Thursday, February 19, 2026 12:30 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ସସ୍ମିତ୍ ପାତ୍ର ବିଜେଡି ସଂସଦୀୟ ଦଳ ନେତା

ସୁଲତା ଦେଓଙ୍କୁ ମୁଖ୍ୟ ସଚେତକ ଦାୟିତ୍ୱ

by Our Correspondent
29 Jul, 2022- 09:27 PM
in Latest News, News
1 min read
0
ସସ୍ମିତ୍ ପାତ୍ର ବିଜେଡି ସଂସଦୀୟ ଦଳ ନେତା

ଭୁବନେଶ୍ୱର: ରାଜ୍ୟସଭାରେ ବିଜେଡି ସଂସଦୀୟ ଦଳର ନେତା ହୋଇଛନ୍ତି ଡକ୍ଟର ସସ୍ମିତ୍ ପାତ୍ର । କ୍ରମାଗତ ଦ୍ୱିତୀୟ ଥର  ରାଜ୍ୟସଭାକୁ ନିର୍ବାଚିତ ସସ୍ମିତ୍ ଙ୍କୁ ଏହି ଗୁରୁ ଦାୟିତ୍ୱ ମିଳିଛି । ପୂର୍ବରୁ ପ୍ରସନ୍ନ ଆଚାର୍ଯ୍ୟ ଏହି ଦାୟିତ୍ୱରେ ଥିଲେ । ତାଙ୍କ କାର୍ଯ୍ୟକାଳ ଶେଷ ହୋଇଥିବାରୁ ସସ୍ମିତ୍ ଙ୍କୁ ଏହି ପଦରେ ନିଯୁକ୍ତି ମିଳିଛି । ସେହିଭଳି ପ୍ରଥମ ଥର ରାଜ୍ୟସଭାକୁ ନିର୍ବାଚିତ ଶ୍ରୀମତୀ ସୁଲତା ଦେଓଙ୍କୁ ବିଜେଡିର ମୁଖ୍ୟ ସଚେତକ ଦାୟିତ୍ୱ ଦିଆଯାଇଛି । ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏହି ନିଯୁକ୍ତି ଦେଇଛନ୍ତି ।

ରାଜ୍ୟସଭାରେ ନବନିଯୁକ୍ତ ବିଜେଡି ସଂସଦୀୟ ଦଳ ନେତା ସସ୍ମିତ୍ ପାତ୍ର ଖୁବ୍ କମ୍ ସମୟ ଭିତରେ ଜଣେ ଉଚ୍ଚକୋଟିର ସାଂସଦ ଭାବେ ଖ୍ୟାତି ଅର୍ଜନ କରିଛନ୍ତି । ସଂସଦରେ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ବେଳେ ସେ ତାଙ୍କର ଦକ୍ଷତା ପ୍ରତିପାଦିତ କରିଛନ୍ତି । ଓଡିଆ ସମେତ ଉଭୟ ଇଂରାଜୀ ଏବଂ ହିନ୍ଦୀ ଭାଷାରେ ତାଙ୍କର ତର୍କ ବିତର୍କ ସମସ୍ତଙ୍କୁ ଆକୃଷ୍ଟ କରିଛି । ଖୋଦ୍ ରାଜ୍ୟସଭା ଅଧ୍ୟକ୍ଷ ତଥା ଉପରାଷ୍ଟ୍ରପତି ଭେଙ୍କୟାନାଇଡୁ ତାଙ୍କର ଦକ୍ଷତାକୁ ଭୂରି ଭୂରି ପ୍ରଶଂସା କରିଛନ୍ତି । ସେଥିପାଇଁ ରାଜ୍ୟସଭାରେ ଦୁଇଟି ଯାକ ପାଳିରେ ସସ୍ମିତ୍ ଙ୍କୁ ଉପାଧ୍ୟକ୍ଷ ପ୍ୟାନେଲ୍ ରେ ନିଯୁକ୍ତି ମିଳିଛି । ପ୍ରଥମ ଥର ରାଜ୍ୟସଭାକୁ ଯାଇ ଉପାଧ୍ୟକ୍ଷ ପ୍ୟାନେଲ୍ କୁ ମନୋନୀତ ହେବାରେ ସେ ହେଉଛନ୍ତି ସର୍ବକନିଷ୍ଠ ସାଂସଦ ।

ସୂଚନାଥାଉକି, ଡ. ସସ୍ମିତ୍ ପାତ୍ର ଏବଂ ସୁଲତା ଦେଓଙ୍କ ସହ ଏଥର ରାଜ୍ୟସଭାକୁ ନିର୍ବାଚିତ ମାନସ ରଂଜନ ମଙ୍ଗରାଜ ମଧ୍ୟ ଏକ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ପାଇଛନ୍ତି । ସାମୁଦ୍ରିକ ଉତ୍ପାଦ ରପ୍ତାନୀ ଉନ୍ନୟନ କର୍ତ୍ତୃପକ୍ଷର ସଦସ୍ୟ ଭାବେ ସେ ନିର୍ବାଚିତ ହୋଇଛନ୍ତି । ଦୁଇଦିନ ତଳେ ଏହାର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି । ସାମୁଦ୍ରିକ ଉତ୍ପାଦ ରପ୍ତାନୀ ଉନ୍ନୟନ କର୍ତ୍ତୃପକ୍ଷକୁ ଦୁଇଜଣ ଲୋକସଭା ଓ ଜଣେ ରାଜ୍ୟସଭା ସାଂସଦ ନିର୍ବାଚିତ ହେବାର ବ୍ୟବସ୍ଥା ଥିବା ବେଳେ ନବନିର୍ବାଚିତ ରାଜ୍ୟସଭା ସାଂସଦ ଶ୍ରୀ ମଙ୍ଗରାଜଙ୍କୁ ଏହି ସୌଭାଗ୍ୟ ମିଳିବା ଓଡ଼ିଶା ପାଇଁ ଗୌରବର ବିଷୟ ହୋଇଛି ।

Previous Post

+୨ ବିଜ୍ଞାନ ଓ ବାଣିଜ୍ୟରେ କିସ୍‍ର ଶତ ପ୍ରତିଶତ ସଫଳତା

Next Post

କିମ୍‍ସ ସୁପରସ୍ପେଶିଆଲିଟି ଓ କ୍ୟାନ୍‍ସର ସେଣ୍ଟର ଉଦ୍‍ଘାଟିତ

Next Post
କିମ୍‍ସ ସୁପରସ୍ପେଶିଆଲିଟି ଓ କ୍ୟାନ୍‍ସର ସେଣ୍ଟର ଉଦ୍‍ଘାଟିତ

କିମ୍‍ସ ସୁପରସ୍ପେଶିଆଲିଟି ଓ କ୍ୟାନ୍‍ସର ସେଣ୍ଟର ଉଦ୍‍ଘାଟିତ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19161 shares
    Share 7664 Tweet 4790
  • ନବୀନ..ନବୀନ, ମୋହନ..ମୋହନ

    16597 shares
    Share 6639 Tweet 4149
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7296 shares
    Share 2918 Tweet 1824
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5813 shares
    Share 2325 Tweet 1453
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5483 shares
    Share 2193 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA