Friday, October 2, 2026 01:47 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ସୋଆର ୨୫ ବର୍ଷ ପୂର୍ତ୍ତି ଉପଲକ୍ଷେ ସ୍ୱତନ୍ତ୍ର ଡାକଟିକଟ “ମାଇ ଷ୍ଟାମ୍ପ” ଉନ୍ମୋଚିତ

by Our Correspondent
24 Dec, 2021- 09:25 PM
in News
1 min read
0
ସୋଆର ୨୫ ବର୍ଷ ପୂର୍ତ୍ତି  ଉପଲକ୍ଷେ ସ୍ୱତନ୍ତ୍ର ଡାକଟିକଟ “ମାଇ ଷ୍ଟାମ୍ପ” ଉନ୍ମୋଚିତ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ୨୫ ବର୍ଷ ପୂର୍ତ୍ତି ଅବସରରେ ଏକ ସ୍ୱତନ୍ତ୍ର ଡାକଟିକଟ “ମାଇ ଷ୍ଟାମ୍ପ” ଏହାର ପ୍ରତିଷ୍ଠାତା ସଭାପତି ପ୍ରଫେସର ଡକ୍ଟର ମନୋଜ ନାୟକଙ୍କ ଦ୍ୱାରା ଶୁକ୍ରବାର ଉନ୍ମୋଚିତ ହୋଇଯାଇଛି । ୫ ଟଙ୍କା ମୂଲ୍ୟର ଏହି ଡାକ ଟିକଟରେ ଉଭୟ ସୋଆର ଲୋଗୋ ଏବଂ କୋଣାର୍କ ସୂର୍ଯ୍ୟମନ୍ଦିରର ଚିତ୍ର ରହିଛି ।

ଶିକ୍ଷା ଓ ସ୍ୱାସ୍ଥ୍ୟ କ୍ଷେତ୍ରରେ ନିରବଚ୍ଛିନ୍ନ ସେବା ଯୋଗାଇ ଆସୁଥିବା ସୋଆ୧୯୯୬ ମସିହାରେ ପ୍ରତିଷ୍ଠା ହୋଇଥିବା ବେଳେ ନିକଟରେ ୨୫ ବର୍ଷ ପୂର୍ଣ୍ଣ କରିଛି । ସୋଆ ପକ୍ଷରୁ ଏକ ବହୁବିଧ ଡିମ୍ଡ ଟୁ ବି ୟୁନିଭର୍ସିଟି ପରିଚାଳିତ ହେଉଥିବା ବେଳେ ଏହା ଅଧିନରେ ଇଞ୍ଜିନିୟରିଂ ଆଣ୍ଡ ଟେକ୍ନୋଲୋଜି, ମେଡିକାଲ୍ ସାଇନ୍ସେସ୍, ଫାର୍ମାସ୍ୟୁଟିକାଲ୍ ସାଇନ୍ସେସ୍, ଡେଂଟାଲ୍ ସାଇନ୍ସେସ୍, ମ୍ୟାନେଜମେଂଟ ସାଇନ୍ସେସ୍, ଲିଗାଲ୍ ଷ୍ଟଡିଜ୍, ନର୍ସିଂ, ହସ୍ପିଟାଲିଟି ଆଣ୍ଡ ଟୁରିଜିମ୍ ମ୍ୟାନେଜମେଂଟ ଏବଂ ଏଗ୍ରିକଲ୍ଚରାଲ୍ ସାଇନ୍ସେସ୍ ଭଳି ୯ଟି ଅନୁଷ୍ଠାନ କାର୍ଯ୍ୟ କରୁଛି ।

ଷ୍ଟାମ୍ପଟିକୁ ଉନ୍ମୋଚନ କରିବା ସମୟରେ ଏହାକୁ ଅତ୍ୟନ୍ତ ଖୁସିର ମୁହୂର୍ତ ବୋଲି ବର୍ଣ୍ଣନା କରି ଦେଶର ଶିକ୍ଷା ଏବଂ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ନିଜକୁ ଉତ୍ସର୍ଗୀକୃତ କରିବାକୁ ସୋଆର କାର୍ଯ୍ୟରତ ସହଯୋଗୀ ମାନଙ୍କୁ ଅନୁରୋଧ କରିଛନ୍ତି ସୋଆର ପ୍ରତିଷ୍ଠାତା ସଭାପତି ପ୍ରଫେସର ନାୟକ । ଆମ ଦେଶ ସ୍ୱାଧିନତାର ଅମୃତ ମହୋତ୍ସବ ପାଳନ କରୁଥିବା ବେଳେ ସୋଆର ୨୫ ବର୍ଷ ପୂର୍ତୀ ଏବଂ ସ୍ୱତନ୍ତ୍ର ଡାକଟିକଟ ଉନ୍ମୋଚନ ଏକ ସୁଖଦ ସଂଯୋଗ ବୋଲି ପ୍ରଫେସର ନାୟକ କହିଛନ୍ତି ।

ଏହି ସ୍ୱତନ୍ତ୍ର ଡାକଟିକଟ ଉନ୍ମୋଚନ ସମୟରେ ସୋଆ କୁଳପତି ପ୍ରଫେସର ଅଶୋକ କୁମାର ମହାପାତ୍ର, ଉପକୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ, ରେଜିଷ୍ଟ୍ରାର ପ୍ରଫେସର ବିଭୁତି ଭୂଷଣ ପ୍ରଧାନ, ପ୍ରତିଷ୍ଠାତା ସଦସ୍ୟା କୁମାରୀ ଉପାସନା ନାୟକ, ଛାତ୍ରମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ, ଆଇଟିଇଆର୍ ଡିନ୍ ପ୍ରଫେସର ପି.କେ. ସାହୁ, ଆଇଡିଏସ୍ ଡିନ୍ ପ୍ରଫେସର ନୀତା ମହାନ୍ତି, ଫାଇନାନ୍ସ ଅଫିସର ସରୋଜ କାନ୍ତ ସାମଲ୍, ଜଏଂଟ ରେଜିଷ୍ଟ୍ରାର ଡଃ ଶଶାଙ୍କ ଶେଖର ମିଶ୍ର, ୟୁନିଭର୍ସିଟି ଆଉଟ୍ରିଚ୍ ପ୍ରୋଗ୍ରାମ୍ ନିର୍ଦ୍ଦେଶକ ପ୍ରଫେସର ନଚିକେତା କେ. ଶର୍ମା, ଡିଜିଏମ୍ ମେନ୍ଟେନାନ୍ସ  ବିବେକ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ ।

Previous Post

ଫୁଟପାଥ୍ ବେପାରୀଙ୍କୁ ସାହାଯ୍ୟର ହାତ ବଢ଼ାଇଲେ ମୁଖ୍ୟମନ୍ତ୍ରୀ

Next Post

ପଞ୍ଚାୟତ ନିର୍ବାଚନ ପ୍ରାର୍ଥୀ ଦେବେ ସତ୍ୟପାଠ, ଭୁଲ୍ ଥିଲେ ୬ ମାସ ଜେଲ୍

Next Post
ପଞ୍ଚାୟତ ନିର୍ବାଚନ ପ୍ରାର୍ଥୀ ଦେବେ ସତ୍ୟପାଠ, ଭୁଲ୍ ଥିଲେ ୬ ମାସ ଜେଲ୍

ପଞ୍ଚାୟତ ନିର୍ବାଚନ ପ୍ରାର୍ଥୀ ଦେବେ ସତ୍ୟପାଠ, ଭୁଲ୍ ଥିଲେ ୬ ମାସ ଜେଲ୍

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA