Wednesday, August 19, 2026 04:48 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଘୁଞ୍ଚିଲା ଡିଜିପି ନିଯୁକ୍ତି ଶୁଣାଣି

ସେପ୍ଟେମ୍ବର ୨ରେ ପରବର୍ତ୍ତୀ ଶୁଣାଣି

by Our Correspondent
18 Aug, 2026- 11:07 PM
in Latest News, News
1 min read
0
ଘୁଞ୍ଚିଲା ଡିଜିପି ନିଯୁକ୍ତି ଶୁଣାଣି

ଭୁବନେଶ୍ୱର: ଓଡ଼ିଶା ଡିଜିପି ନିଯୁକ୍ତି ମାମଲାକୁ ନେଇ ଆଜି ସୁପ୍ରିମକୋର୍ଟରେ ହେବାକୁ ଥିବା ଶୁଣାଣି ହୋଇନାହିଁ । ସେପ୍ଟେମ୍ବର ୨ ତାରିଖକୁ ତାହା ଘୁଞ୍ଚାଇ ଦିଆଯାଇଛି । ଆଜି ରାଜ୍ୟ ସରକାର କେବଳ ତାଙ୍କର ପକ୍ଷ ରଖିଥିଲେ । ମୁଖ୍ୟ ବିଚାରପତି ଜଷ୍ଟିସ୍ ସୂର୍ଯ୍ୟକାନ୍ତଙ୍କ ବେଞ୍ଚ ରାଜ୍ୟ ସରକାରଙ୍କ ପକ୍ଷ ଶୁଣିଲା ପରେ ଆଜି କୌଣସି ଶୁଣାଣି ନ କରି ସେପ୍ଟେମ୍ବର ୨ ପରବର୍ତ୍ତୀ ଶୁଣାଣି ତାରିଖ ଘୋଷଣା କରିଥିଲେ ।

ଓଡ଼ିଶା ଡିଜିପି ନିଯୁକ୍ତି ପ୍ରକ୍ରିୟାକୁ ନେଇ ସୁପ୍ରିମକୋର୍ଟରେ ଏକ ଜନସ୍ୱାର୍ଥ ମାମଲା ରୁଜୁ ହୋଇଛି । ଅଗଷ୍ଟ ୧୩ରେ ୟୁପିଏସସି ଚୟନ କମିଟିର ବୈଠକ ବସି ନୂଆ ବରିଷ୍ଠତା ତାଲିକା ଉପରେ ମୋହର ବଜାଇବାର ଥିଲା । ଏ ସମ୍ପର୍କରେ ଆବେଦନକାରୀଙ୍କ ଓକିଲ ପି. ଚିଦାମ୍ବରମ୍ ପ୍ରଧାନ ବିଚାରପତିଙ୍କ ଜରୁରୀ ଦୃଷ୍ଟି ଆକର୍ଷଣ କରିଥିଲେ । ୨୦୦୬ ମସିହା ପ୍ରକାଶ ସିଂ ମାମଲାରେ ସୁପ୍ରିମକୋର୍ଟଙ୍କ ଗାଇଡଲାଇନ୍ ଉଲ୍ଲଂଘନ କରାଯାଇ ଓଡ଼ିଶାରେ ଡିଜିପି ଚୟନ ପ୍ରକ୍ରିୟା ଚାଲିଥିବା ସେ ଜଣାଇଥିଲେ । ଓଡ଼ିଶା ସରକାରଙ୍କ ପକ୍ଷରୁ ଆଡଭୋକେଟ୍ ଜେନେରାଲ୍ ପୀତାମ୍ବର ଆଚାର୍ଯ୍ୟ ଅଭିଯୋଗକୁ କପୋଳକଳ୍ପିତ କହିଥିଲେ ।

ପ୍ରଧାନ ବିଚାରପତି ଜଷ୍ଟିସ୍ ସୂର୍ଯ୍ୟକାନ୍ତ ଏହା ଉପରେ ଆମିକସକ୍ୟୁରୀ ଭାବେ କାର୍ଯ୍ୟ କରୁଥିବା ବରିଷ୍ଠ ଆଇନଜୀବୀ ରାଜୁ ରାମଚନ୍ଦ୍ରନଙ୍କ ମତାମତ ଲୋଡ଼ିଥିଲେ । ସେ ଚିଦାମ୍ବରମଙ୍କ ଯୁକ୍ତିକୁ ସମର୍ଥନ କରିବା ପରେ ମୁଖ୍ୟ ବିଚାରପତି ୟୁପିଏସସି ବୈଠକକୁ ଅଟକାଇବା ସହ ପରବର୍ତ୍ତୀ ନିଷ୍ପତ୍ତି ପର୍ଯ୍ୟନ୍ତ ଡିଜିପି ନିଯୁକ୍ତି ପ୍ରକ୍ରିୟା ଉପରେ ରୋକ୍ ଲଗାଇଥିଲେ ।

Previous Post

ଓଡିଶା ଅଭିଭାବକ ମହାସଂଘର ଶିକ୍ଷା ସତ୍ୟାଗ୍ରହ

Next Post

ବନ୍ୟା ବିପନ୍ନଙ୍କୁ ହଜାରେ କୋଟି

Next Post
ବନ୍ୟା ବିପନ୍ନଙ୍କୁ ହଜାରେ କୋଟି

ବନ୍ୟା ବିପନ୍ନଙ୍କୁ ହଜାରେ କୋଟି

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA