Sunday, June 28, 2026 04:17 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଜୁଲାଇ ୮ରେ ଖୋଲିବ ରତ୍ନଭଣ୍ଡାର

by Our Correspondent
19 Jun, 2024- 07:02 PM
in Latest News, News
1 min read
0
ଜୁଲାଇ ୮ରେ ଖୋଲିବ ରତ୍ନଭଣ୍ଡାର

ଭୁବନେଶ୍ୱର: ଚଳିତ ନିର୍ବାଚନରେ ଶ୍ରୀମନ୍ଦିର ରତ୍ନଭଣ୍ଡାରକୁ ଅନ୍ୟତମ ମୁଖ୍ୟ ପ୍ରସଙ୍ଗ କରିଥିଲା ବିଜେପି । ନିର୍ବାଚନରେ ଜିତି ସରକାର ଗଠନ କରିବା ପରେ ଲୋକଙ୍କୁ ଦିଆଯାଇଥିବା ପ୍ରତିଶ୍ରୁତି ପୂରଣ ଦିଗରେ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି । ରତ୍ନଭଣ୍ଡାରର ରହସ୍ୟ ଉପରୁ ପରଦା ହଟାଇବାକୁ ଯାଉଛନ୍ତି ନବଗଠିତ ବିଜେପି ସରକାର । ଆସନ୍ତା ଜୁଲାଇ ୮ ତାରିଖରେ ରତ୍ନଭଣ୍ଡାର ଖୋଲାଯିବ । କୋର୍ କମିଟି, ଟେକ୍ନିକାଲ୍ କମିଟି ଉପସ୍ଥିତିରେ ଏହାକୁ ଖୋଲାଯିବ । ଆଜି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି ।

ବୈଠକର ନିଷ୍ପତ୍ତି ସଂକ୍ରାନ୍ତରେ ସୂଚନା ଦେଇ ଏଏସଆଇ ଅଧୀକ୍ଷକ ଡି.ବି. ଗଡ଼ନାୟକ କହିଛନ୍ତି, ରତ୍ନଭଣ୍ଡାର ବାହାର ପାଶ୍ୱର୍ କାନ୍ଥ ଲେଜର ସ୍କାନିଂ କରାଯାଇଛି । ୨୦୧୮ ମସିହାରେ ଆସିଥିବା ରିପୋର୍ଟରେ ରତ୍ନଭଣ୍ଡାରର କିଛି ସ୍ଥାନରେ କ୍ରାକ୍ ତଥା ଭଙ୍ଗାରୁଜା ରହିଥିବା ଜଣାପଡ଼ିଥିଲା । ଲେଜର୍ ସ୍କାନିଂ ରିପୋର୍ଟରେ ବି ଏହା ସ୍ପଷ୍ଟ ହୋଇଛି । ଉକ୍ତ କ୍ରାକ୍ ଦେଇ ପାଣି ଭିତରକୁ ଯାଉଥିବ । ତେଣୁ ଆବଶ୍ୟକତା ଅନୁଯାୟୀ ତୁରନ୍ତ ଏହାର ମରାମତି କରାଯିବ ।

ଅନ୍ୟପକ୍ଷରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗରେ ରାଜ୍ୟ ସରକାର ତତ୍ପରତା ପ୍ରକାଶ କରିଛନ୍ତି । ଜଷ୍ଟିସ୍ ରଘୁବୀର ଦାସ କମିସନଙ୍କ ରିପୋର୍ଟ ସାର୍ବଜନୀନ କରିବାକୁ ନିଷ୍ପତ୍ତି ନେଇଛନ୍ତି । ଏ ନେଇ ହାଇକୋର୍ଟଙ୍କୁ ରାଜ୍ୟ ସରକାର ଆଜି ଅବଗତ କରିଛନ୍ତି । ଆଗାମୀ କ୍ୟାବିନେଟ୍ ବୈଠକରେ ଏହାର ରିପୋର୍ଟ ଉପସ୍ଥାପନ କରାଯିବ । ୩ ସପ୍ତାହ ପରେ ହାଇକୋର୍ଟରେ ଏହି ମାମଲାର ପରବର୍ତ୍ତୀ ଶୁଣାଣି ହେବ ।

 

 

Previous Post

ନବୀନ ବିରୋଧୀ ଦଳ ନେତା

Next Post

ବିଶ୍ଵର ୨୫ହଜାର ସ୍ଥାନରେ ପାଳିତ ହେଲା ଆର୍ଟ ଅଫ୍‍ ଗିଭିଂ ଦିବସ

Next Post
ବିଶ୍ଵର ୨୫ହଜାର ସ୍ଥାନରେ ପାଳିତ ହେଲା ଆର୍ଟ ଅଫ୍‍ ଗିଭିଂ ଦିବସ

ବିଶ୍ଵର ୨୫ହଜାର ସ୍ଥାନରେ ପାଳିତ ହେଲା ଆର୍ଟ ଅଫ୍‍ ଗିଭିଂ ଦିବସ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA