Monday, June 29, 2026 10:10 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ପ୍ରେମଚନ୍ଦ୍ର ହଟିଲେ; ସଞ୍ଜୟ ସିଂହ ବିଏମସି କମିଶନର

ବରିଷ୍ଠ ଆଇଏଏସ୍ ସ୍ତରରେ ଅଦଳବଦଳ

by Our Correspondent
12 May, 2021- 12:38 PM
in Latest News, News
1 min read
0
ପ୍ରେମଚନ୍ଦ୍ର ହଟିଲେ; ସଞ୍ଜୟ ସିଂହ ବିଏମସି କମିଶନର

ଭୁବନେଶ୍ୱର: ବରିଷ୍ଠ ଆଇଏଏସ୍ ସ୍ତରରେ ଆଜି ଅଚାନକ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ବିଏମସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀଙ୍କୁ ହଟାଇ ତାଙ୍କ ଜାଗାରେ ସଞ୍ଜୟ କୁମାର ସିଂହଙ୍କୁ ନିଯୁକ୍ତି ଦିଆଯାଇଛି । ବିଏମସି କମିଶନର ପଦ ସହ ବିଡ଼ିଏ ଉପାଧ୍ୟକ୍ଷ ଏବଂ ଭୁବନେଶ୍ୱର ସ୍ମାର୍ଟ ସିଟି ସିଇଓ ପଦରୁ ମଧ୍ୟ ପ୍ରେମଚନ୍ଦ୍ରଙ୍କୁ ହଟାଇ ଦିଆଯାଇଛି । ସଞ୍ଜୟ ସିଂହଙ୍କୁ ଅତିରିକ୍ତ ଭାବେ ଏହି ଦାୟିତ୍ୱ ଦିଆଯାଇଛି । ଶ୍ରୀ ଚୌଧୁରୀଙ୍କୁ ସାଧାରଣ ପ୍ରଶାସନ ବିଭାଗର ଓଏସଡି ଭାବେ ନିଯୁକ୍ତି ଦିଆଯାଇଛି ।

ଶ୍ରୀ ସିଂହଙ୍କ ହାତରେ ଥିବା ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷା ବିଭାଗ ହେମନ୍ତ ଶର୍ମାଙ୍କୁ ଦିଆଯାଇଛି । ଶିଳ୍ପ ବିଭାଗର ପ୍ରମୁଖ ସଚିବ ଶ୍ରୀ ଶର୍ମା ଇପିକଲ୍ ଅଧ୍ୟକ୍ଷର ଅତିରିକ୍ତ ଦାୟିତ୍ୱ ସହ ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷା ବିଭାଗର ପ୍ରମୁଖ ସଚିବ ଭାବେ ଅତିରିକ୍ତ ଦାୟିତ୍ୱରେ ରହିବେ ।

ସେହିଭଳି ଶ୍ରୀ ସିଂହଙ୍କ ହାତରେ ଅତିରିକ୍ତ ଦାୟିତ୍ୱ ଥିବା ସୂଚନା ଓ ଲୋକସମ୍ପର୍କ ବିଭାଗ ବିଷ୍ଣୁପଦ ସେଠୀଙ୍କୁ ଦିଆଯାଇଛି । ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ପ୍ରମୁଖ ସଚିବ ଥିବା ଶ୍ରୀ ସେଠୀ ସୂଚନା ଓ ଲୋକସମ୍ପର୍କ ବିଭାଗର ପ୍ରମୁଖ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ ।

ପୂର୍ତ୍ତ ବିଭାଗର ପ୍ରମୁଖ ସଚିବ ଡ. କ୍ରିଷନ୍ କୁମାରଙ୍କୁ ଇଡକୋ ସିଏମଡି ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି । ଡ. କୁମାର ଏବେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ଅତିରିକ୍ତ ଦାୟିତ୍ୱ ସମ୍ଭାଳୁଛନ୍ତି । ବିଏମସି କମିଶନର ଭାବେ ନିଯୁକ୍ତ ସଞ୍ଜୟ ସିଂ ପୂର୍ବରୁ ଇଡକୋ ସିଏମଡି ଭାବେ ଅତିରିକ୍ତ ଦାୟିତ୍ୱରେ ଥିଲେ ।

Previous Post

ପ୍ରଦୀପ୍ତ ନାୟକଙ୍କ ସ୍ୱାସ୍ଥ୍ୟାବସ୍ଥା ଅପରିବର୍ତ୍ତିତ

Next Post

‘ଓଡ଼ିଶା-ମୋ ପରିବାର’ କାର୍ଯ୍ୟକ୍ରମର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

Next Post
‘ଓଡ଼ିଶା-ମୋ ପରିବାର’ କାର୍ଯ୍ୟକ୍ରମର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

'ଓଡ଼ିଶା-ମୋ ପରିବାର' କାର୍ଯ୍ୟକ୍ରମର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA