Tuesday, February 24, 2026 09:03 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ନବମରୁ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ପାଇଁ ୧୬ ରୁ ଖୋଲିବ ସ୍କୁଲ

by Our Correspondent
31 Oct, 2020- 12:25 PM
in Latest News, News
1 min read
0
ନବମରୁ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ପାଇଁ ୧୬ ରୁ ଖୋଲିବ ସ୍କୁଲ

ଭୁବନେଶ୍ୱର: ନଭେମ୍ବର ମାସ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଅନଲକ୍-୬ ଗାଇଡଲାଇନ୍ ଜାରି କରାଯାଇଛି । ନଭେମ୍ବର ୧୬ ରୁ ନବମରୁ ଦ୍ୱାଦଶ ଶ୍ରେଣୀ ଛାତ୍ରଛତ୍ରୀଙ୍କ ପାଇଁ ସ୍କୁଲ ଖୋଲିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି । ସ୍କୁଲ ଓ ଗଣଶିକ୍ଷା ବିଭାଗର ନୂଆ ଏସଓପି ଅନୁସାରେ ଏହା ଖୋଲିବାକୁ ଅନୁମତି ଦିଆଯାଇଛି । ତେବେ ନବମରୁ ଦ୍ୱାଦଶ ଶ୍ରେଣୀ ଛଡ଼ା ଅନ୍ୟ ପିଲାଙ୍କ ପାଇଁ ନଭେମ୍ବର ମାସ ଯାଏଁ ଶିକ୍ଷାନୁଷ୍ଠାନ ବନ୍ଦ ରହିବ ।

ଅନ୍ୟପକ୍ଷରେ, ଧର୍ମାନୁଷ୍ଠାନଗୁଡ଼ିକ ଖୋଲିବା ନିଷ୍ପତ୍ତି ରାଜ୍ୟ ସରକାର ସ୍ଥାନୀୟ ପ୍ରଶାସନ ଉପରେ ଛାଡ଼ିଛନ୍ତି । ସ୍ଥାନୀୟ ପ୍ରଶାସନ ଅନୁମତିରେ ଧର୍ମାନୁଷ୍ଠାନ ଖୋଲି ପାରିବ । ଅନୁମତି ନେଇ ପୂଜାର୍ଚ୍ଚନା ମଧ୍ୟ କରାଯାଇପାରିବ ।

ନଭେମ୍ବର ୧୫ ଯାଏଁ ସିନେମା ହଲ୍, ସୁଇମିଂ ପୁଲ୍ ଖୋଲିବାକୁ ଅନୁମତି ଦିଆଯାଇନାହିଁ । ସେହିଭଳି ଆନ୍ତର୍ଜାତୀୟ ବିମାନ ଚଳାଚଳ ନଭେମ୍ବର ୩୦ ଯାଏଁ ବନ୍ଦ ରହିବ ।

ବାହାଘର ଓ ଅନ୍ତିମ ସଂସ୍କାର ନିୟମକୁ କୋହଳ କରାଯାଇଛି । ଏଣିକି ବାହାଘରରେ ସର୍ବାଧିକ ୨୦୦ ଲୋକ ଯୋଗ ଦେଇପାରିବେ । ଅନ୍ତିମ ସଂସ୍କାରରେ ସର୍ବାଧିକ ୫୦ ଜଣ ଯୋଗ ଦେଇପାରିବେ । ତେବେ ବଡ଼ ଧରଣର ଧାର୍ମିକ, କ୍ରୀଡ଼ା, ରାଜନୈତିକ ସମାବେଶକୁ ବାରଣ କରାଯାଇଛି ।

କଣ୍ଟେନମେଣ୍ଟ ଜୋନ୍ ରେ ଲକଡାଉନ୍ କଟକଣା ଜାରି ରହିବ । ଜିଲ୍ଲାପାଳ ଓ ମ୍ୟୁନିସିପାଲ କମିଶନର ଏହା ସ୍ଥିର କରିବେ ।

ମାସ୍କ ପିନ୍ଧିବା, ସାମାଜିକ ଦୂରତା ବଜାୟ ରଖିବା ଏବଂ କୋଭିଡ୍ ନିୟମ ପାଳନ କରିବା ବାଧ୍ୟତାମୂଳକ ବୋଲି ଗାଇଡଲାଇନ୍ ରେ କୁହାଯାଇଛି ।

Previous Post

ଏମାନେ କ’ଣ ଦଲାଲ ସାମ୍ବାଦିକ ନୁହଁନ୍ତି?

Next Post

ଏଥର ଜାଗରରେ ଝଲସିବ ଏକାମ୍ର କ୍ଷେତ୍ର

Next Post
ଏଥର ଜାଗରରେ ଝଲସିବ ଏକାମ୍ର କ୍ଷେତ୍ର

ଏଥର ଜାଗରରେ ଝଲସିବ ଏକାମ୍ର କ୍ଷେତ୍ର

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19161 shares
    Share 7664 Tweet 4790
  • ନବୀନ..ନବୀନ, ମୋହନ..ମୋହନ

    16597 shares
    Share 6639 Tweet 4149
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7296 shares
    Share 2918 Tweet 1824
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5813 shares
    Share 2325 Tweet 1453
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5483 shares
    Share 2193 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA