Saturday, April 18, 2026 03:53 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ସୁଧାଂଶୁ ଷଡ଼ଙ୍ଗୀ ବିଦା, ସୌମେନ୍ଦ୍ର ପ୍ରିୟଦର୍ଶୀ ପୁଲିସ କମିଶନର

ପୂର୍ବସ୍ଥାନକୁ ଫେରିଲେ ଷଡ଼ଙ୍ଗୀ, ଏମ.ଅକ୍ଷୟ ଅଗ୍ନିଶମ ଡିଜି

by Our Correspondent
08 Mar, 2021- 08:33 PM
in Latest News, News
1 min read
0
ସୁଧାଂଶୁ ଷଡ଼ଙ୍ଗୀ ବିଦା, ସୌମେନ୍ଦ୍ର ପ୍ରିୟଦର୍ଶୀ ପୁଲିସ କମିଶନର

ଭୁବନେଶ୍ୱର: ରାଜଧାନୀରେ ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ପୁଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀଙ୍କୁ ମହଙ୍ଗା ପଡ଼ିଛି । ରାଜ୍ୟ ସରକାର ଆଜି ତାଙ୍କୁ ପଦରୁ ହଟାଇ ଦେଇଛନ୍ତି । ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ନୂଆ ପୁଲିସ କମିଶନର ଭାବେ ନିଯୁକ୍ତି ଦିଆଯାଇଛି । ୧୯୯୫ ବ୍ୟାଚ୍ ଆଇପିଏସ୍ ସୌମେନ୍ଦ୍ର ଜଣେ ଦକ୍ଷ ଅଫିସର ଭାବେ ଜଣାଶୁଣା । କ୍ରାଇମବ୍ରାଞ୍ଚର ଅତିରିକ୍ତ ପୁଲିସ ମହାନିର୍ଦ୍ଦେଶକ(ଏଡିଜି) ଭାବେ ବର୍ତ୍ତମାନ ସେ କାର୍ଯ୍ୟ କରୁଛନ୍ତି ।

ସୂଚନାଯୋଗ୍ୟ ଯେ ରାଜଧାନୀରେ ଆଇନଶୃଙ୍ଖଳା ପରିସ୍ଥିତି କ୍ରମାଗତ ଭାବେ ବିଗିଡ଼ି ଚାଲିଛି । ଚୋରି, ଲୁଟତରାଜ ଏକ ସାଧାରଣ ଘଟଣା ହୋଇଯାଇଛି । ଦୁଇଦିନ ତଳେ ଦିନ ଦ୍ୱିପ୍ରହରେ ସିଆରପି ଛକରେ ଚଳନ୍ତା ଗାଡ଼ିରେ ଜଣଙ୍କୁ ମର୍ଡର ଘଟଣା ଆଲୋଡ଼ନ ସୃଷ୍ଟି କରିଥିଲା । ୨୨ ବର୍ଷ ପରେ ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ମୁଖ୍ୟ ଅଭିଯୁକ୍ତ ବିବନ ବିଶ୍ୱାଳକୁ ଗିରଫ କରିବା ଘଟଣା କମିଶନରଙ୍କ ପାଇଁ ବାହାଦୁରି ଆଣିଥିଲେ ମଧ୍ୟ ରାଜଧାନୀରେ ବଢ଼ି ଚାଲିଥିବା ଅପରାଧକୁ ରୋକିବାରେ ସେ ସମ୍ପୂର୍ଣ୍ଣ ବିଫଳ ହୋଇଥିଲେ । କେବଳ ଟୁଇଟର୍ ରେ ସେ ନିଜର ଅପରାଧ ଦମନ ଅଭିଯାନ ସୀମିତ ରଖୁଥିବା ଚର୍ଚ୍ଚା ହେଉଥିଲା ।

ବିଦାୟୀ କମିଶନର ୧୯୯୦ ବ୍ୟାଚ୍ ର ସୁଧାଂଶୁ ଷଡ଼ଙ୍ଗୀଙ୍କୁ ତାଙ୍କର ପୂର୍ବସ୍ଥାନକୁ ଫେରାଇ ନେଇଛନ୍ତି ସରକାର । ପୁଲିସ କମିଶନର ଦାୟିତ୍ୱ ନେବା ପୂର୍ବରୁ ସେ ପୁଲିସ ଗୃହ ନିର୍ମାଣ ନିଗମ ଅଧ୍ୟକ୍ଷ ଥିଲେ । ଏବେ ସେହି ପଦ ପୁଣି ସମ୍ଭାଳିବେ ।

ପୁଲିସ ଗୃହ ନିର୍ମାଣ ନିଗମ ଅଧ୍ୟକ୍ଷ ପଦରେ ଥିବା ୧୯୮୮ ବ୍ୟାଚ୍ ଆଇପିଏସ୍ ଏମ.ଅକ୍ଷୟ ଅଗ୍ନିଶମ ଓ ହୋମଗାର୍ଡ ଡିଜି ଭାବେ ବଦଳି ହୋଇଛନ୍ତି ।

ଆଜି ସଂଧ୍ୟାରେ ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ବଦଳି ବିଜ୍ଞପ୍ତି ପ୍ରକାଶ ପାଇଛି ।

Previous Post

‘ମିଶନ ଶକ୍ତି’ କୋଟିଏ ମା ଙ୍କର ବିରାଟ ଆନ୍ଦୋଳନ ହେବ : ନବୀନ

Next Post

କିଟ୍, କିସ୍ ର ମହିଳା କର୍ମଚାରୀଙ୍କୁ ମାଗଣାରେ କରୋନା ଟିକା

Next Post
କିଟ୍, କିସ୍ ର ମହିଳା କର୍ମଚାରୀଙ୍କୁ ମାଗଣାରେ କରୋନା ଟିକା

କିଟ୍, କିସ୍ ର ମହିଳା କର୍ମଚାରୀଙ୍କୁ ମାଗଣାରେ କରୋନା ଟିକା

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19181 shares
    Share 7672 Tweet 4795
  • ନବୀନ..ନବୀନ, ମୋହନ..ମୋହନ

    16600 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA