Wednesday, November 5, 2025 03:52 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ଖୋଲିଲା ସୁଭଦ୍ରା ଯୋଜନାର ୱେବ ପୋର୍ଟାଲ

by Our Correspondent
02 Sep, 2024- 07:41 PM
in Latest News, News
1 min read
0
ଖୋଲିଲା ସୁଭଦ୍ରା ଯୋଜନାର ୱେବ ପୋର୍ଟାଲ

ଭୁବନେଶ୍ୱର: ଆଜି ସୁଭଦ୍ରା ଯୋଜନାର ୱେବ ପୋର୍ଟାଲର ଶୁଭାରମ୍ଭ ହୋଇଛି | ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଏହାର ଶୁଭାରମ୍ଭ କରିଛନ୍ତି । ଏହି ୱେବ ପୋର୍ଟାଲର ଲିଙ୍କହେଲା www.subhadra.odisha.gov.in

ଏହି ଅବସରରେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା କହିଛନ୍ତି.. 

  • ସୁଭଦ୍ରା ଯୋଜନା ଏକ ଯୁଗାନ୍ତକାରୀ ଯୋଜନା।

  • ଆପଣମାନେ କୌଣସି fake ୱେବସାଇଟ ଦ୍ଵାରା ଭ୍ରମିତ ହୁଅନ୍ତୁ ନାହିଁ |

  • ସୁଭଦ୍ରା ଯୋଜନା ସମ୍ବନ୍ଧରେ ଜାଣିବା ପାଇଁ ଏହି ୱେବ ପୋର୍ଟାଲରେ ସମସ୍ତ ପ୍ରକାର ସୂଚନା ପ୍ରଦାନ କରାଯାଇଛି ।

  • ଏହା ଦ୍ଵାରା ଆପଣମାନେ ସହଜରେ, ସୁବିଧାରେ, ସବୁଠାରେ ସୁଭଦ୍ରା ବିଷୟରେ ପଢିପାରିବେ ଓ ବୁଝିପାରିବେ| ଏହାର ଉପାଦାନ ଉଭୟ ଓଡିଆ ଓ ଇଂରାଜୀ ଭାଷାରେ ପ୍ରଦତ୍ତ ଅଛି |

  • ହିତାଧିକାରୀଙ୍କ ଯୋଗ୍ୟତା, ସେମାନଙ୍କ ଅଧିକାର, ଦାୟିତ୍ୱ ସହ ବାରମ୍ବାର ପଚରାଯାଉଥିବା ପ୍ରଶ୍ନ ଓ ଏହାର ଉତ୍ତର ଏହି ୱେବ ପୋର୍ଟାଲରେ ଉପଲବ୍ଧ ଅଛି|

  • ସୁଭଦ୍ରା ସମ୍ବନ୍ଧୀୟ ଆପଣମାନଙ୍କ ମନରେ ଆସୁଥିବା ଯେ କୌଣସି ପ୍ରଶ୍ନର ଉତ୍ତର ଆପଣ ଏହି ୱେବ ପୋର୍ଟାଲରେ ପାଇପାରିବେ |

  • ସୁଭଦ୍ରା ଯୋଜନା ସମ୍ବନ୍ଧୀୟ କୌଣସି ନୂଆ ଘୋଷଣା ଆପଣ ଏହି ୱେବ ପୋର୍ଟାଲରେ ପାଇପାରିବେ |

  • ଆଉ କିଛି ଜାଣିବାକୁ ହେଲେ ଆପଣ ଟୋଲ ଫ୍ରୀ ନମ୍ବର -୧୪୬୭୮ ରେ କଲ କରିବେ | ଏହି ଟୋଲ ଫ୍ରୀ ନମ୍ବର ସକାଳ ୬ରୁ ରାତି ୧୦ ପର୍ଯ୍ୟନ୍ତ କାର୍ଯ୍ୟକ୍ଷମ ରହିବ |

  • ଏହି ଫର୍ମ ସମ୍ପୂର୍ଣ୍ଣ ମାଗଣାରେ ଯଥେଷ୍ଟ ପରିମାଣରେ ଉପଲବ୍ଧ ରହିବ |

  • ପୂରଣ ହୋଇଥିବା ଫର୍ମ ସହିତ ଅବେଦନକାରୀଙ୍କୁ କେବଳ ଆଧାର କାର୍ଡର ନକଲ ଦାଖଲ କରିବାକୁ ହେବ |

  • ମୋ ସେବା କେନ୍ଦ୍ର, ଜନ ସେବା କେନ୍ଦ୍ର ଓ ଜିଲ୍ଲାପାଳଙ୍କ ନିର୍ଦ୍ଦେଶାନୁସାର ନିରୂପଣ କରାଯାଇଥିବା ନିର୍ଦ୍ଦିଷ୍ଟ ସ୍ଥାନ ଓ କାର୍ଯ୍ୟଳୟରେ ୪ ସେପ୍ଟେମ୍ବର ଅପରାହ୍ନରୁ ଫର୍ମ ସଂଗ୍ରହଆରମ୍ଭ କରାଯିବ | ଏହି ଫର୍ମ ଦାଖଲ ସମ୍ପୂର୍ଣ୍ଣ ମାଗଣା ହେବ |

  • ସରକାରଙ୍କ ଅନୁମୋଦନ କ୍ରମେ ଚଳିତ ବର୍ଷର ରାକ୍ଷୀ ପୁର୍ଣ୍ଣିମା କିସ୍ତି ସେପ୍ଟେମ୍ବର ୧୭ ତାରିଖରେ ଦେବା ଆରମ୍ଭ କରାଯିବ | ଏବଂ ସମସ୍ତ ଯୋଗ୍ୟ ହିତାଧିକାରୀଙ୍କୁ ମିଳିଲା ପର୍ଯ୍ୟନ୍ତ ଏହି ପ୍ରକ୍ରିୟା ଜାରି ରହିବ |

ଏହି ଅବସରରେ ମହିଳା ଓଶିଶୁ ବିକାଶ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଶୁଭା ଶର୍ମା, ବିଭାଗୀୟ ନିର୍ଦ୍ଦେଶିକା ଶ୍ରୀମତୀ ମୋନିଶା ବାନାର୍ଜୀ ଓ ଅନ୍ୟ ଅଧିକାରୀବୃନ୍ଦ ଉପସ୍ଥିତ ଥିଲେ।

Previous Post

ଖାଲିପଡ଼ିଛି ୨ ଲକ୍ଷ ସରକାରୀ ଚାକିରି

Next Post

‘ସୁଭଦ୍ରା ଯୋଜନାରେ ସବୁ ମହିଳାଙ୍କୁ ସାମିଲ କର’

Next Post
‘ସୁଭଦ୍ରା ଯୋଜନାରେ ସବୁ ମହିଳାଙ୍କୁ ସାମିଲ କର’

'ସୁଭଦ୍ରା ଯୋଜନାରେ ସବୁ ମହିଳାଙ୍କୁ ସାମିଲ କର'

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19118 shares
    Share 7647 Tweet 4780
  • ନବୀନ..ନବୀନ, ମୋହନ..ମୋହନ

    16589 shares
    Share 6636 Tweet 4147
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7293 shares
    Share 2917 Tweet 1823
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5803 shares
    Share 2321 Tweet 1451
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5478 shares
    Share 2191 Tweet 1370

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA