Thursday, May 21, 2026 07:14 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଶିକ୍ଷା କ୍ଷେତ୍ରରେ ଉତ୍କର୍ଷ ସମ୍ମାନରେ ସୋଆ ସମ୍ମାନିତ

by Our Correspondent
24 Apr, 2025- 06:55 PM
in News
1 min read
0
ଶିକ୍ଷା କ୍ଷେତ୍ରରେ ଉତ୍କର୍ଷ ସମ୍ମାନରେ ସୋଆ ସମ୍ମାନିତ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟକୁ ଶିକ୍ଷା କ୍ଷେତ୍ରରେ ଉତ୍କର୍ଷତା ‘ଏକ୍ସିଲେନ୍ସ ଇନ୍ ଦ ଫିଲ୍ଡ ଅଫ୍ ଏଜୁକେସନ୍‌’ ସମ୍ମାନରେ ସମ୍ମାନିତ କରାଯାଇଛି । ନ୍ୟୁଜ ଚ୍ୟାନେଲ୍ ଭାରତ ଟ୍ୱେଂଟି ଫୋର ପକ୍ଷରୁ ନିକଟରେ ନୁଆଦିଲ୍ଲୀ ଠାରେ ଆୟୋଜିତ ବିକଶିତ ଭାରତ ୨୦୪୭, ଭିଜନ ଅଫ୍ ନ୍ୟୁ ଇଣ୍ଡିଆ କନ୍‌କ୍ଲେଭ୍‌ରେ କେନ୍ଦ୍ର ସଡ଼କ ପରିବହନ ଓ ଜାତୀୟ ରାଜପଥ ବିଭାଗ ମନ୍ତ୍ରୀ ଶ୍ରୀ ନୀତିନ୍ ଗଡ଼କରୀ ଏହି ସମ୍ମାନ ପ୍ରଦାନ କରିଛନ୍ତି ।

ସୋଆ ପକ୍ଷରୁ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ଓ ଲୋକସମ୍ପର୍କ ଅଧିକାରୀ ସୁଶ୍ରୀ ଶୁଭଦର୍ଶିନୀ ମିଶ୍ର ଶ୍ରୀ ଗଡ଼କରୀଙ୍କ ଠାରୁ ଏହି ସମ୍ମାନ ଗ୍ରହଣ କରିଥିଲେ । ଏହି ଅବସରରେ ଭାରତ ଟ୍ୱେଂଟି ଫୋରର ସିଇଓ ତଥା ଏଡିଟ୍‌ର ଇନ୍ ଚିଫ୍ ଶ୍ରୀ ଜଗଦୀଶ ଚନ୍ଦ୍ର ଏବଂ ଚିଫ୍ ବିଜିନେସ୍ ଅଫିସର ମନୋଜ ଜିଜ୍ଞାସୀ ଉପସ୍ଥିତ ଥିଲେ । ସମ୍ମାନ ପ୍ରଦାନ ସମୟରେ ସୋଆ ପ୍ରତିଷ୍ଠାତା ସଭାପତିଙ୍କ ଓଏସ୍‌ଡି ପ୍ରୀତମ ନାୟକ ଉପସ୍ଥିତ ଥିଲେ ।

କାର୍ଯ୍ୟକ୍ରମରେ ସୋଆ କୁଳପତି ପ୍ରଫେସର ନନ୍ଦ ବିଶ୍ୱବିଦ୍ୟାଳୟ ସମ୍ପର୍କରେ ବିସ୍ତୃତ ତଥ୍ୟ ପ୍ରଦାନ କରିବା ସହ ବିକଶିତ ଭାରତ ୨୦୪୭ ପରିପ୍ରେକ୍ଷୀରେ ସୋଆର ଆଭିମୁଖ୍ୟ ଉପରେ ଆଲୋକପାତ କରିଥିଲେ ।

କାର୍ଯ୍ୟକ୍ରମରେ ଛତିଶଗଡ଼ର ଉପ ମୁଖ୍ୟମନ୍ତ୍ରୀ ଅରୁଣ ସାଓ, ଉତରପ୍ରଦେଶ ଉପ ମୁଖ୍ୟମନ୍ତ୍ରୀ ବ୍ରଜେଶ ପାଠକ, କେନ୍ଦ୍ର ଯୁବ ବ୍ୟାପାର ଓ କ୍ରୀଡ଼ା ରାଷ୍ଟ୍ରମନ୍ତ୍ରୀ ଶ୍ରୀମତୀ ରକ୍ଷା ଫଡସେ ଏବଂ ଉତର ପ୍ରଦେଶର ମୁଖ୍ୟମନ୍ତ୍ରୀଙ୍କ ଉପଦେଷ୍ଟା ଅବନୀଶ ଅବସ୍ଥି ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ ।

Previous Post

ପ୍ରଶାନ୍ତଙ୍କ ଶେଷଯାତ୍ରାରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ

Next Post

ଭାରତର ଶ୍ରେଷ୍ଠ ୮ମ ସ୍ଥାନରେ କିଟ୍‍ ବିଶ୍ୱବିଦ୍ୟାଳୟ

Next Post
ଭାରତର ଶ୍ରେଷ୍ଠ ୮ମ ସ୍ଥାନରେ କିଟ୍‍ ବିଶ୍ୱବିଦ୍ୟାଳୟ

ଭାରତର ଶ୍ରେଷ୍ଠ ୮ମ ସ୍ଥାନରେ କିଟ୍‍ ବିଶ୍ୱବିଦ୍ୟାଳୟ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA