ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଉପସଭାପତି ଶ୍ରୀମତୀ ଶାଶ୍ୱତୀ ଦାସଙ୍କୁ ‘ଫେମିନା ଆଚିଭର୍ସ ଇଷ୍ଟ -୨୦୨୪’ ସମ୍ମାନରେ ସମ୍ମାନିତ କରାଯାଇଛି । ଦେଶର ଅଗ୍ରଣୀ ଇଂରାଜୀ ମହିଳା ପତ୍ରିକା ଫେମିନା ପକ୍ଷରୁ ତାଙ୍କୁ ‘ଏକ୍ସଲେନ୍ସ ଇନ୍ ଇନ୍ସ୍ପିରେସ୍ନାଲ୍ ଲିଡରସିପ୍’ ସମ୍ମାନରେ ସମ୍ବର୍ଦ୍ଧିତ କରାଯାଇଛି ।








