Wednesday, July 1, 2026 08:37 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଛାତ୍ରଛାତ୍ରୀଙ୍କ ପାଇଁ ସୋଆ କ୍ୟାମ୍ପସ୍‌ରେ ଇ-ସ୍କୁଟର ବ୍ୟବସ୍ଥା

by Our Correspondent
24 Nov, 2022- 07:19 PM
in Latest News, News
1 min read
0
ଛାତ୍ରଛାତ୍ରୀଙ୍କ ପାଇଁ ସୋଆ କ୍ୟାମ୍ପସ୍‌ରେ ଇ-ସ୍କୁଟର ବ୍ୟବସ୍ଥା
ଭୁବନେଶ୍ୱର: କ୍ୟାମ୍ପସ୍ ଭିତରେ ବୁଲିବା ଏବଂ ସହର ମଧ୍ୟରେ ଯିବା ଆସିବା ପାଇଁ ସୋଆ ଛାତ୍ରଛାତ୍ରୀଙ୍କ ପାଇଁ ଇ-ସ୍କୁଟର ବ୍ୟବସ୍ଥା କରାଯାଇଛି । ପୂର୍ବରୁ ସୋଆ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର୍‌) ପରିସରରେ ୧୦୦ ଇ-ସ୍କୁଟର ବ୍ୟବହାର କରାଯାଉଥିବା ବେଳେ ଗୁରୁବାର ଦିନ ସୋଆର କ୍ୟାମ୍ପସ୍ ୨ରେ ୨୦ଟି ଇ-ସ୍କୁଟର ବ୍ୟବହାର ଆରମ୍ଭ ହୋଇଛି।
ଏହି ବ୍ୟବସ୍ଥା ଅନ୍ୟ ସୋଆ କ୍ୟାମ୍ପସ ରେ ଶୀଘ୍ର ଉପଲବ୍ଧ ହେବ ବୋଲି ଡ୍ରାଇଭ ନାମକ ଷ୍ଟାର୍ଟ-up ର ସହ ପ୍ରତିଷ୍ଠାତା ତଥା ସିଇଓ ଶ୍ରୀ ଅଙ୍କୁର ବି. ପଟେଲ୍ କହିଛନ୍ତି
ଏହି ଅବସରରେ ବିଶ୍ୱବିଦ୍ୟାଳୟରେ ଇ-ସ୍କୁଟର ବ୍ୟବହାର ନିମନ୍ତେ ଏକ ଚୁକ୍ତିପତ୍ର ସ୍ୱାକ୍ଷରିତ ହୋଇଥିବା ବେଳେ ସୋଆର ଉପସଭାପତି ଶ୍ରୀମତି ଶାଶ୍ୱତୀ ଦାସଙ୍କ ଉପସ୍ଥିତିରେ କ୍ୟାମ୍ପସ୍ ୨ରେ ଇ-ସ୍କୁଟର ପ୍ରଚଳନ ଆରମ୍ଭ କରାଯାଇଛି ।
ଏହି ଇ- ସ୍କୁଟରଗୁଡ଼ିକ ଛାତ୍ରଛାତ୍ରୀମାନଙ୍କର ବ୍ୟବହାରରେ ଆସିବ ଏବଂ କ୍ୟାମ୍ପସ୍‌ଗୁଡ଼ିକ ପ୍ରଦୂଷଣମୁକ୍ତ ହୋଇପାରିବ ବୋଲି ଶ୍ରୀମତି ଦାସ କହିଛନ୍ତି । ଆଗାମୀ ଦିନରେ ସୋଆର ସବୁ କ୍ୟାମ୍ପସ୍‌ରେ ଇ-ସ୍କୁଟର ପ୍ରଚଳନ କରାଯିବ ବୋଲି ସେ କହିଛନ୍ତି ।
ସୋଆର ପୂର୍ବତନ ଛାତ୍ର ଶ୍ରୀ ପଟେଲ୍ ଏହି ଷ୍ଟାର୍ଟଅପ ଆରମ୍ଭ କରିଥିବା ବେଳେ କହିଛନ୍ତି ଯେ ଏହି ଇ-ସ୍କୁଟରକୁ ଭଡ଼ାରେ ନେବା ନିମନ୍ତେ ଛାତ୍ରଛାତ୍ରୀମାନଙ୍କୁ କିଲୋମିଟର ପ୍ରତି ୭୦ ପଇସା ଏବଂ ମିନିଟ୍ ପ୍ରତି ୪୦ ପଇସା ଦେବାକୁ ପଡିବ । କ୍ୟାମ୍ପସ୍‌ର ଡିମାଣ୍ଡ ଅନୁସାରେ ଇ-ସ୍କୁଟରର ସଂଖ୍ୟା ମଧ୍ୟ ବୃଦ୍ଧି କରାଯିବ ବୋଲି ସେ କହିଛନ୍ତି ।
ଏହି ଅବସରରେ ଆଇଟିଇଆର୍‌ର ଡିନ୍ ପ୍ରଫେସର ପ୍ରଦୀପ କୁମାର ସାହୁ, ଆଇବିସିଏସ୍ ଡିନ୍ ପ୍ରଫେସର ଅନୁପ କୁମାର ସାମନ୍ତରାୟ, ଆଇଡିଏସ୍ ଡିନ୍ ପ୍ରଫେସର ନୀତା ମହାନ୍ତି ଏବଂ ଛାତ୍ର ମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ ପ୍ରମୁଖ ଉପସ୍ଥିତ ଥିଲେ ।
Previous Post

ହାପିଏଷ୍ଟ ମାଇଣ୍ଡସ ଗ୍ଲୋବାଲ ଆଇ.ଟି. ଡେଭେଲପମେଣ୍ଟ ସେଣ୍ଟର ଉଦ୍‍ଘାଟିତ

Next Post

ବିଏମସିରୁ ବିଦା ହେଲେ ପ୍ରମୋଦ ପୃଷ୍ଟି

Next Post
ବିଏମସିରୁ ବିଦା ହେଲେ ପ୍ରମୋଦ ପୃଷ୍ଟି

ବିଏମସିରୁ ବିଦା ହେଲେ ପ୍ରମୋଦ ପୃଷ୍ଟି

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA