Monday, February 16, 2026 11:22 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

୯ ମାସ ପରେ ଖୋଲିଲା ଶ୍ରୀମନ୍ଦିର

by Our Correspondent
23 Dec, 2020- 08:37 AM
in Latest News, News
1 min read
0
୯ ମାସ ପରେ ଖୋଲିଲା ଶ୍ରୀମନ୍ଦିର

ପୁରୀ: ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀମନ୍ଦିର । ୯ ମାସ ପରେ ମହାପ୍ରଭୁଙ୍କୁ ଦର୍ଶନ କରିବାର ସୁଯୋଗ ପାଇଲେ ଭକ୍ତ । ଆଜି ଭୋର୍ ୪.୪୦ ରେ ସିଂହଦ୍ୱାର ଫିଟିବା ପରେ ପତିତପାବନଙ୍କ ଦର୍ଶନ ଆରମ୍ଭ ହୋଇଛି । ଦୀର୍ଘ ମାସ ଧରି ମହାପ୍ରଭୁଙ୍କ ଦର୍ଶନରୁ ବଞ୍ଚିତ ଭକ୍ତମାନଙ୍କ ମଧ୍ୟରେ ଭାବବିହ୍ୱଳ ପରିବେଶ ସୃଷ୍ଟି ହୋଇଛି ।

ଆଜିଠାରୁ ସେବାୟତ ପରିବାର ଦର୍ଶନ କରୁଛନ୍ତି । ତିନି ଦିନ ଧରି ସେମାନଙ୍କୁ କେବଳ ଦର୍ଶନର ସୁଯୋଗ ମିଳିବ । ୨୬ ରୁ ୩୧ ତାରିଖ ପର୍ଯ୍ୟନ୍ତ ୱାର୍ଡୱାରୀ ପୁରୀ ସହରବାସୀଙ୍କୁ ଦର୍ଶନର ସୁଯୋଗ ଦିଆଯିବ । ସେଥିପାଇଁ ଟୋକନ୍ ବ୍ୟବସ୍ଥା କରାଯାଇଛି । ସାଙ୍ଗରେ ପରିଚୟପତ୍ର ନେବା ବାଧ୍ୟତାମୂଳକ । ୧ ଓ ୨ ତାରିଖ ନୂଆବର୍ଷରେ ଭକ୍ତଙ୍କ ଗହଳିକୁ ଏଡାଇବା ପାଇଁ ଶ୍ରୀମନ୍ଦିର ଦର୍ଶନକୁ ବନ୍ଦ ରଖାଯିବ । ଜାନୁଆରୀ ୩ ତାରିଖରୁ ପୁରୀ ବାହାରର ଭକ୍ତ ଦର୍ଶନ କରିବେ । ସେଥିପାଇଁ ନେଗେଟିଭ୍ କୋଭିଡ୍ ରିପୋର୍ଟ ଦେଖାଇବାକୁ ପଡ଼ିବ । ୧୦ ବର୍ଷରୁ କମ୍ ବୟସର ଶିଶୁଙ୍କୁ ଶ୍ରୀମନ୍ଦିର ପ୍ରବେଶ ବାରଣ କରାଯାଇଛି ।

କୋଭିଡ୍ କଟକଣା ଭିତରେ ଶ୍ରୀମନ୍ଦିରରେ ଭକ୍ତଙ୍କ ଦର୍ଶନକୁ ଶୃଙ୍ଖଳିତ କରିବାକୁ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି । କର୍ଡନ କରାଯାଇ ଭକ୍ତଙ୍କୁ ଶ୍ରୀମନ୍ଦିର ଛଡ଼ାଯାଉଛି । ସାମାଜିକ ଦୂରତା ପାଳନ, ମାସ୍କ ପିନ୍ଧିବା ଏବଂ ସାନିଟାଇଜର ବ୍ୟବହାରକୁ ବାଧ୍ୟତାମୂଳକ କରାଯାଇଛି ।

ଅନ୍ୟପକ୍ଷରେ, କାକଟପୁରର ମା’ ମଙ୍ଗଳା ମନ୍ଦିର ମଧ୍ୟ ଭକ୍ତଙ୍କ ପାଇଁ ଆଜିଠାରୁ ଖୋଲାଯାଇଛି । ଦୈନନ୍ଦିନ ନୀତି ପରେ ମନ୍ଦିରରେ ସାଧାରଣ ଭକ୍ତଙ୍କ ଦର୍ଶନ ଆରମ୍ଭ ହୋଇଛି । ଦର୍ଶନ ପାଇଁ ପୂର୍ବ ଦ୍ୱାରରେ ଭକ୍ତ ପ୍ରବେଶ କରି ଉତ୍ତର ଦ୍ୱାରରେ ପ୍ରସ୍ଥାନ କରୁଛନ୍ତି । କୋଭିଡ୍ ନିୟମକୁ ପାଳନ ପାଇଁ ପ୍ରଶାସନ ପକ୍ଷରୁ ଆବଶ୍ୟକ ପଦକ୍ଷେପ ନିଆଯାଇଛି ।

ସୂଚନାଯୋଗ୍ୟ, ରାଜ୍ୟରେ କରୋନା ସଂକ୍ରମଣ ଦୃଷ୍ଟିରୁ ଗତ ମାର୍ଚ୍ଚ ୨୦ ରୁ ଭକ୍ତଙ୍କ ଲାଗି ଶ୍ରୀମନ୍ଦିର ଦ୍ୱାର ବନ୍ଦ ରହିଥିଲା ।

Previous Post

ପୋଖରୀରୁ ମିଳିଲା ‘ପରୀ’ ର ଲେଗିନ୍ସ

Next Post

ବିଜେଡ଼ି ପ୍ରତିଷ୍ଠା ଦିବସ: ନବୀନଙ୍କ ଫୋକସ୍ ରେ ‘ମହିଳା’

Next Post
ବିଜେଡ଼ି ପ୍ରତିଷ୍ଠା ଦିବସ: ନବୀନଙ୍କ ଫୋକସ୍ ରେ ‘ମହିଳା’

ବିଜେଡ଼ି ପ୍ରତିଷ୍ଠା ଦିବସ: ନବୀନଙ୍କ ଫୋକସ୍ ରେ 'ମହିଳା'

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19161 shares
    Share 7664 Tweet 4790
  • ନବୀନ..ନବୀନ, ମୋହନ..ମୋହନ

    16597 shares
    Share 6639 Tweet 4149
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7296 shares
    Share 2918 Tweet 1824
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5813 shares
    Share 2325 Tweet 1453
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5483 shares
    Share 2193 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA