Monday, July 6, 2026 09:06 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

୫୦୦ ଘରୋଇ ହସ୍ପିଟାଲ୍ ତାଲିକାଭୁକ୍ତ, ଉପକୃତ ହେଲେଣି ସାଢ଼େ ୫ ଲକ୍ଷ

ମୁଖ୍ୟମନ୍ତ୍ରୀଙ୍କ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ସମୀକ୍ଷା

by Our Correspondent
02 Nov, 2022- 07:38 PM
in Health, Latest News, News
1 min read
0
୫୦୦ ଘରୋଇ ହସ୍ପିଟାଲ୍ ତାଲିକାଭୁକ୍ତ, ଉପକୃତ ହେଲେଣି ସାଢ଼େ ୫ ଲକ୍ଷ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ବର୍ତ୍ତମାନ ସୁଦ୍ଧା ୫୦୦ ଟି ଘରୋଇ ହସ୍ପିଟାଲକୁ ତାଲିକାଭୁକ୍ତ କରାଯାଇଛି । ସେଥିମଧ୍ୟରୁ ୯୮ ଟି ହସ୍ପିଟାଲ୍ ହେଉଛନ୍ତି ରାଜ୍ୟ ବାହାରର । ରାଜ୍ୟ ବାହାରେ ଥିବା ହସପିଟାଲ ଗୁଡିକ ମଧ୍ୟରେ ଟାଟା ମେମୋରିଆଲ୍ ହସ୍ପିଟାଲ୍, ସିଏମସି ଭେଲୋର, ଶ୍ରୀ ଶଙ୍କର କ୍ୟାନସର ହସ୍ପିଟାଲ୍ ବାଙ୍ଗାଲୋର, ନାରାୟଣ ହୃଦୟାଳୟ ହସ୍ପିଟାଲ୍, ଫର୍ଟିସ୍ ହସ୍ପିଟାଲ୍, ଆପୋଲ ହସ୍ପିଟାଲ୍ ଇତ୍ୟାଦି ରହିଛନ୍ତି । ୧୭ ଟି ରାଜ୍ୟରେ ଏହି ହସ୍ପିଟାଲଗୁଡ଼ିକ ବିଏସକେୱାଇ ଯୋଜନାରେ ସେବା ଯୋଗାଇ ଦେଉଛନ୍ତି । ସିଏମସି ଭେଲୋରରେ ୭୬ ଜଣ ଓ ଟାଟା ମେମୋରିଆଲ ହସ୍ପିଟାଲ୍ ମୁମ୍ବାଇରେ ୯୭୯ ଜଣ ହିତାଧିକାରୀ ଚିକିତ୍ସା ସୁବିଧା ପାଇଛନ୍ତି ।

ଏହା ହେଉଛି ରାଜ୍ୟ ସରକାରଙ୍କ ତଥ୍ୟ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସମୀକ୍ଷା କଲା ବେଳେ ଏହି ତଥ୍ୟ ସାମନାକୁ ଆସିଛି । ମୁଖ୍ୟମନ୍ତ୍ରୀ ଏଥିରେ ସନ୍ତୋଷ ପ୍ରକାଶ କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି, ମୋ ସରକାର ପ୍ଲାଟଫର୍ମରେ ଏହି ଯୋଜନା ସମ୍ପର୍କରେ ବହୁତ ଭଲ ଫିଡବ୍ୟାକ୍ ମିଳିଛି । ସାମାଜିକ ସୁରକ୍ଷା କ୍ଷେତ୍ରରେ ଏହା ଏକ ଭଲ ଯୋଜନା ଭାବେ ଜନସାଧାରଣଙ୍କ ଆଦୃତି ଲାଭ କରିଛି ।

ତଥ୍ୟ ଅନୁଯାୟୀ, ରାଜ୍ୟର ୯୬.୫ ଲକ୍ଷ ପରିବାରକୁ ଏହି ଯୋଜନାରେ ସ୍ମାର୍ଟ ହେଲଥ୍ କାର୍ଡ ଯୋଗାଇ ଦିଆଯାଇଛି । ଏହାଦ୍ୱାରା ରାଜ୍ୟର ୩ କୋଟି ୩୦ ଲକ୍ଷ ଲୋକ ଉପକୃତ ହେଉଛନ୍ତି । ଏଥିରେ ପ୍ରତି ପରିବାରକୁ ବାର୍ଷିକ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ଦିଆଯାଉଛି । ମହିଳା ହିତାଧିକାରୀଙ୍କ କ୍ଷେତ୍ରରେ ଏହି ସୁବିଧା ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମିଳିପାରୁଛି ।

୨୦୨୧ ସେପ୍ଟେମ୍ବର ୧ ରେ ଏହି ଯୋଜନା ଆରମ୍ଭ ହେବା ଠାରୁ ଆଜି ପର୍ଯ୍ୟନ୍ତ ୫,୪୫,୩୩୯ ଜଣ ହିତାଧିକାରୀ ୧୨୯୧ କୋଟି ଟଙ୍କାର ଚିକିତ୍ସା ସୁବିଧା ପାଇଛନ୍ତି। ଏଥିମଧ୍ୟରୁ ରାଜ୍ୟ ବାହାର ହସ୍‌ପିଟାଲ ଗୁଡିକରେ ୨୩,୧୧୯ ଜଣ ହିତାଧିକାରୀ ୬୪.୨୫ କୋଟି ଟଙ୍କାର ଚିକିତ୍ସା ସୁବିଧା ପାଇଛନ୍ତି। ଘରୋଇ ହସପିଟାଲ ଗୁଡିକର ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ସଂପୂର୍ଣ୍ଣ ଭାବେ ବହନ କରୁଛନ୍ତି। ସମୁଦାୟ ୫,୪୫,୩୩୯ ହିତାଧିକାରୀଙ୍କ ମଧ୍ୟରୁ ଅଢେଇ ଲକ୍ଷ ହିତାଧିକାରୀ ପ୍ରତ୍ୟେକ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ପାଇଥିବା ବେଳେ ୨୨୫ ଜଣ ମହିଳା ରୋଗୀ ପ୍ରତ୍ୟେକ ୫ ଲକ୍ଷ ଟଙ୍କାରୁ ଅଧିକ ଚିକିତ୍ସା ସୁବିଧା ପାଇଛନ୍ତି। ୨୭ ଜଣ ମହିଳା ପ୍ରତ୍ୟେକ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ଗ୍ରହଣ କରିଛନ୍ତି।

ବର୍ତ୍ତମାନ ମାସକୁ ପ୍ରାୟ ୭୩ ହଜାର ରୋଗୀ ତାଲିକାଭୁକ୍ତ ହସପିଟାଲ ଗୁଡିକରେ ଚିକିତ୍ସା ପାଉଥିବା ବେଳେ, ଏଥିପାଇଁ ରାଜ୍ୟ ସରକାର ମାସକୁ ୧୬୫ କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି।

Previous Post

୪ ଜଣଙ୍କୁ ବହିଷ୍କାର, ୪ ଜଣଙ୍କୁ ବାଧ୍ୟତାମୂଳକ ଅବସର

Next Post

କାଲି ଧାମନଗର ଭୋଟ

Next Post
କାଲି ଧାମନଗର ଭୋଟ

କାଲି ଧାମନଗର ଭୋଟ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA