Wednesday, August 26, 2026 11:43 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ସୋଆରେ ବିଦେଶୀ ଛାତ୍ରଛାତ୍ରୀଙ୍କ ପାଇଁ ସ୍ୱତନ୍ତ୍ର ଗ୍ରାଜୁଏସନ୍ ସମାରୋହ

by Our Correspondent
25 Aug, 2026- 11:19 PM
in Latest News, News
1 min read
0
ସୋଆରେ ବିଦେଶୀ ଛାତ୍ରଛାତ୍ରୀଙ୍କ ପାଇଁ ସ୍ୱତନ୍ତ୍ର ଗ୍ରାଜୁଏସନ୍ ସମାରୋହ

ଭୁବନେଶ୍ୱର : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଡିମ୍‌ଡ ଟୁ ବି ବିଶ୍ୱବିଦ୍ୟାଳୟରେ ବିଭିନ୍ନ ପାଠ୍ୟକ୍ରମରେ ଅଧ୍ୟୟନ କରି ଶିକ୍ଷା ସମାପ୍ତ କରିଥିବା ୪୬ ଜଣ ବିଦେଶୀ ଛାତ୍ରଛାତ୍ରୀଙ୍କୁ ମଙ୍ଗଳବାର ଏକ ବିଶେଷ କାର୍ଯ୍ୟକ୍ରମରେ ଡିଗ୍ରୀ ପ୍ରଦାନ କରାଯାଇଛି । ପନ୍ଦରଟି ବିଭିନ୍ନ ଦେଶରୁ ଆସିଥିବା ଏହି ଛାତ୍ରଛାତ୍ରୀମାନେ ବି.ଟେକ୍‌, ଏମ.ଟେକ୍‌, ବି.ଫାର୍ମ, ବି.ଏସ.ସି (କୃଷି), ବିବିଏ, ମାଷ୍ଟର ଇନ୍ ହସ୍ପିଟାଲ ଆଡମିନିଷ୍ଟ୍ରେସନ ଓ ବି.ଏସ.ସି (ଅପଟୋମେଟ୍ରି) ପାଠ୍ୟକ୍ରମର ଅନ୍ତଭୁର୍କ୍ତ ଥିଲେ ।

ଏହି କାର୍ଯ୍ୟକ୍ରମରେ ଇଟଂରନ୍ୟାସନାଲ ଟ୍ରିବ୍ୟୁନାଲ ଫର ଦ ଲ ଅଫ ଦ ସି, ହାମବର୍ଗର ବିଚାରପତି ପ୍ରଫେସର ମରିସ କାମଗା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ବିଦେଶୀ ଛାତ୍ରଛାତ୍ରୀମାନଙ୍କ ସଫଳତା ନିମନ୍ତେ ସେମାନଙ୍କୁ ଅଭିନନ୍ଦନ ଜଣାଇଥିଲେ । ତାଙ୍କ ନିଜ ଦେଶ କ୍ୟାମେରୁନ୍‌ର ଛାତ୍ରଛାତ୍ରୀମାନେ ମଧ୍ୟ ଏହି ସଫଳତା ଲାଭ କରିଥିବାରୁ ସେ ଆନନ୍ଦ ପ୍ରକାଶ କରିଥିଲେ । ସୋଆ ସହିତ କ୍ୟାମେରୁନ୍‌ର ହାନସିଆଟିକ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକନୋଲୋଜି ଆଣ୍ଡ ଆପ୍ଳାଇଡ୍ ସାଇନସେସର ଉଚ୍ଚ ଶିକ୍ଷାରେ ସହଯୋଗ ନିମନ୍ତେ ଏକ ବୁଝାମଣା ସ୍ୱାକ୍ଷରିତ ହୋଇଥିବା ସେ ପ୍ରକାଶ କରିଥିଲେ । ପ୍ରଫେସର କାମଗାଙ୍କ ପତ୍ନୀ ଶ୍ରୀମତି ଜିନି କାମଗା ଯିଏ କି ଦ ହେଗ ସ୍ଥିତ ଇଟଂରନ୍ୟାସନାଲ କୋର୍ଟ ଅଫ୍ ଜଷ୍ଟିସ୍‌ରେ କାର୍ଯ୍ୟରତ ସେ ମଧ୍ୟ ଉତ୍ସବରେ ଉପସ୍ଥିତ ଥିଲେ ।

ସୋଆ କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ଛାତ୍ରଛାତ୍ରୀମାନଙ୍କୁ ଡିଗ୍ରୀ ପ୍ରଦାନ କରିବା ସହ ସେମାନଙ୍କର ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଥିଲେ । ସେ କହିଥିଲେ ଯେ ଏହି ଛାତ୍ରଛାତ୍ରୀମାନେ ନ୍ୟାସ୍‌ନାଲ୍ ଇନ୍‌ଷ୍ଟିଚ୍ୟୁସ୍‌ନାଲ ର‌୍ୟାଙ୍କିଙ୍ଗ ଫ୍ରେକ୍‌ୱାକ୍ (ଏନଆଇଆରଏଫ୍‌) ର‌୍ୟାଙ୍କିଙ୍ଗ୍ ଅନୁଯାୟୀ ଭାରତର ୧୫ତମ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟରୁ ଡିଗ୍ରୀ ହାସଲ କରିଥିବାରୁ ଗର୍ବିତ ହେବା ଆବଶ୍ୟକ ।

ଏହି କାର୍ଯ୍ୟକ୍ରମରେ ଉପକୁଳପତି ପ୍ରଫେସର ଅନୁପ କୁମାର ସାମନ୍ତରାୟ, ପ୍ରଫେସର ପ୍ରଶାନ୍ତ କୁମାର ପାତ୍ର ଓ ପ୍ରଫେସର (ଡ) ନୀତା ମହାନ୍ତି, କଂଟ୍ରୋଲର ଅଫ୍ ଏଗଜାମିନେସନ ପ୍ରଫେସର ମଞ୍ଜୁଳା ଦାସ, ୟୁନିଭର୍ସିଟି ଆଉଟ୍‌ରିଚ ପ୍ରୋଗ୍ରାମ ଓ ଇଂଟରନ୍ୟାସନାଲ ରିଲେନ୍ସ ନିର୍ଦ୍ଦେଶକ ପ୍ରଫେସର ନଚିକେତା କେ. ଶର୍ମା ଓ ସୋଆ ଛାତ୍ରମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଂଜନ ଦାସ ଉପସ୍ଥିତ ଥିଲେ ।

Previous Post

କିମସରେ ହୃତପିଣ୍ଡ ଧମନୀର ସଫଳ ଅସ୍ତ୍ରୋପଚାର

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA