Sunday, April 19, 2026 06:37 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ସୋଆ ପ୍ରତିଷ୍ଠାତା ସଭାପତିଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ ପ୍ରଦାନ

by Our Correspondent
20 Jan, 2025- 08:06 PM
in Latest News, News
1 min read
0
ସୋଆ ପ୍ରତିଷ୍ଠାତା ସଭାପତିଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ ପ୍ରଦାନ

ଭୁବନେଶ୍ୱର : ଶିକ୍ଷା ଓ ସ୍ୱାସ୍ଥ୍ୟ କ୍ଷେତ୍ରରେ ଉତ୍ସର୍ଗୀକୃତ ଓ ନିରବଚ୍ଛିନ୍ନ କାର୍ଯ୍ୟ ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକଙ୍କୁ ଇଣ୍ଡିଆନ୍ ବିଲ୍ଡିଂ କଂଗ୍ରେସ ଓଡ଼ିଶା ଶାଖା ପକ୍ଷରୁ ଜୀବନବ୍ୟାପୀ ସାଧନା ସମ୍ମାନରେ ସମ୍ମାନିତ କରାଯାଇଛି । ଇଣ୍ଡିଆନ୍ ବିଲ୍ଡିଂ କଂଗ୍ରେସ୍ ଓଡ଼ିଶା ଶାଖାର ଅଧ୍ୟକ୍ଷ, ଇଂ ବିଜୟ ଚନ୍ଦ୍ର ତ୍ରିପାଠୀ ଓ ଉପାଧ୍ୟକ୍ଷ ପ୍ରଫେସର ପ୍ରଭାତ କୁମାର ପାଢ଼ୀ, ପ୍ରଫେସର ନାୟକଙ୍କୁ ସୋମବାର ସାକ୍ଷାତ କରି ଏହି ସମ୍ମାନ ପଦାନ କରିଛନ୍ତି ।

ଏହି ଅବସରରେ ଇଂ ତ୍ରିପାଠୀ ପ୍ରଫେସର ନାୟକଙ୍କୁ ଏକ ସଫଳ ଓ ବଳିଷ୍ଠ ଉଦ୍ୟୋଗୀ ଭାବେ ଉଚ୍ଚ ପ୍ରଶଂସା କରିଛନ୍ତି । ସେ ଭବିଷ୍ୟତରେ ମଧ୍ୟ ଓଡ଼ିଶାବାସୀଙ୍କ ପାଇଁ ଏଭଳି ନିଃସ୍ୱାର୍ଥ ସେବା ଜାରି ରଖିବେ ବୋଲି ଆଶା ପ୍ରକାଶ କରିଛନ୍ତି ।

ପ୍ରଫେସର ନାୟକ ମଧ୍ୟ ଇଣ୍ଡିଆନ୍ ବିଲ୍ଡି କଂଗ୍ରେସ୍ ଓଡ଼ିଶା ଶାଖାକୁ ସୋଆ ପକ୍ଷରୁ ଭବିଷ୍ୟତରେ ସମସ୍ତ ସହଯୋଗ କରାଯିବ ବୋଲି କହିଛନ୍ତି ।

ନ୍ୟାସ୍‌ନାଲ୍ ଇନ୍‌ଷ୍ଟିଚ୍ୟୁସ୍‌ନାଲ୍ ର‌୍ୟାଙ୍କିଙ୍ଗ ଫ୍ରେମୱାର୍କ (ଏନ୍‌ଆଇଆର୍‌ଏଫ୍‌) ର‌୍ୟାଙ୍କିଙ୍ଗ ଅନୁଯାୟୀ ଦେଶର ୧୪ ତମ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ ମାନ୍ୟତା ପାଇଛି ସୋଆ । ଏହାର ଫ୍ୟାକଲ୍ଟି ଅଫ୍ ଇଞ୍ଜିନିୟରିଂ, ଫ୍ୟାକଲ୍ଟି ଅଫ୍ ମେଡିକାଲ୍ ସାଇନ୍‌ସେସ୍‌, ଫ୍ୟାକଲ୍ଟି ଅଫ୍ ଲ ଏବଂ ଫ୍ୟାକଲ୍ଟି ଅଫ୍ ଡେଂଟାଲ ସାଇନ୍‌ସେସ୍ ଏନ୍‌ଆଇଆର୍‌ଏଫ୍ ର‌୍ୟାଙ୍କିଙ୍ଗରେ ଯଥାକ୍ରମେ ୨୬, ୨୧ ଏବଂ ୯ମ ସ୍ଥାନ ହାସଲ କରିଛି ।

ସୋଆ ପରିଚାଳିତ ଆଇଏମଏସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ଭୁବନେଶ୍ୱର, ଫୁଲନଖରା, ଶୀତଳାପଲ୍ଲୀ ହସ୍ପିଟାଲ୍ ସମେତ ସମ୍ ଅଲ୍ଟିମେଟ ମେଡିକେୟାର (ସମ୍ମମ୍‌) ଉନ୍ନତମାନର ସ୍ୱାସ୍ଥ୍ୟ ସେବା ପ୍ରଦାନ କରିଆସୁଛି ।

Previous Post

ସୁଧାଂଶୁ ପରିଡ଼ାଙ୍କୁ ଫେରାଇ ଆଣିଲା ବିଜେଡି

Next Post

ସୋଆ ପିଜି ମେଡିକାଲ୍ ଛାତ୍ରଛାତ୍ରୀଙ୍କ କୃତିତ୍ୱ

Next Post
ସୋଆ ପିଜି ମେଡିକାଲ୍ ଛାତ୍ରଛାତ୍ରୀଙ୍କ କୃତିତ୍ୱ

ସୋଆ ପିଜି ମେଡିକାଲ୍ ଛାତ୍ରଛାତ୍ରୀଙ୍କ କୃତିତ୍ୱ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19181 shares
    Share 7672 Tweet 4795
  • ନବୀନ..ନବୀନ, ମୋହନ..ମୋହନ

    16600 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA