Monday, March 30, 2026 04:35 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home News Health

ସମ ଅଲ୍ଟିମେଟରେ ସିଆଲୋଏଣ୍ଡୋସ୍କୋପିକ ଚିକିତ୍ସା ଆରମ୍ଭ

by Our Correspondent
27 Aug, 2021- 07:05 PM
in Health, Latest News, News
1 min read
0
ସମ ଅଲ୍ଟିମେଟରେ ସିଆଲୋଏଣ୍ଡୋସ୍କୋପିକ ଚିକିତ୍ସା ଆରମ୍ଭ

ଭୁବନେଶ୍ୱର: ଓଡିଶାରେ ପ୍ରଥମ ଥର ପାଇଁ ସମ ଅଲ୍ଟିମେଟ ମେଡିକେୟାରରେ ଅତ୍ୟାଧୁନିକ ସିଆଲୋଏଣ୍ଡୋସ୍କୋପିକ ପ୍ରକ୍ରିୟାରେ ଚିକିତ୍ସା ଆରମ୍ଭ କରାଯାଇଛି | ଏହା ଏକ ଅଭିନଵ ଓ ଅତ୍ୟାଧୁନିକ ପଦ୍ଧତି ଯାହା ସାହାଯ୍ୟରେ ମଣିଷର ଲାଳ ଗ୍ରନ୍ଥିରେ ଉପୁଜୁଥିବା ବିଭିନ୍ନ ପ୍ରକାର ସ୍ୱାସ୍ଥ୍ୟଗତ ସମସ୍ୟା ର ସୁକ୍ଷ୍ମ ଏଣ୍ଡୋସ୍କୋପି ମାଧ୍ୟମରେ ପରୀକ୍ଷା, ଚିକିତ୍ସା ଓ ଅସ୍ତ୍ରୋପଚାର କରାଯାଇପାରୁଥିବା ହସ୍ପିଟାଲ୍ ପକ୍ଷରୁ କୁହାଯାଇଛି ।

ନିକଟରେ ଭୁବନେଶ୍ୱରର ଏକ ଯୁବକଙ୍କ ଲାଳ ଗ୍ରନ୍ଥି (ସବମାଣ୍ଡୁଲାର ଗ୍ଲାଣ୍ଡ ଡକ୍ଟ) ରେ ପଥର ସୃଷ୍ଟି ହୋଇଥିବା ବେଳେ ଏହି ସିଆଲୋଏଣ୍ଡୋସ୍କୋପିକ ପଦ୍ଧତି ରେ ତାହା ବାହାର କରିବାରେ ସଫଳ ହୋଇଛନ୍ତି  ଇଏନଟି ଓ ସ୍କଲ ବେସ ସର୍ଜରୀ ବିଭାଗର ମୁଖ୍ୟ ଡାକ୍ତର ରାଧାମାଧବ ସାହୁ | ପଥର ବାହାରିବା ପରେ ଯୁବକ ଜଣକ ସୁସ୍ଥ ହୋଇଛନ୍ତି  |

ବେକର ବାମ ପଟର ଉପର ଭାଗ ଫୁଲି ଥିବା ସହ ଖାଇବା ସମୟରେ ଏହା ଫୁଲିଯାଉଥିବା ବେଳେ କିଛି ଘଣ୍ଟା ପରେ ପୁଣି କମିଯାଉଥିବାର ସମସ୍ୟା ନେଇ ହସ୍ପିଟାଲ କୁ ଚିକିତ୍ସା ନିମନ୍ତେ ଭୁବନେଶ୍ୱର ର ଏହି ୩୦ ବର୍ଷୀୟ ଯୁବକ ଜଣକ ଆସିଥିଲେ | ଚିକିତ୍ସା ସମୟରେ ତାଙ୍କର ସବ ମାଣ୍ଡିବୁଲାର ଡକ୍ଟ ଷ୍ଟୋନ ଚି଼ହ୍ନଟ ହୋଇଥିଲା ଏବଂ ସିଆଲୋଏଣ୍ଡୋସ୍କୋପିକ ପ୍ରକ୍ରିୟାରେ ଶରୀରରେ କୌଣସି ଦାଗ ସୃଷ୍ଟି କରା ନ ଯାଇ ପଥର ବାହାର କରାଯାଇଛି |

ସିଆଲାଡେନିଟିସ, ସିଆଲୋଲିଥିଆସୀସ ଏବଂ ଅନ୍ୟାନ୍ୟ ଜଟିଳ ଲାଳ ଗ୍ରନ୍ଥୀ ଜନିତ ରୋଗର ପରୀକ୍ଷା, ଚିକିତ୍ସା ଓ ଅପରେସନ ଏବଂ ଅପରେସନ ପରବର୍ତୀ ପ୍ରକ୍ରିୟା ନିମନ୍ତେ ସିଆଲୋଏଣ୍ଡୋସ୍କୋପି ଏକ ଅତ୍ୟାଧୁନିକ ପ୍ରକ୍ରିୟା | ୧.୩ ମିଲିମିଟର ଆକାରର ଏକ ଛୋଟ ଏଣ୍ଡୋସ୍କୋପକୁ ସିଆଲୋଏଣ୍ଡୋସ୍କୋପିକ ପ୍ରକ୍ରିୟା ରେ ସାଲାଇଭାରୀ ଗ୍ଲାଣ୍ଡ ଡକ୍ଟ ଭିତରକୁ ଭର୍ତି କରାଯାଇ ପରୀକ୍ଷା ଓ ଚିକିତ୍ସା କରାଯାଇଥାଏ |

ଶରୀରରେ ଜଳୀୟ ଅଂଶ କମିବା ଓ ଖାଦ୍ୟ ଗ୍ରହଣରେ ଅନିୟମିତତା ହେଲେ ଲାଳ ଗ୍ରନ୍ଥୀରେ ପଥର ସୃଷ୍ଟି ହୋଇଥାଏ | ପ୍ରଚୁର ପରିମାଣରେ ଜଳୀୟ ପଦାର୍ଥ ଗ୍ରହଣ ନ କଲେ ଲାଳ ଜମାଟ ବାନ୍ଧି ଥାଏ ଓ ଠିକ ଭାବେ ଖାଦ୍ୟ ନ ଖାଇଲେ ଲାଳ ସୃଷ୍ଟି ନହୋଇ ସାଲାଇଭାରୀ ଡକ୍ଟରେ ପଥର ସୃଷ୍ଟି ହୁଏ ବୋଲି ଡାକ୍ତର ସାହୁ କହିଛନ୍ତି | ଆମେ ଯେଭଳି କିଡ଼ନୀରେ ଷ୍ଟୋନ ସୃଷ୍ଟି ହେଲେ କିଡ଼ନୀ ବାହାର କରି ନଥାଉ ସେହିଭଳି ଲାଳ ଗ୍ରନ୍ଥୀରେ ଷ୍ଟୋନ ହେଲେ ସମ୍ପୂର୍ଣ ଗ୍ରନ୍ଥୀ କୁ ବାହାର କରିବାର ଆବଶ୍ୟକତା ନାହିଁ | ସିଆଲୋଏଣ୍ଡୋସ୍କୋପିକ ପଦ୍ଧତିରେ ଖୁବ ସହଜରେ ପଥର କଢ଼ାଯାଇପାରିବ ବୋଲି ସେ କହିଛନ୍ତି |

Previous Post

ଏସସିବିରେ ୯ ଟି ଏକ୍‌ମୋ ମେସିନ୍ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

Next Post

ବିଜେଡ଼ିକୁ ମହଙ୍ଗା ପଡ଼ିବେ ମନ୍ତ୍ରୀ ପ୍ରତାପ ଜେନା !

Next Post
ବିଜେଡ଼ିକୁ ମହଙ୍ଗା ପଡ଼ିବେ ମନ୍ତ୍ରୀ ପ୍ରତାପ ଜେନା !

ବିଜେଡ଼ିକୁ ମହଙ୍ଗା ପଡ଼ିବେ ମନ୍ତ୍ରୀ ପ୍ରତାପ ଜେନା !

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19176 shares
    Share 7670 Tweet 4794
  • ନବୀନ..ନବୀନ, ମୋହନ..ମୋହନ

    16600 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5814 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5483 shares
    Share 2193 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA