ଭୁବନେଶ୍ୱର: କୋଭିଡ୍ କଟକଣା ମଧ୍ୟରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନକୁ ସୁବ୍ୟବସ୍ଥିତ କରିବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏକ ସଂଶୋଧିତ ଏସଓପି ବା ନିଦେ୍ର୍ଦଶାବଳୀ ପ୍ରସ୍ତୁତ ହୋଇଛି । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡକ୍ଟର କ୍ରିଷନ୍ କୁମାର ଆଜି ଏହାକୁ ସର୍ବସାଧାରଣଙ୍କ ନିମନ୍ତେ ଜାରି କରିଛନ୍ତି । ଅକ୍ଟୋବର ୧୫ ଅର୍ଥାତ ଆସନ୍ତାକାଲିଠାରୁ ଏହା କାର୍ଯ୍ୟକାରୀ ହେବ ।








