Tuesday, June 23, 2026 04:31 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଯୋଜନା ଏବଂ କାର୍ଯ୍ୟକ୍ରମର ସଫଳ ରୂପାୟନ ଉପରେ ଗୁରୁତ୍ୱ

ସାମାଜିକ ସୁରକ୍ଷା ଏବଂ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ସମୀକ୍ଷା ବୈଠକ

by Our Correspondent
22 May, 2025- 09:39 AM
in Latest News, News
1 min read
0
ଯୋଜନା ଏବଂ କାର୍ଯ୍ୟକ୍ରମର ସଫଳ ରୂପାୟନ ଉପରେ ଗୁରୁତ୍ୱ

ଭୁବନେଶ୍ୱର: ବିଭିନ୍ନ କଲ୍ୟାଣକାରୀ ଯୋଜନା ଏବଂ କାର୍ଯ୍ୟକ୍ରମର ସଫଳ ରୂପାୟନ ଉପରେ ଗୁରୁତ୍ୱ ଦେଇଛନ୍ତି ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ଯୋଗ୍ୟ ହିତାଧିକାରୀମାନେ ଯେପରି ସହଜରେ ବିଭିନ୍ନ କଲ୍ୟାଣକାରୀ ଯୋଜନା ଏବଂ କାର୍ଯ୍ୟକ୍ରମର ଲାଭ ପାଇପାରିବେ ସେଥିପାଇଁ ପ୍ରଶାସନିକ ପ୍ରତିବନ୍ଧକ ଏବଂ ନୀତିଗତ ସମସ୍ୟା ଦୂର କରିବା ପାଇଁ ଆବଶ୍ୟକୀୟ ପଦକ୍ଷେପ ନେବାକୁ ବିଭାଗୀୟ ଅଧିକାରୀମାନଙ୍କୁ ପରାମର୍ଶ ଦେଇଛନ୍ତି ।

ମନ୍ତ୍ରୀ ଶ୍ରୀ ଗଣ୍ଡଙ୍କ ଅଧ୍ୟକ୍ଷତାରେ ଭିନ୍ନକ୍ଷମ ବ୍ୟକ୍ତିଙ୍କ ସାମାଜିକ ସୁରକ୍ଷା ଏବଂ ସଶକ୍ତିକରଣ (ଏସଏସପିଇଡି) ବିଭାଗର ଏକ ସମୀକ୍ଷା ବୈଠକ ସ୍ଥାନୀୟ କ୍ୟାପିଟାଲ୍ ହସ୍ପିଟାଲ୍ କ୍ୟାମ୍ପସର ଏସଆଇଡିଆର ସମ୍ମିଳନୀ କକ୍ଷରେ ବୁଧବାର ଦିନ ଅନୁଷ୍ଠିତ ହୋଇଥିଲା ।

ବିଭାଗର ବିଭିନ୍ନ ଯୋଜନା/କାର୍ଯ୍ୟକ୍ରମ, ସାମାଜିକ ସୁରକ୍ଷା ପେନସନ୍ ମଞ୍ଜୁରିର ସ୍ଥିତି, ଚାଲୁ ରହିଥିବା କାର୍ଯ୍ୟ/ପ୍ରକଳ୍ପ, ଆଇନଗତ ପ୍ରସଙ୍ଗ ଇତ୍ୟାଦି ବିଷୟରେ ବିସ୍ତୃତ ସମୀକ୍ଷା କରିଥିଲେ ଏବଂ ସେଗୁଡ଼ିକୁ ଧାର୍ଯ୍ୟ ସମୟସୀମା ମଧ୍ୟରେ ଶେଷ କରିବାକୁ ପଦକ୍ଷେପ ନେବା ପାଇଁ ସମ୍ପୃକ୍ତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ରାଜ୍ୟରେ ଚାଲୁଥିବା ଅନୁଷ୍ଠାନ/ସ୍ୱତନ୍ତ୍ର ବିଦ୍ୟାଳୟ ଏବଂ ବୃଦ୍ଧାଶ୍ରମଗୁଡ଼ିକୁ ନିୟମିତ ପରିଦର୍ଶନ କରିବାକୁ ସେ ପରାମର୍ଶ ଦେଇଥିଲେ ।

ଉକ୍ତ ସମୀକ୍ଷା ବୈଠକରେ ବିଭାଗର ନିର୍ଦ୍ଦେଶିକା ଶ୍ରୀମତୀ ନିୟତି ପଟ୍ଟନାୟକ, ଆର୍ଥିକ ପରାମର୍ଶଦାତା ଓ ସ୍ୱତନ୍ତ୍ର ଶାସନ ସଚିବ ଶ୍ରୀମତୀ ଜୟଶ୍ରୀ ତ୍ରିପାଠୀ, ଅତିରିକ୍ତ ଶାସନ ସଚିବ ଶ୍ରୀମତୀ ସୋନିଆ ବେହେରା ଓ ଭାସ୍କର ରଇତ ଏବଂ ବିଭାଗର ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ/କର୍ମଚାରୀ ଉପସ୍ଥିତ ଥିଲେ ।

Previous Post

ସଚିବଙ୍କ କ୍ଷମତାରେ ଚୋଟ

Next Post

ଅଚ୍ୟୁତ ସାମନ୍ତଙ୍କ ନାମରେ ନାମିତ ହେଲା ଆମେରିକାର ଗବେଷଣା ପ୍ରତିଷ୍ଠାନ

Next Post
ଅଚ୍ୟୁତ ସାମନ୍ତଙ୍କ ନାମରେ ନାମିତ ହେଲା ଆମେରିକାର ଗବେଷଣା ପ୍ରତିଷ୍ଠାନ

ଅଚ୍ୟୁତ ସାମନ୍ତଙ୍କ ନାମରେ ନାମିତ ହେଲା ଆମେରିକାର ଗବେଷଣା ପ୍ରତିଷ୍ଠାନ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA