Thursday, June 25, 2026 02:24 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ମହିଳା ସଶକ୍ତ ହେଲେ ସମାଜ ଆଗକୁ ବଢ଼ିବ: ସୋଆ ଉପସଭାପତି

ସୋଆ ପକ୍ଷରୁ ଆନ୍ତର୍ଜାତିକ ମହିଳା ଦିବସ ପାଳିତ

by Our Correspondent
08 Mar, 2025- 08:35 PM
in News
1 min read
0
ମହିଳା ସଶକ୍ତ ହେଲେ ସମାଜ ଆଗକୁ ବଢ଼ିବ: ସୋଆ ଉପସଭାପତି

ଭୁବନେଶ୍ୱର : ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ କାର୍ଯ୍ୟରତ ମହିଳାମାନଙ୍କ ପକ୍ଷରୁ ଶୁକ୍ରବାର ଆନ୍ତର୍ଜାତିକ ମହିଳା ଦିବସ ପାଳିତ ହୋଇଯାଇଛି । ଏହି ପରିପ୍ରେକ୍ଷୀରେ ବିଶ୍ୱବିଦ୍ୟାଳୟ ପରିସରରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗ ଦେଇ ସୋଆର ଉପସଭାପତି ଶ୍ରୀମତୀ ଶାଶ୍ୱତି ଦାସ ସୋଆର ମହିଳା କର୍ମଚାରୀମାନଙ୍କୁ ଅଭିନନ୍ଦନ ଜଣାଇବା ସହ ସେମାନଙ୍କର ଉଜ୍ୱଳ ଭବିଷ୍ୟତ କାମନା କରିଛନ୍ତି ।

ଏହି ଅବସରରେ ଶ୍ରୀମତୀ ଦାସ ନିଜର ଅଭିଭାଷଣରେ କହିଛନ୍ତି ଯେ ନାରୀ ସମ୍ମାନର ଅଧିକାରିଣୀ । ଆଜି ପୁରୁଷ ସହ ସମସ୍କନ୍ଧ ହୋଇ ଉତୁଙ୍ଗ ଶିଖର ଛୁଇଁବା ସହ ଯୁଦ୍ଧ ବିମାନର ସଫଳ ଚାଳିକା ହୋଇପାରିଛି ନାରୀ । ଉଦ୍ୟୋଗ ଜଗତରେ ସଫଳତା ହାସଲ କରିବା ସହ କଳା, ଭାସ୍କର୍ଯ୍ୟ ଓ ଗବେଷଣା କ୍ଷେତ୍ରରେ ସେ ବେଶ ନିପୁଣା । ଘର ସମ୍ଭାଳିବାରେ ମଧ୍ୟ ନାରୀ ବେଶ ପାରଙ୍ଗମ ବୋଲି କହିଛନ୍ତି ଶ୍ରୀମତି ଦାସ ।

ମହିଳା ସଶକ୍ତ ହେଲେ ହିଁ ସମାଜ ଆଗକୁ ବଢ଼ିବ । ନାରୀ ସଶକ୍ତୀକରଣ କ୍ଷେତ୍ରରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ତା’ର ପ୍ରୟାସ ନିରବଚ୍ଛିନ୍ନ ଭାବେ ଜାରି ରଖିଛି ବୋଲି ଶ୍ରୀମତି ଦାସ କହିଛନ୍ତି ।

କେବଳ ଶିକ୍ଷା କିମ୍ବା ସ୍ୱାସ୍ଥ୍ୟ କ୍ଷେତ୍ରରେ ନୁହେଁ ବରଂ ବିଭିନ୍ନ ବିଭାଗରେ ନିଜର ବହୁମୂଲ୍ୟ ଯୋଗଦାନ ଦେଇ ବିଶ୍ୱବିଦ୍ୟାଳୟ ପାଇଁ ଗୋ÷ରବ ଆଣିଛନ୍ତି । ଏହି ଦୃଷ୍ଟିରୁ ସେମାନେ ବିଶ୍ୱବିଦ୍ୟାଳୟ ଓ ସାରା ରାଜ୍ୟରେ ଉଦାହରଣ ପାଲଟିଛନ୍ତି ବୋଲି ଆନନ୍ଦ ବ୍ୟକ୍ତ କରିଛନ୍ତି ସୋଆର ଉପସଭାପତି ଶ୍ରୀମତୀ ଦାସ ।

ଏହି କାର୍ଯ୍ୟକ୍ରମରେ ଉପକୁଳପତି ପ୍ରଫେସର ନୀତା ମହାନ୍ତି, ସୋଆର କଂଟ୍ରୋଲର ଅଫ୍ ଏଗ୍ଜାମିନେସନ୍ ପ୍ରଫେସର ମଞ୍ଜୁଳା ଦାସ, ପ୍ରାଚୀନ୍ର ମୁଖ୍ୟ ପ୍ରଫେସର ଗାୟତ୍ରୀବାଳା ପଣ୍ଡା ନାରୀ ସଶକ୍ତୀକରଣ ଏବଂ ଅଧିକାର ସମ୍ପର୍କରେ ଆଲୋକପାତ କରିଥିଲେ । ନିଜ ଅନୁଭୂତି ବଖାଣି ଏହି ପ୍ରମୁଖ ମହିଳାମାନେ ଝିଅମାନଙ୍କ ସମେତ ପୁଅମାନଙ୍କୁ ମଧ୍ୟ ଉପଯୁକ୍ତ ସଂସ୍କାର ଦେବା ଉପରେ ଗୁରୁତ୍ୱାରୋପ କରିଥିଲେ ।

ଏହି ଅବସରରେ ଇନ୍ଷ୍ଟିଚୁ୍ୟଟ୍ ଅଫ୍ ଡେଂଟାଲ୍ ସାଇନ୍ସେସ୍ର ଡିନ୍ ପ୍ରଫେସର ରୁଚି ଭୂୟାଁ, ସମ୍ ନର୍ସିଂ କଲେଜର ନିଦେ୍ର୍ଦଶିକା ପ୍ରଫେସର ପ୍ରଭାତୀ ତି୍ରପାଠୀ ଓ ଏସ୍ଏନ୍ସି -୧ର ଡିନ୍ ପ୍ରଫେସର ସସ୍ମିତା ଦାସଙ୍କ ସମେତ ବିଭିନ୍ନ ବିଭାଗୀୟ ମୁଖ୍ୟ, ପ୍ରଫେସର, ଫ୍ୟାକଲି୍ଟ. କାର୍ଯ୍ୟରତ ମହିଳା କର୍ମଚାରୀ ଏବଂ ସୁମା ରିୟଲ୍ ମିଡିଆ ପ୍ରାଇଭେଟ ଲିମିଟେଡ୍ର ମହିଳା ସାମ୍ବାଦିକାମାନେ ଯୋଗ ଦେଇଥିଲେ ।

ସୂଚନା ଯୋଗ୍ୟ ଯେ ସୋଆର ଅଧ୍ୟୟନରତ ଛାତ୍ରଛାତ୍ରୀଙ୍କ ମଧ୍ୟରେ ୫୪ ପ୍ରତିଶତ ଛାତ୍ରୀ ହୋଇଥିବା ବେଳେ ବିଭିନ୍ନ ଅନୁଷ୍ଠାନର ମହିଳା ଫ୍ୟାକଲ୍ଟି ଓ କର୍ମଚାରୀଙ୍କ ସଂଖ୍ୟା ୪୨ ପ୍ରତିଶତ ମହିଳା । ସେହିପରି ୪୬ ଜଣ ମହିଳା ସୋଆର ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପଦବୀରେ କାର୍ଯ୍ୟରତ ଅଛନ୍ତି ।

ଏହି କାର୍ଯ୍ୟକ୍ରମରେ ଆଡିସ୍ନାଲ ଡିନ୍ (ଷ୍ଟୁଡେଂଟ ଆଫେୟାର୍ସ) ଆଇଟିିଆର୍ , ପ୍ରଫେସର ରେଣୁ ଶର୍ମା ସ୍ୱାଗତ ଭାଷଣ ପ୍ରଦାନ କରିବା ସହ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।

Previous Post

ଓଡ଼ିଶାରେ ମିଶି ଭୁଲ୍ କରିଦେଲୁ

Next Post

କିଟ୍‍ ଓ କିସରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ

Next Post
କିଟ୍‍ ଓ କିସରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ

କିଟ୍‍ ଓ କିସରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA