିର୍ମାତା

by Our Correspondent
26 Nov, 2025- 07:32 PM
in Latest News, News
1 min read
0
ସାଇ-ଟେଡ୍‌ ରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସଭ୍ୟତାର ବିକାଶ ପାଇଁ Science ଓ Technology ର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ଭାରତକୁ ବିଶ୍ୱଶକ୍ତି ହେବାକୁ ହେଲେ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟାରେ ଆମ ଛାତ୍ରଛାତ୍ରୀଙ୍କୁ ଦକ୍ଷତା ହାସଲ କରିବାକୁ ପଡ଼ିବ ଏବଂ ଆଜିର ପିଲାମାନେ ହିଁ ହେବେ, ସମୃଦ୍ଧ ଓଡ଼ିଶା ଓ ବିକଶିତ ଭାରତର ନିର୍ମାତା ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ବର ସ୍ଥିତ Sai International ସ୍କୁଲର ବିଜ୍ଞାନ ଓ ପ୍ରଯୁକ୍ତି ମହୋତ୍ସବ ସାଇ-ଟେଡ୍‌ (SAI-TED) 2025 ରେ ଯୋଗ ଦେଇ କହିଛନ୍ତି।

ଏହି ଅବସରରେ ଅଭିଭାଷଣ ରଖି ମୁଖ୍ୟମନ୍ତ୍ରୀ ଏହା ମଧ୍ୟ କହିଛନ୍ତି ଯେ , ସାଇ ଇଣ୍ଟରନ୍ୟାସନାଲ ସ୍କୁଲ ପକ୍ଷରୁ ସାଇ-ଟେଡ୍- ୨୦୨୫ କାର୍ଯ୍ୟକ୍ରମରେ କେବଳ ପ୍ରାଇଭେଟ ସ୍କୁଲ ନୁହେଁ ବରଂ କଟକ-ଭୁବନେଶ୍ୱରର ସରକାରୀ ସ୍କୁଲର ପିଲାମାନେ ମଧ୍ୟ ଭାଗ ନେଇଛନ୍ତି, ଯାହା ବିଜ୍ଞାନରେ ସେମାନଙ୍କ ସୃଜନଶୀଳ ପ୍ରତିଭାର ବିକାଶରେ ସହାୟକ ହେବ।

ବିଜ୍ଞାନ ଓ ଗବେଷଣାକୁ ପ୍ରୋତ୍ସାହନ ଦେବା ପାଇଁ ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜୀ ୧ ଲକ୍ଷ କୋଟି ଟଙ୍କାର Research & Development Fund ଗଠନ କରିଛନ୍ତି । ଏହା ଆମର ଗବେଷଣା କ୍ଷେତ୍ରକୁ ସମୃଦ୍ଧ କରିବ ଏବଂ ଆମ ଦେଶର ଛାତ୍ରଛାତ୍ରୀମାନେ ଗବେଷଣା କ୍ଷେତ୍ରକୁ ଅଧିକ ଆକୃଷ୍ଟ ହେବେ ଏବଂ ବିଜ୍ଞାନ ଓ ପ୍ରଯୁକ୍ତିରେ ନୂଆ ଉପଲବ୍‌ଧି ହାସଲ କରିପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଶେଷରେ ପିଲାଙ୍କୁ ଭାରତୀୟ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟାର ଉପାଦେୟତା ବିଷୟରେ ଉଦ୍‌ବୋଧନ ଦେଇ ସେ କହିଥିଲେ ଯେ ଆଧୁନିକ ଟେକ୍ନୋଲୋଜି ବିକାଶ କ୍ଷେତ୍ରରେ ମଧ୍ୟ ଭାରତୀୟ ବୈଜ୍ଞାନିକ ମାନଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି । ଏସବୁ ଆମେ ଏବଂ ଆମର ପିଲାମାନେ ଜାଣିବା ଅତି ଆବଶ୍ୟକ । ଆମ ଭାରତୀୟମାନଙ୍କ ପାଖରେ ସମଗ୍ର ବିଶ୍ୱରେ ସର୍ବୋତ୍ତମ ବୁଦ୍ଧିମତା, ଆମର ପ୍ରତିଭା ଅଛି। ଆପଣମାନେ ଏହି ବୁଦ୍ଧିମତାକୁ ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟାରେ ବିନିଯୋଗ କରନ୍ତୁ। ବର୍ତ୍ତମାନ ଆପଣଙ୍କ ପାଖରେ ପଢିବା ପାଇଁ ଅନେକ ସମ୍ବଳ ଉପଲବ୍ଧ ଅଛି। ଭଲ ଶିକ୍ଷକ ଉପଲବ୍ଧ ଅଛନ୍ତି, ଇଣ୍ଟରନେଟରେ, ଜ୍ଞାନର ଅନେକ ଖୋଲା ଉତ୍ସ ଅଛି। ତେଣୁ ତୁମେ ଚାହିଁଲେ ବହୁତ କିଛି କରିପାରିବ।

କାର୍ଯ୍ୟକ୍ରମରେ ସାଇ ଇଣ୍ଟରନ୍ୟାସନାଲ୍ ଏଜୁକେସନ୍ ଗ୍ରୁପ୍ ର ଅଧ୍ୟକ୍ଷା ଡକ୍ଟର ଶିଲ୍‌ପୀ ସାହୁ, ପ୍ରଖ୍ୟାତ ମହାକାଶଚାରୀ ଗ୍ରୁପ୍‌ କ୍ୟାପ୍‌ଟେନ ଶୁଭାଂଶୁ ଶୁକ୍ଲା ପ୍ରମୁଖ ମଞ୍ଚାସୀନ ଥିଲେ।

Previous Post

କାଲିଠୁ ଶୀତ ଅଧିବେଶନ

Next Post

ଓଡ଼ିଶାରୁ ଅଧିକ ୮ ଲକ୍ଷ ମେଟ୍ରିକ୍ ଟନ୍ ଧାନ କିଣିବ ଏଫସିଆଇ

Next Post
ଓଡ଼ିଶାରୁ ଅଧିକ ୮ ଲକ୍ଷ ମେଟ୍ରିକ୍ ଟନ୍ ଧାନ କିଣିବ ଏଫସିଆଇ

ଓଡ଼ିଶାରୁ ଅଧିକ ୮ ଲକ୍ଷ ମେଟ୍ରିକ୍ ଟନ୍ ଧାନ କିଣିବ ଏଫସିଆଇ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA