Saturday, April 25, 2026 12:46 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ବରିଷ୍ଠ ସାମ୍ବାଦିକ ବୈଷ୍ଣବ ଜେନାଙ୍କ ପରଲୋକ

by Our Correspondent
03 Dec, 2022- 10:26 AM
in Latest News, News
1 min read
0
ବରିଷ୍ଠ ସାମ୍ବାଦିକ ବୈଷ୍ଣବ ଜେନାଙ୍କ ପରଲୋକ
ଭୁବନେଶ୍ୱର: ବରିଷ୍ଠ ସାମ୍ବାଦିକ ବୈଷ୍ଣବ ଚରଣ ଜେନା ଆଉ ନାହାନ୍ତି । ହୃଦଘାତରେ ତାଙ୍କର ପରଲୋକ ହୋଇଯାଇଛି । ତାଙ୍କୁ ୬୮ ବର୍ଷ ବୟସ ହୋଇଥିଲା । ଶ୍ରୀ ଜେନାଙ୍କ ବିୟୋଗ ସାମ୍ବାଦିକ ଜଗତ ପାଇଁ ଅପୂରଣୀୟ କ୍ଷତି ଆଣିଛି । ସାମ୍ବାଦିକ ମହଲରେ ଶୋକର ଛାୟା ଖେଳାଇ ଦେଇଛି ।
ୟୁନିଟ୍-୩ ସ୍ଥିତ ସରକାରୀ ବାସଭବନରେ ରହୁଥିବା ଶ୍ରୀ ଜେନା ଗତ ରାତିରେ ଛାତିରେ ଭୀଷଣ ଯନ୍ତ୍ରଣା ଅନୁଭବ କରିଥିଲେ । ପରିବାର ଲୋକେ ତାଙ୍କୁ ତୁରନ୍ତ କ୍ୟାପିଟାଲ୍ ହସ୍ପିଟାଲ ଆଣିଥିଲେ । ମାତ୍ର ଡାକ୍ତରମାନଙ୍କ ଚେଷ୍ଟା ସତ୍ତ୍ୱେ ତାଙ୍କୁ ବଞ୍ଚାଇପାରି ନ ଥିଲେ । ବଡ଼ି ଭୋରରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ ।
ଯାଜପୁର ଜିଲ୍ଲା ବରୀରେ ଜନ୍ମଗ୍ରହଣ କରିଥିବା ଶ୍ରୀ ଜେନା ରାଜ୍ୟରେ ଜଣେ ଆଗଧାଡ଼ିର ସାମ୍ବାଦିକ ଥିଲେ । ବିଧାନସଭା ରିପୋର୍ଟିଂରେ ତାଙ୍କର ବେଶ୍ ଦକ୍ଷତା ଥିଲା । ବିଭିନ୍ନ ଖବରକାଗଜରେ ତାଙ୍କର ସ୍ତମ୍ଭ ପାଠକଙ୍କ ଆଦୃତି ଲାଭ କରିଥିଲା । ଜଣେ ଭଦ୍ର, ସରଳ ଓ ଅମାୟିକ ବ୍ୟକ୍ତି ଭାବେ ମଧ୍ୟ ତାଙ୍କର ସୁନାମ ଥିଲା । ତାଙ୍କର ସ୍ନେହବୋଳା କଥା ଯୁବ ସାମ୍ବାଦିକମାନଙ୍କ ପାଇଁ ପ୍ରେରଣାଦାୟକ ଥିଲା । ତାଙ୍କର ପତ୍ନୀ ଏବଂ ଦୁଇ ପୁଅ ଅଛନ୍ତି ।
ଶ୍ରୀ ଜେନାଙ୍କ ପରଲୋକ ଖବର ପ୍ରଚାରିତ ହେଲା ପରେ ତାଙ୍କ ସରକାରୀ ବାସଭବନକୁ ସାମ୍ବାଦିକଙ୍କ ସୁଅ ଛୁଟିଛି । ବିଭିନ୍ନ ବର୍ଗର ବ୍ୟକ୍ତିମାନେ ପହଞ୍ଚି ତାଙ୍କର ଶେଷ ଦର୍ଶନ କରୁଛନ୍ତି । ପୁରୀ ସ୍ୱର୍ଗଦ୍ୱାରରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହେବ ବୋଲି ଜଣାପଡ଼ିଛି ।
Previous Post

୮ ଦିନରେ ବନ୍ଦ ହୋଇଗଲା ବିଧାନସଭା

Next Post

ସବୁ ଜିଲ୍ଲାରେ ହେବ ଛୋଟ ଶିଳ୍ପ ପାର୍କ

Next Post
ସବୁ ଜିଲ୍ଲାରେ ହେବ ଛୋଟ ଶିଳ୍ପ ପାର୍କ

ସବୁ ଜିଲ୍ଲାରେ ହେବ ଛୋଟ ଶିଳ୍ପ ପାର୍କ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19182 shares
    Share 7673 Tweet 4796
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA